-+91-9937148622 |

prerana_bgr@rediffmail.com |

  Tuesday 4th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୨ଟି ଦରଖାସ୍ତ ଗ୍ରହଣ   (04-Aug-2026)       ||      *ନୂଆପଡ଼ା ସଦର ମହକୁମାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର୧୩୯ଟି ଅଭିଯୋଗ ଗ୍ରହଣ*   (04-Aug-2026)       ||      *ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ*   (04-Aug-2026)       ||      ବନ୍ୟା ରେ କ୍ଷୟକ୍ଷତି ପୂରଣ ଦାବୀ ରେ ବିଜୁ ଜନତା ଦଳ ଲୋଇସିଂହା ପକ୍ଷରୁ ତହସିଲଦାର ଙ୍କୁ ଏକ ଦାବିପତ୍ର ପ୍ରଦାନ    (04-Aug-2026)       ||      ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ   (03-Aug-2026)       ||      ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   (03-Aug-2026)       ||      ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   (03-Aug-2026)       ||      ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   (03-Aug-2026)       ||      ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   (03-Aug-2026)       ||      *କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   (03-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   (03-Aug-2026)       ||      ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   (02-Aug-2026)       ||      କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      *ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||     

HOME   ଜିଲ୍ଲା

ପ୍ରଭୁଳୀନ ହେଲେ ଇପିକଲ ର ପୂର୍ବତନ ମୁଖ୍ୟ ପ୍ରବନ୍ଧକ ରାମ ଚନ୍ଦ୍ର ପଣ୍ଡା

06-Jul-2025



ଭୁବନେଶ୍ୱର(ପ୍ରେରଣା ଖବର): ପରଲୋକରେ ବରିଷ୍ଠ ଅବସରପ୍ରାପ୍ତ ପ୍ରସାଶକ ରାମଚନ୍ଦ୍ର ପଣ୍ଡା। ୧୯୩୨ ମସିହାରେ ଯାଜପୁରର ସୁଦୁର ବରାହତ୍ତା ଗ୍ରାମରେ ଜନ୍ମିତ ଅତ୍ୟନ୍ତ ପରିଶ୍ରମ ବଳରେ ଓଡିଶା ପ୍ରଶାସନିକ ସେବାରେ ଯୋଗ ଦେଇ ବିଭିନ୍ନ ପଦପଦବୀରେ ରହି ମହାପ୍ରବନ୍ଧକ ଇପିକଲ ଭାବେ ଅବସର ନେଇ ଥିଲେ । ଅବସର ପରେ ବିଭିନ୍ନ ସାମାଜିକ ଓ ଅଧ୍ୟାତ୍ମିକ ଅନୁଷ୍ଠାନ ସହ ସମାଜ ପାଇଁ କାମ କରୁଥିଲେ। ମୃତ୍ୟୁ ପର୍ଯ୍ୟନ୍ତ ଚଳଚଞ୍ଚଳ ଥିଲେ ଶ୍ରୀ ପଣ୍ଡା। ଆଜି ତାଙ୍କ ମୃତ୍ୟୁଶଯ୍ୟା ନିକଟରେ ତାଙ୍କ ତିନି ଜ୍ୱାଇଁ ଝିଅ ଲଳିତ ନନ୍ଦ,ଗାୟତ୍ରୀ ନନ୍ଦ, ରାଜେନ ପାଢ଼ୀ, ରୂପାନ୍ୱିତା ପଣ୍ଡା, ସିଦ୍ଧର୍ଥ ମିଶ୍ର, ଆର୍ୟା ମିଶ୍ର ଉପସ୍ଥିତ ଥିଲେ । ପୁରୀ ସ୍ୱର୍ଗଦ୍ୱାର ଠାରେ ମୁଖାଗ୍ନି ଦେଇ ଥିଲେ ପୁତୁରା ବିଜୟ କୁମାର ପଣ୍ଡା।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୨ଟି ଦରଖାସ୍ତ ଗ୍ରହଣ   04-Aug-2026
  ଜିଲ୍ଲା  
*ନୂଆପଡ଼ା ସଦର ମହକୁମାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର୧୩୯ଟି ଅଭିଯୋଗ ଗ୍ରହଣ*   04-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ*   04-Aug-2026
  ଜିଲ୍ଲା  
ବନ୍ୟା ରେ କ୍ଷୟକ୍ଷତି ପୂରଣ ଦାବୀ ରେ ବିଜୁ ଜନତା ଦଳ ଲୋଇସିଂହା ପକ୍ଷରୁ ତହସିଲଦାର ଙ୍କୁ ଏକ ଦାବିପତ୍ର ପ୍ରଦାନ   04-Aug-2026
  ଜିଲ୍ଲା  
ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ   03-Aug-2026
  ଜିଲ୍ଲା  
ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   03-Aug-2026
  ଜିଲ୍ଲା  
ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   03-Aug-2026
  ଜିଲ୍ଲା  
ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   03-Aug-2026
  ଜିଲ୍ଲା  
ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   03-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   03-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   03-Aug-2026
  ଜିଲ୍ଲା  
ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   02-Aug-2026

You Might Also Like