-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||     

HOME   ଜିଲ୍ଲା

ବାହୁଡ଼ା ଯାତ୍ରା ବେଳେ ଅଘଟଣ,୪ନାବାଳକ ଓ ୨ଭକ୍ତ ଆହତ

06-Jul-2025



ବିନିକା(ହିମାଂଶୁ ଶେଖର ପୁଟେଲ)ଜନ୍ମ ବେଦୀରେ ୧୦ଦିନ ଅବସ୍ଥାନ ପରେ ଆଜି ବିନିକା ସହରରେ ତିନି ଠାକୁର ବାହୁଡ଼ା ଯାତ୍ରା କରି ନିଜ ମନ୍ଦିରକୁ ଯାଉଥିଲେ ।ହେଲେ ରଥ ଟଣା ବେଳେ ଅଘଟଣ ଘଟିଥିଲା ଏହି ଅଘଟଣରେ ୪ନାବାଳକ ସହ ୨ଜଣ ଭକ୍ତ ରଥ ତଳେ ଚାପି ହୋଇ ଯାଇଥିଲେ ।ଫଳରେ ଜଣେ ନାବାଳକର ଅବସ୍ଥା ଗୁରୁତର ଥିବାରୁ ବୁର୍ଲା ଡ଼ାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଥିବା ବେଳେ ଅନ୍ୟ ସମସ୍ତ ଆହତ ବିନିକା ଡାକ୍ତରଖାନାରେ ଚିକିତ୍ସାଧିନ ଥିବା ଜଣାପଡିଛି ।ଖବରରୁ ପ୍ରକାଶ ଯେ ଗତକାଲି ତିନି ଠାକୁର ରଥରେ ବିଜେ ହୋଇଥିଲେ ।ଆଜି ନିର୍ଦ୍ଧାରିତ ସମୟ ୩ଟାରେ ରଥ ଟଣା କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା ।ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ଦେଖିବା ପାଇଁ ବହୁ ଶ୍ରଦ୍ଧାଳୁ ଭକ୍ତଙ୍କ ଭିଡ଼ ଜମିଥିଲା ।ଶ୍ରଦ୍ଧାଳୁ ଭକ୍ତମାନେ ଜୟ ଜୟ ଧ୍ବନିରେ ପ୍ରଥମେ ବଳଭଦ୍ର ଓ ଶୁଭଦ୍ରାଙ୍କ ରଥକୁ ଟାଣିଥିଲେ। ହେଲେ ରଥ ଗୁଣ୍ଡିଚା ମନ୍ଦିର ନିକଟକୁ ଆସିବା ପରେ ୪ନାବାଳକ ସହ ୨ଜଣ ଭକ୍ତ ରଥ ତଳେ ଚାପି ହୋଇ ଆହତ ହୋଇଥିଲେ। ତୁରନ୍ତ ଉପସ୍ଥିତ ଭକ୍ତମାନେ ଆହତଙ୍କୁ ବିନିକା ଡ଼ାକ୍ତରଖାନାକୁ ଆଣି ଭର୍ତ୍ତି କରିଥିଲେ ।ସେଥିରୁ ଜଣେ ନାବାଳକଙ୍କ ଅବସ୍ଥା ଗୁରୁତର ଥିବାରୁ ପ୍ରାଥମିକ ଚିକିତ୍ସା ପରେ ବୁର୍ଲା ଡ଼ାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଥିଲା । ଖବର ଲେଖା ଯିବା ପର୍ଯ୍ୟନ୍ତ ସମସ୍ତ ଆହତ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା ଜଣାପଡିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026

You Might Also Like