-+91-9937148622 |

prerana_bgr@rediffmail.com |

  Monday 11th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଗ୍ରୀଷ୍ମକାଳୀନ କରାଟେ ଟାଇକଣ୍ଡୋ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ   (10-May-2026)       ||      ସିଦ୍ଧାଶ୍ରମ ସେବା ପ୍ରତିଷ୍ଠାନ ପକ୍ଷରୁ ବୃକ୍ଷର ଯତ୍ନ ନେବା ପାଇଁ କର୍ମଶାଳା   (10-May-2026)       ||      ଚାର୍ଜସିଟ୍ ଦାଖଲ ପୂର୍ବରୁ ବେଆଇନ୍ ଆଇନଗତ ଚକ୍ରାନ୍ତ ? ଆସନ୍ତାକାଲି ପୁଣି ଜାମିନ ଆବେଦନ !   (10-May-2026)       ||      ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   (10-May-2026)       ||      ଆମ ଢେଙ୍କାନାଳ- ଆମ ଗୌରବ   (10-May-2026)       ||      ସନ୍ଧ୍ୟା ହେଲେ ଚଉଳିଆଗଞ୍ଜ ଖେଳ ପଡିଆ ♦️ ଜମୁଛି ଅସାମାଜିକ ଯୁବକଙ୍କ ଆଡ୍ଡା   (10-May-2026)       ||      ପୋଲିସ ଭବନରେ ଗୁରୁତତ୍ୱପୂର୍ଣ୍ଣ ବୈଠକ   (10-May-2026)       ||      ବରଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଛତା ବଣ୍ଟନ    (10-May-2026)       ||      ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ l   (10-May-2026)       ||      ମୁଖ୍ୟମନ୍ତ୍ରୀ ହେବା ପରେ ଆକ୍ସନ୍ ମୋଡରେ ବିଜୟ,   (10-May-2026)       ||      *ମୌଦଲପୁର ଠାରେ ନାମ ଯଜ୍ଞ" ଅନୁଷ୍ଠିତ*   (10-May-2026)       ||      ପରିବାର ଭିତରୁ ଯୁବ ପିଢିଙ୍କ ଭିତରେ ସଂସ୍କାର ଆଣିଲେ ସେମାନେ ସଂସ୍କୃତି ର ଅବକ୍ଷୟକୁ ରୋକି ପାରିବେ    (10-May-2026)       ||      ସଡ଼କ ଦୁର୍ଘଟଣାରେ ଦୁଇଜଣ ଆହତ , ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରି ମେଡିକାଲ କୁ ପଠାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||      ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ    (10-May-2026)       ||      ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ    (10-May-2026)       ||      *ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   (10-May-2026)       ||      *ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   (10-May-2026)       ||      *ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   (10-May-2026)       ||     

HOME   ଜିଲ୍ଲା

ଜାମଗୁଡା ଗ୍ରାମରେ ଲଗାଣ ବର୍ଷା ରେ ଘରର କାନ୍ତ ପଡି ମହିଳା ମୃତ*

06-Jul-2025



ନବରଙ୍ଗପୁର (ମିହିର ଶଙ୍କର ପାତ୍ର)
ଡାବୁଗାଁ ଥାନା ଅନ୍ତରଗତ ଜାମଗୁଡା ଗ୍ରାମରେ ଲଗାଣ ବର୍ଷା  ଯୋଗୁଁ  ସକାଳ ପ୍ରାୟ ୫ଘଣ୍ଟା ସମୟରେ ଘରର କାନ୍ତ ଭାଙ୍ଗି ଯାଇଥିଲା ଏବଂ ଘର ଭିତରେ ଶୋଇଥିବା ମହିଳା ଉପରେ ପଡି ଯାଇଥିଲା ଫଳରେ ମହିଳାଙ୍କ ମୃତ ହୋଇ ଯାଇଥିବା ସୂଚନା ମିଳିଛି।ମହିଳା ଜଣକଙ୍କ ନାମ ରିବା ପାନକା ବୟସ ୫୫ବର୍ଷ। ମହିଳା ଏବଂ ତାଙ୍କ ସ୍ୱାମି ଅର୍ଜୁନ ପାନକା ଘର ଭିତରେ ଶୋଇ ଥିବା ସମୟରେ ଏହି ଅଭାବନୀୟ ର୍ଘଟଣା ଘଟିଛି  ଅର୍ଜୁନ ପାନକା ଅଳ୍ପକେ ବର୍ତ୍ତି ଯାଇଥିଲେ। ଏହି ଘଟଣାଟି ଛାଟିଗୁଡା ପଞ୍ଚାୟତ ଏବଂ ଡାବୁଗାଁ ଥାନା ଅଧୀନରେ ହୋଇ ଥିବାରୁ ପରିବାର ଲୋକ ଡାବୁଗାଁ ଥାନାରେ ଆସି ଲିଖିତ ଭାବରେ ଜଣାଇଥିଲେ। ଏହାପରେ ଡାବୁଗାଁ ଡାକ୍ତର ଶବ ବ୍ୟବଛେଦ କରି ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିଲେ। ମୃତ ମହିଳା ଜଣକ ନିହାତି ଗିରିବ ପରିବାର ହୋଇ ଥିବରୁ ତାଙ୍କ ପରିବାର ଙ୍କୁ କିଛି ସରକାରୀ ସାହାଯ୍ୟ ଯୋଗାଇଦେବା ପାଇଁ ଗ୍ରାମ ବାସି ଏବଂ ପରିବାର ବର୍ଗ ସରକାରଙ୍କୁ ନିବେଦନ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗ୍ରୀଷ୍ମକାଳୀନ କରାଟେ ଟାଇକଣ୍ଡୋ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ   10-May-2026
  ଜିଲ୍ଲା  
ସିଦ୍ଧାଶ୍ରମ ସେବା ପ୍ରତିଷ୍ଠାନ ପକ୍ଷରୁ ବୃକ୍ଷର ଯତ୍ନ ନେବା ପାଇଁ କର୍ମଶାଳା   10-May-2026
  ରାଜ୍ୟ  
ଚାର୍ଜସିଟ୍ ଦାଖଲ ପୂର୍ବରୁ ବେଆଇନ୍ ଆଇନଗତ ଚକ୍ରାନ୍ତ ? ଆସନ୍ତାକାଲି ପୁଣି ଜାମିନ ଆବେଦନ !   10-May-2026
  ଜିଲ୍ଲା  
ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   10-May-2026
  ରାଜ୍ୟ  
ଆମ ଢେଙ୍କାନାଳ- ଆମ ଗୌରବ   10-May-2026
  ଜିଲ୍ଲା  
ସନ୍ଧ୍ୟା ହେଲେ ଚଉଳିଆଗଞ୍ଜ ଖେଳ ପଡିଆ ♦️ ଜମୁଛି ଅସାମାଜିକ ଯୁବକଙ୍କ ଆଡ୍ଡା   10-May-2026
  ଜିଲ୍ଲା  
ପୋଲିସ ଭବନରେ ଗୁରୁତତ୍ୱପୂର୍ଣ୍ଣ ବୈଠକ   10-May-2026
  ଜିଲ୍ଲା  
ବରଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଛତା ବଣ୍ଟନ   10-May-2026
  ଜିଲ୍ଲା  
ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ l   10-May-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ହେବା ପରେ ଆକ୍ସନ୍ ମୋଡରେ ବିଜୟ,   10-May-2026
  ଜିଲ୍ଲା  
*ମୌଦଲପୁର ଠାରେ ନାମ ଯଜ୍ଞ" ଅନୁଷ୍ଠିତ*   10-May-2026
  ରାଜ୍ୟ  
ପରିବାର ଭିତରୁ ଯୁବ ପିଢିଙ୍କ ଭିତରେ ସଂସ୍କାର ଆଣିଲେ ସେମାନେ ସଂସ୍କୃତି ର ଅବକ୍ଷୟକୁ ରୋକି ପାରିବେ   10-May-2026

You Might Also Like