-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

*ବାହୁଡା଼ ଯାତ୍ରା ରେ ରଥ ଟଣା ବେଳେ ଅଘଟଣ : ଜଣେ ନାବାଳକ ଗୁରୁତର ୪ ଜଣ ଆହତ*-

06-Jul-2025



ସୁବର୍ଣ୍ଣପୁର ,/ ବିନିକା
 ସୁବର୍ଣ୍ଣପୁର ଜିଲ୍ଲା ବିନିକା ସହର ରେ ବାହୁଡା଼ ଯାତ୍ରା ରେ ରଥ ଟାଣିବା ସମୟରେ ଅପରାହ୍ନ ରେ ଆଜି ଠେଲାପେଲା ରେ ଜଣେ ନାବାଳକ ଗୁରୁତର ହୋଇଥିବା ବେଳେ ୪ ଜଣ ଆହତ ହୋଇଛନ୍ତି । ଘଟଣାରୁ ପ୍ରକାଶ ଯେ ବିନିକା ସହରର କଂସାରୀପଡା ଗୁଣ୍ଡିଚା ମନ୍ଦିର ନିକଟରେ ବଳଭଦ୍ର ଓ ସୁଭଦ୍ରାଙ୍କ ରଥ ଟଣା ଚାଲିଥିଲା I ହେଲେ ଏହି ସମୟରେ ମହାପ୍ରଭୁଙ୍କ ବାହୁଡା଼ଯାତ୍ରା ଦେଖିବା ପାଇଁ କଂସାରୀପଡାର ୩ ଜଣ ବାଳକ ଓ ନୂଆପଡାର ଜଣେ ନାବାଳକ ରଥ ପାଖରେ ଠେଲା ପେଲା ରେ ଲୋକ ଓ ଚକ ଧକ୍କା ରେ ତଳେ ଚାପିହୋଇ ଯାଇଥିଲେ  I ଯାହା ଫଳରେ ଜଣେ ନାବାଳକ ଗୁରୁତର ହେବାରୁ ଉଚ୍ଚ ସ୍ତରୀୟ ଚିକିତ୍ସା ପାଇଁ ତାକୁ ବୁର୍ଲା ଡ଼ାକ୍ତରଖାନା କୁ ପଠା ଯାଇଥିବା  ବେଳେ ଅନ୍ୟ ୩ ଜଣ ଆହତ ଙ୍କୁ ବିନିକା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ପ୍ରଶାସନ ପକ୍ଷରୁ ପ୍ରାଥମିକ ଚିକିତ୍ସା  କରାଯାଇ ଥିବା ଜଣା ଯାଇଛି l ଏ  ଘଟଣା ରେ ପୋଲିସ ପ୍ରଶାସନ ର ଅବହେଳା ଯୋଗୁଁ ଲୋକେ ଉତ୍ତେଜିତ ହୋଇ ଥିବା ବେଳେ ବିନିକା ଅତିରିକ୍ତ ତହସିଲଦାର ଓ ଥାନା ଅଧିକାରୀ ସ୍ପର୍ଟ କୁ ପହଞ୍ଚି ସ୍ଥିତି କୁ ନିୟନ୍ତ୍ରଣ କରିଥିବା ଜଣା ଯାଇଛି l ପ୍ରଶାସନ ପକ୍ଷରୁ ତିନି ଜଣ ଆହତ ଙ୍କ ଘର କୁ ସନ୍ଧ୍ୟାରେ ବିନିକା  ଏନ୍ ଏ ସି କାର୍ଯ୍ଯ ନିର୍ବାହୀ ଅଧିକାରୀ ପହଞ୍ଚି ସ୍ବାସ୍ଥ୍ୟ ବସ୍ଥା ପଚାରି ବୁଝି ଥିବା ଓ  ଗୁରୁତର ନାବାଳକ ଙ୍କ ସହ ଏ ତିନି ଜଣ ଆହତ ଙ୍କୁ ମଧ୍ୟ ପ୍ରଶାସନ ପକ୍ଷରୁ ସମସ୍ତ  ଚିକିତ୍ସା ସୁବିଧା ଯୋଗାଇ ଦିଆଯିବ ବୋଲି ସେ ପ୍ରତିଶୁତି ଦେଇ ଥିବା ସ୍ଥାନୀୟ  ତହସିଲଦାର ରସ୍ନା ଭୋଇ ଙ୍କ ଠାରୁ ସୁଚନା ମିଳିଛି l ଓ ଆସନ୍ତା କାଲି ରଥ ଟଣା ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯିବ ବୋଲି ସେ ସୁଚନା ଦେଇଛନ୍ତି l ସ୍ଥାନୀୟ ଲୋକେ କିନ୍ତୁ ରଥ ଟଣା ବେଳେ ଭକ୍ତ ଙ୍କ ସୁରକ୍ଷା ରେ ପର୍ଯ୍ୟାପ୍ତ ପୋଲିସ ବ୍ୟବସ୍ଥା ନ ଥିବା ଯୋଗୁଁ ଏହା ଘଟିଲା , ପ୍ରଶାସନ ଓ ପୋଲିସ ହିଁ ଆଜିର ଏ ଘଟଣା ରେ ସମ୍ପୂର୍ଣ୍ଣ ଦାୟୀ ବୋଲି ଲୋକେ ଅଭିଯୋଗ କରିଛନ୍ତି l ପ୍ରକାଶ ଥାଉ କି ଯେ ସୁବର୍ଣ୍ଣପୁର  ସଦର ମହକୁମାରେ ମଧ୍ୟ ପୋଲିସ ,  ଦେବୋତ୍ତର ବିଭାଗ  ଓ ଜିଲ୍ଲା ପ୍ରଶାସନ ର ଅବହେଳା ପାଇଁ ଶ୍ରୀ ଗୁଣ୍ଡିଚା ରଥ ଯାତ୍ରା  ରଥ ଟଣା ବେଳେ  ଜଣେ ଭକ୍ତ ଙ୍କ ମୁଣ୍ଡ ଫାଟି ପ୍ରଚୁର ରକ୍ତ ସ୍ରାବ ହୋଇଥିବା ଓ ବଡ ଦାଣ୍ଡ ରେ ଅନେକ ଦୋକାନ ବଜାର ରେ ରଥ ଚଢ଼ି କ୍ଷୟ କ୍ଷତି ହୋଇ ଥିବା  ଖବର ଓ ଏ ଦୃଶ୍ୟ କାହାକୁ ଅଛପା ନାହିଁ ! ମନୋରଞ୍ଜନ  ତ୍ରିପାଠୀ  ସହିତ ହିମାଂଶୁ ପୁଟେଲ ଙ୍କ ରିପୋର୍ଟ


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like