-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ବାହୁଡା ଯାତ୍ରା ରେ ଅଫେରା ରାଇଜ କୁ ବାହୁଡ଼ିଲେ ଧର୍ମ ପରାୟଣ ମହିଳା ସୁବାସିନୀ ମିଶ୍ର-*

06-Jul-2025



ସୁବର୍ଣ୍ଣପୁର, (ମନୋରଞ୍ଜନ ତ୍ରିପାଠୀ)
ସୋନପୁର ଘୋଡାଘାଟପଡାର ବେଶ ଜଣାଶୁଣା ସ୍ବର୍ଗତ ଶିବରାମ ମିଶ୍ରଙ୍କ ପତ୍ନୀ ଧର୍ମ ପରାୟଣ ମହିଳା ସୁବସିନୀ ମିଶ୍ର ଙ୍କ ବୁର୍ଲା ସ୍ଥିତ ବିକାଶ ହସ୍ପିଟାଲ ଠାରେ ପରଲୋକ ହୋଇଯାଇଛି । ଶ୍ରୀମତୀ ମିଶ୍ର ଜଣେ ଶାନ୍ତ, ସରଳ, ମିଷ୍ଟ ଭାଷୀ, ଧର୍ମ ପରାୟଣ ମହିଳା ଓ ପତିବ୍ରତା ନାରୀ ଭାବରେ ଅଞ୍ଚଳରେ ଖୁବ୍ ଜଣାଶୁଣା ଥିବା ବେଳେ ଏ ଦୁଃଖଦ ଖବରରେ ସମଗ୍ର ଅଞ୍ଚଳରେ ଶୋକ ଖେଳିଯାଇଛି। ଭଗବାନଙ୍କ ଏପରି ଲୀଳା ସଂଯୋଗ ଯେ ଧର୍ମପରାୟଣ ସୁବାଶିନୀ ମିଶ୍ରଙ୍କ ପତି ଶିବରାମ ମିଶ୍ର ୨୦୧୩ ମସିହା ଠିକ୍ ରଥଯାତ୍ରା ଦିନ ସ୍ଵର୍ଗାରୋହଣ କରିଥିବା ବେଳେ ସୁବସିନୀ ମିଶ୍ର ଠିକ୍ ସେହି ରଥଯାତ୍ରା ସମୟରେ ବାହୁଡା ଯାତ୍ରା ଦିନ ବାହୁଡି ଯାଇଛନ୍ତି। ମୃତ୍ୟୁ ଶଯ୍ୟା ନିକଟରେ ତାଙ୍କ ପୁତ୍ର ଓ ପୁତ୍ରବଧୂ ଗୋକୁନ ଓ ପ୍ରୀତି ମିଶ୍ର, ନାତି ଓ ନାତୁଣୀ କ୍ରୀଷ୍ଣା ଓ କାହ୍ନା, ଚାରି ଝିଅ ମାନସୀ, ରାଧାରାଣୀ, ଆନୀ, ନିନୀ ଜ୍ୱାଇଁ ସୁକାନ୍ତ, ତନୁଜ ମିଶ୍ର ଏବଂ ନାତି ନାତୁଣୀ ସ୍ୱରୂପ, ଦେବ, ଗେଲୁ ମିଶ୍ର ଏବଂ ସୁବାସିନୀ ମିଶ୍ର ଙ୍କ ଭଉଣୀ ସୋଭାଗିନୀ, ତପସ୍ଵିନୀ, ପ୍ରମୋଦିନୀ ଭାଇ ଗୋପାଳ, ଅଶୋକ ମିଶ୍ର ଙ୍କ ସହ ସମସ୍ତ ନାତି ନାତୁଣୀ ଉପସ୍ଥିତ ଥିଲେ। ସୋନପୁର ଗୋକର୍ନେଶ୍ୱର୍ ଶ୍ମଶାନ ଘାଟରେ ସ୍ୱର୍ଗୀୟା ମିଶ୍ରଙ୍କ ଅନ୍ତିମ ସଂସ୍କାର କରାଯାଇଥିଲା। ବଳରାମ ମିଶ୍ର, ଏଡଭକେଟ ହରିନାରାୟଣ ତ୍ରିପାଠୀ, ନନ୍ଦ କିଶୋର ତ୍ରିପାଠୀ, ଦେବ ମିଶ୍ର, ସାମ୍ୱାଦିକ ରାଜ କିଶୋର ତ୍ରିପାଠୀ, ପ୍ରଫୁଲ୍ଲ ଦାଶ, ଡ ପ୍ରଦୀପ ଗୁରୁ, ଓମ୍ ପ୍ରକାଶ ମିଶ୍ର, ଚଣ୍ଡୀଦାସ ମିଶ୍ର, ପ୍ରଫୁଲ୍ଲ ରଥ, ଶ୍ରୀବତ୍ସ ମଲ୍ଲିକ, ସିତୁନ ମିଶ୍ର, ସମରେନ୍ଦ୍ର ରଥ, ପ୍ରିତମ ଦାଶ, ସୁମିତ ଦାଶ, ଶିଳ୍ପୀ ସେଟ୍, ଜୟ କୁମାର ମହଲା, ଗୁପ୍ତମିଶ୍ର , ମଣ୍ଟୁ ପଟ୍ଟନାୟକ, ସମଗ୍ର ଅଞ୍ଚଳର ବହୁ ବିଶିଷ୍ଟ ବ୍ୟକ୍ତି ବିଶେଷ ଶ୍ରୀମତୀ ମିଶ୍ର ଙ୍କୁ ଅନ୍ତିମ ଦର୍ଶନ କରିଥିଲେ। ପୁଅ ଦେବଦତ୍ତ ମିଶ୍ର (ଗୋକୁନ) ମୁଖାଗ୍ନୀ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like