-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||      ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   (23-Jun-2026)       ||     

HOME   ବିଶେଷ

ଟିକା ନେବା ପରେ ଆଶା କର୍ମୀଙ୍କ ମୃତ୍ୟୁ, ୪ ଦିନ ପୂର୍ବରୁ ନେଇଥିଲେ କରୋନା ଭ୍ୟାକସିନ୍

24-Jan-2021



ଗୁଣ୍ଟୁର (ପ୍ରେରଣା ଖବର ବ୍ୟୁରୋ) : ଆନ୍ଧ୍ର ପ୍ରଦେଶର ଗୁଣ୍ଟୁରରେ ରବିବାର ଜଣେ ଆଶା କର୍ମୀଙ୍କର ମୃତ୍ୟୁ ଘଟିଛି । ଭ୍ୟାକସିନ୍‌ ନେବାର ୪ ଦିନ ପରେ ସଂପୃକ୍ତ ସ୍ବାସ୍ଥ୍ୟ କର୍ମୀଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି । କିନ୍ତୁ ଡାକ୍ତରଙ୍କ କହିବା କଥା ଯେ, ବ୍ରେନ୍‌ ଷ୍ଟ୍ରୋକ୍ ଯୋଗୁଁ ତାଙ୍କର ମୃତ୍ୟୁ ଘଟିଛି । ମୃତକ ଆଶା କର୍ମୀ ହେଉଛନ୍ତି ଗୁଣ୍ଟୁର ଜିଲ୍ଲା ସୁନର୍‌ ଅଞ୍ଚଳର ବିଜୟ ଲକ୍ଷ୍ମୀ (୪୨) ।

ସୂଚନା ଅନୁସାରେ, ଗତ ୧୯ ତାରିଖରେ ତାଙ୍କୁ କରୋନା ଭ୍ୟାକସିନ୍‌ ଦିଆଯାଇଥିଲା । ଭ୍ୟାକସିନ୍‌ ନେବା ପରେ ପରେ ସେ ଅସୁସ୍ଥ ହୋଇପଡିଥିଲେ । ତେବେ ଜାନୁୟାରୀ ୨୧ରେ ଅଚାନକ୍‌ ବେହୋସ୍‌ ହୋଇଯିବାରୁ ତାଙ୍କୁ ଗୁଣ୍ଟୁର ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଚିକିତ୍ସିତ ଅବସ୍ଥାରେ ରବିବାର ବିଜୟ ଲକ୍ଷ୍ମୀଙ୍କୁ ମୃତ ଘୋଷଣା କରିଥିଲେ ଡାକ୍ତର ।
ତେବେ ବିଜୟ ଲକ୍ଷ୍ମୀଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି ଯେ, ଭ୍ୟାକସିନ୍‌ ନେବା ଯୋଗୁଁ ତାଙ୍କର ମୃତ୍ୟୁ ଘଟିଛି । ଟିକାକରଣ ବନ୍ଦ କରିବାକୁ ଦାବି କରିଥିଲେ ପରିବାର ଲୋକେ । ଜିଲ୍ଲାପାଳ ସାମୁଏଲ ଆନନ୍ଦ କୁମାର ଘଟଣାସ୍ଥଳରେ ପହଞ୍ଚି ମୃତକଙ୍କ ପରିବାର ସଦସ୍ୟଙ୍କୁ ଭେଟିଥିଲେ । ଏହା ସହିତ ବିଜୟ ଲକ୍ଷ୍ମୀଙ୍କ ପୁଅକୁ ଚାକିରି ଦେବା ସହ ସରକାରଙ୍କ ତରଫରୁ ଆର୍ଥିକ ସହଯୋଗ ଯୋଗାଇଦେବାକୁ ପ୍ରତିଶ୍ରୁତି ଦେଇଥିଲେ ।
କରୋନା ମହାମାରୀ ବିରୁଦ୍ଧରେ ଲଢେଇ ପାଇଁ ସାରା ଦେଶରେ ଟିକାକରଣ ଜାରି ରହିଛି । ବର୍ତ୍ତମାନ ଦେଶର ସ୍ବାସ୍ଥ୍ୟ କର୍ମୀ ଏବଂ ଆଗଧାଡିର ଯୋଦ୍ଧାମାନଙ୍କୁ ଭ୍ୟାକସିନ୍‌ ଦିଆଯାଉଛି । ଦେଶରେ ପ୍ରାୟ ୧୫ ଲକ୍ଷ ସ୍ବାସ୍ଥ୍ୟ କର୍ମୀଙ୍କୁ ଟିକାକରଣ ଶେଷ ହୋଇଛି ।


News Comment




Photo in News

Advertisment
Lastest News
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ    24-Jun-2026
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   24-Jun-2026
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   23-Jun-2026

You Might Also Like