-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

**ଏକ୍ସନ୍ ମୋଡ଼ ରେ ପୁରୀ ଆଞ୍ଚଳିକ ପରିବହନ ବିଭାଗ*- *ଏକ କୋଟି ୧୨ ଲକ୍ଷ ୧୪ ହଜାର ୧୯୮ ଟଙ୍କା ଫାଇନ ଆଦାୟ*-- *୨୦୭୮ ଗୋଟି ଚାଲାଣ କଟା ଯାଇଛି*-

06-Jul-2025



ପୁରୀ( ମନୋରଞ୍ଜନ ତ୍ରିପାଠୀ)
 ରାଜ୍ୟ ପରିବହନ ବିଭାଗ କମିଶନର ଅମିତାଭ ଠାକୁର ଙ୍କ ନିର୍ଦ୍ଦେଶ କ୍ରମେ ଓ ପୁରୀ ଜିଲ୍ଲାପାଳ ଓ  ଏସପି ଙ୍କ ପରାମର୍ଶ ଅନୁସାରେ ଗତ ୨୭ ତାରିଖ ରୁ ଆଜି ଯାଏ ପୁରୀ ଜିଲ୍ଲା ଆଞ୍ଚଳିକ ପରିବହନ ବିଭାଗ ପକ୍ଷରୁ  ଜିଲ୍ଲାର ବିଭିନ୍ନ  ସ୍ଥାନ ରେ ଅଚାନକ ଚଢ଼ାଉ କରାଯାଇଥିଲା l ଓ ଦୃତ ଗତିରେ ଚଳାଉ ଥିବା  ଯାନ ବାହନ, ଓଭର ଲୋଡ଼ିଂ ଗାଡ଼ି, ମଦୁଆ ଗାଡି ଚାଳକ ଙ୍କୁ ଅଟକାଇ ସମସ୍ତ କାଗଜ ପତ୍ର କଡା କଡ଼ି ଯାଞ୍ଚ କରାଯାଇ ୨୦୭୮ ଗୋଟି ଚାଲାଣ କଟା ଯାଇ ଥିବା ବେଳେ ସମୁଦାୟ ୧ କୋଟି ୧୨ ଲକ୍ଷ ୧୪ ହଜାର ୧୯୮ ଟଙ୍କା ଫାଇନ ଆଦାୟ କରାଗଲା l  ସହର ର ସମୁଦ୍ର କୂଳ ଓ ବିଭିନ୍ନ ଥାନା ଅଞ୍ଚଳରେ ପୁରୀ ଆର ଟି ଓ  ଓ ରାଜ୍ୟ ର ସମସ୍ତ ଜିଲ୍ଲା ର ପରିବହନ ବିଭାଗ ଅଫିସର କର୍ମଚାରୀ ଙ୍କ ମିଳିତ ସହଯୋଗ ରେ  ଅମାନିଆ ଅଟୋ ଯାନ ଚାଳକ ମାନଙ୍କ ଉପରେ ମିଳିତ ଚଢାଉ କରା ଯାଇ ଥିଲା  l ବିଶ୍ବ ପ୍ରସିଦ୍ଧ ପୁରୀ  ରଥ ଯାତ୍ରା ଚାଲି ଥିବାରୁ ଅଟୋ ଗାଡ଼ି ମାନଙ୍କ ର ଅପଡେଟ ଲାଇସେନ୍ସ ସହିତ ପାର୍କିଂ ନିୟମ,  ଗାଡ଼ି ଚଳାଇବା ବେଳେ ମୋବାଇଲ୍ ବ୍ୟବହାର ନ କରିବା, ନିର୍ଦ୍ଧାରିତ ଦର ଆକାର ରେ ଭଡ଼ା ନେବା, ଯାତ୍ରୀ ଓ ପର୍ଯ୍ୟଟକ ଙ୍କ ଉପରେ ଉତ୍ତମ ବ୍ୟବହାର ପ୍ରଦର୍ଶନ ଇତ୍ୟାଦି ନୀୟମ କୁ କଡ଼ା କଡ଼ି ଭlବେ ପାଳନ କରିବାକୁ ଆର୍ ଟି ଓ ତାଗିଦ୍ କରିଥିଲେ l  ପୁରୀ ଆର୍ ଟି ଓ  ଙ୍କ ପ୍ରତ୍ୟକ୍ଷ ତତ୍ୱା ବଧାନ ରେ  ଅନୁଷ୍ଟିତ ଏହି ଚଢାଉ ବେଳେ  ଅଟୋ ଚାଳକ ସବୁ ଛାନିଆ ହୋଇ ଯାଇଥିବା ଦେଖାଯାଇଛି l  ଦେଶ ବିଦେଶ ର ପର୍ଯ୍ୟଟକ ଓ ଯାତ୍ରୀ ମାନଙ୍କ ସୁରକ୍ଷା ଓ ପୁରୀ ପବ୍ଲିକ୍ ର ସ୍ୱାର୍ଥ ଦୃଷ୍ଟିରୁ ଆଗକୁ  ପରିବହନ , ପୋଲିସ୍ ଓ ଟ୍ରାଫିକ ପୋଲିସ୍ ପକ୍ଷରୁ ଆହୁରି କଡ଼ା କଡ଼ି ଚେକିଂ ଓ ଫାଇନ କରାଯିବ ବୋଲି ଆର ଟି ଓ ଙ୍କ ଠାରୁ ସୁଚନା ମିଳିଛି l ରାଜ୍ୟ ର ସମସ୍ତ ଜିଲ୍ଲା ର ପରିବହନ ଅଧିକାରୀ  ଓ ବିଭାଗର ସମସ୍ତ କର୍ମଚାରୀ  ମାନେ ଏହି  ସାପ୍ତାହିକ ଯାଞ୍ଚ ପ୍ରକ୍ରିୟା ବା ଚଢ଼ାଉ କାର୍ଯ୍ଯ କ୍ରମ ରେ ସାମିଲ୍ ରହି ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like