-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ମନ୍ଦିର ବିଜେ ହେଲେ ଶ୍ରୀ ଦଧି ବାମନ ତିନି ଠାକୁର -

07-Jul-2025



ସୋନପୁର( ମନୋରଞ୍ଜନ ତ୍ରିପାଠୀ)
 ଗତ କାଲି ବିଳମ୍ୱିତ ରାତିରେ ଶ୍ରୀ ଦଧି ବାମନ ମହାପ୍ରଭୂ ଙ୍କ ରଥ ର ତିନି ଠାକୁର ରତ୍ନ ମଣ୍ଡପ ସୋନପୁର ଘୋଡ଼ା ଘାଟ ପଡ଼ା ରେ ପହଞ୍ଚିଲେ l ମଝିପଡ଼l ଠାରୁ ରଥ ଟଣା ହୋଇ କଇଁଥତଳ ଛକ ଯାଏ ପ୍ରଭୂ ଙ୍କୁ ଶୃଙ୍ଖଳା ରେ ଅଣା ଯାଇଥିଲା l ପରେ ପରେ ମହାପ୍ରଭୁ ତିନି ଠାକୁର ଙ୍କୁ  ଭଜନ ନାମ କିର୍ତ୍ତନ୍ୟ ସହ ବ୍ରାହ୍ମଣ ସମାଜ ପକ୍ଷରୁ ମହା ସମାରୋହରେ ପହଣ୍ଡି ରେ ରତ୍ନ ମଣ୍ଡପ କୁ ନିଆ ଯାଇଛି l ପହଣ୍ଡି ସମୟରେ ପ୍ରତି ଘର  ଆଗରେ ପ୍ରଭୁ ଙ୍କୁ ପୂଜା ଅର୍ଚ୍ଚନା ଓ ଉପନ ଭୋଗ ଲାଗି କରଯାଇଛି l ମନ୍ଦିର ସମ୍ଭୁଖ ରେ ପହଞ୍ଚିବା ପରେ ହଜାର ହଜାର  ମହିଳା ଭକ୍ତ  ଦୀପ ଜାଳି ଶହ ଶହ ପ୍ରକାର ଉପନ୍ ଭୋଗ ଅର୍ପଣ ସହ ପ୍ରଭୁଙ୍କୁ ସ୍ୱାଗତ କରିଥିଲେ l  ନାମ କୀର୍ତ୍ୟନ୍ୟ ଘଣ୍ଟ ଶଙ୍ଖ ହୁଳ ହୁଳୀ ରେ କମ୍ପି ଉଠିଥିଲା ଏ ଅଞ୍ଚଳ l ଭୋଗ ଲାଗି ପରେ ମହା ଆଳତୀ କରଯାଇଥିଲା ଓ ପ୍ରଭୁ ଙ୍କୁ ମନ୍ଦିର ବିଜେ କରାଯାଇଥିଲା l ବଡ ଏକାଦଶୀ ତିଥି ଥିବାରୁ ଅଧର ପଣା ଭୋଗ ଅର୍ପଣ ସହ ମଧ୍ୟ ରାତ୍ର ରେ ଦଧି ବାମନ ମନ୍ଦିର ରେ ମହା ଦୀପ ଉଠିଥିଲା l ଏ  ସୁନ୍ଦର ମନୋରମ ଦୃଶ୍ୟ ସବୁ କୁ ଉପଭୋଗ ଓ ଦର୍ଶନ ପାଇଁ ପ୍ରବଳ ଭକ୍ତ ଙ୍କ  ସମାଗମ ହୋଇଥିଲା l ଦେବୋତ୍ତର ବିଭାଗ ର ସଦସ୍ୟ ଶ୍ରୀବତ୍ସ ମଲ୍ଲିକ ଙ୍କ ସମେତ ମନ୍ଦିର କମିଟି ର ପ୍ରଦୀପ ବକ୍ସି, ତାରା ଭୂଷଣ ସାହୁ, କାର୍ତ୍ତିକ ପଧାନ, ଦଧି ବାମନ ପୁଝାରୀ, ଅଶୋକ ପୂଝାରୀ, କଲ୍ୟାଣ ପାଢ଼ୀ, ଶିବ ସରାଫ, ରବି ସରାଫ ପ୍ରମୁଖ ସମସ୍ତ ସଦସ୍ୟ ଏ କାର୍ଯ୍ଯ କ୍ରମ ରେ ସହଯୋଗ କରିଥିଲେ l  ଜଣେ ଡି ଏସ ପି ଙ୍କ ନେତୃତ୍ଵ ରେ ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like