-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ସୋନପୁର ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର : * ବିଭିନ୍ନ ୧୫ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ :

07-Jul-2025



ସୁବର୍ଣ୍ଣପୁର( ମନୋରଞ୍ଜନ ତ୍ରିପାଠୀ)
ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ସୋନପୁର ବ୍ଲକ ସମ୍ମିଳନୀ କକ୍ଷ ଠାରେ  ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳ ଶ୍ରୀମତୀ ଅନ୍ୟା ଦାସ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ବିଜୟ କୁମାର ନାଏକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ସର୍ବମୋଟ ୧୫ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ତନ୍ମଧ୍ୟରୁ ୦୯ (ନଅ) ଗୋଟି ଦରଖାସ୍ତ  ବ୍ୟକ୍ତିଗତ ରହିଥିବା ବେଳେ ୦୪ (ଚାରି) ଗୋଟି ସାମୁହିକ ଦରଖାସ୍ତ  ଗ୍ରହଣ କରାଯାଇଥିଲା। ୦୨ (ଦୁଇ) ଗୋଟିଏ ଦରଖାସ୍ତ ରେଡକ୍ରସ  ଓ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଚିକିତ୍ସା ନିମନ୍ତେ ଆର୍ଥିକ ସହାୟତା ନିମନ୍ତେ ଗ୍ରହଣ କରାଯାଇଥିବା ବେଳେ ଅନ୍ୟ ଅଭିଯୋଗ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ  ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ବିଡ଼ିଓ ସୋନପୁର ଶ୍ରୀ ସଂଜୀବ କୁମାର ସାହୁଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ  ଶୁଣାଣିରେ  ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ,  ସୁବର୍ଣ୍ଣପୁର, ଶ୍ରୀ ଅଶ୍ୱିନୀ କୁମାର ମେହେର, ଉପଜିଲ୍ଲାପାଳ ସୋନପୁର ଡଃ ସୌମ୍ୟାରୂପା ରଥ ସମେତ ତହସିଲଦାର ସୋନପୁର ତଥା ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like