-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||     

HOME   ଜିଲ୍ଲା

■ ଓଡ଼ିଶା ସାହିତ୍ଯ ଏକାଡେମୀର ସ୍ବନକ୍ଷତ୍ର ଅବସରରେ ବଲାଙ୍ଗିର ସଦରମହକୁମାରେ ଜିଲ୍ଲାସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ

06-Jul-2025



ବଲାଙ୍ଗିର(ଦେବାଶିଷ ବହିଦାର)■ ଆସନ୍ତା ଜୁଲାଇ ୨୫ ତାରିଖରେ ଓଡିଶା ସାହିତ୍ଯ ଏକାଡେମୀର ସ୍ବନକ୍ଷତ୍ର ଦିବସ ପାଳନ ହେବ। ଏହାର ଅବ୍ୟବହିତ ପୂର୍ବରୁ ଓଡିଶା ର ସମସ୍ତ ଜିଲ୍ଲାରେ ସାହିତ୍ଯ ସଂପର୍କରେ ବକ୍ତୃତା,ପ୍ରବନ୍ଧ, ସାଧାରଣଜ୍ଞାନ ଓ ଅନୁବାଦ ତଥା କବିତାଆବୃତ୍ତି  ପ୍ରତିଯୋଗିତାର ଆୟୋଜନ କରାଯାଉଛି। ଏହି କ୍ରମରେ ବଲାଙ୍ଗିର ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଜିଲ୍ଲାସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଅଛି। ଚାରିଗୋଟି ବିଭାଗରେ କନିଷ୍ଠ ଓ ବରିଷ୍ଠ ବର୍ଗରେ ବଲାଙ୍ଗିର ଜିଲ୍ଲାର ୧୪ଟି ବ୍ଲକରୁ ଶତାଧିକ ଛାତ୍ରଛାତ୍ରୀ ଏହି ପ୍ରତିଯୋଗିତାରେ

ଅଂଶଗ୍ରହଣ କରିଥିଲେ।  ଶିକ୍ଷାବିତ ସନାତନ ଠାକୁର, ରସରାଜ ଅଚ୍ୟୁତ ପୁରୋହିତ, କବି ବିଜୟ କୁମାର ତ୍ରିପାଠୀ, ସାମ୍ବାଦିକ ସନ୍ଦୀପ କୁମାର କୁଅଁର, ଆନନ୍ଦ ଚନ୍ଦ୍ର ସାହୁ, ଅଧ୍ୟାପକ ଡକ୍ଟର ସଞ୍ଜୟ କୁମାର ମିଶ୍ର, ସାମ୍ବାଦିକ ଗୋପାଳ ପ୍ରଧାନ, ଶିକ୍ଷୟତ୍ରୀ ସବିତା ମହରା, ଅଧ୍ୟାପକ ଜୟକୁମାର ଆଚାର୍ଯ୍ଯ, ଶିକ୍ଷକ ରଂଜିତ ମିଶ୍ର ଓ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନରେନ୍ଦ୍ରନାଥ ମିଶ୍ର ପ୍ରମୁଖ ବିଚାରକ ଭାବେ 

ଯୋଗଦାନ ଦେଇଥିଲେ । ଜିଲ୍ଲାସ୍ତରୀୟ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀ ମାନେ ଆସନ୍ତା ୧୩ ଜୁଲାଇ ଓ ୨୦ ଜୁଲାଇରେ ଭୁବନେଶ୍ବର ଠାରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବେ।  ଏହି ଜିଲ୍ଲାସ୍ତରୀୟ ପ୍ରତିଯୋଗିତା ଜିଲ୍ଲା ସଂସ୍କୃତି ଅଧିକାରୀ ରଶ୍ମୀରଞ୍ଜନ ମିଶ୍ରଙ୍କ ପରିଚାଳନାରେ ଅନୁଷ୍ଠିତ ହୋଇଥିବା ବେଳେ ଶିବାଶିଷ ପୁରୋହିତ, ଅନଙ୍ଗକୁମାର ସାଏ, ଆରତୀ ପଣ୍ଡା ପ୍ରମୁଖ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026

You Might Also Like