-+91-9937148622 |

prerana_bgr@rediffmail.com |

  Tuesday 4th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ*   (04-Aug-2026)       ||      ବନ୍ୟା ରେ କ୍ଷୟକ୍ଷତି ପୂରଣ ଦାବୀ ରେ ବିଜୁ ଜନତା ଦଳ ଲୋଇସିଂହା ପକ୍ଷରୁ ତହସିଲଦାର ଙ୍କୁ ଏକ ଦାବିପତ୍ର ପ୍ରଦାନ    (04-Aug-2026)       ||      ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ   (03-Aug-2026)       ||      ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   (03-Aug-2026)       ||      ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   (03-Aug-2026)       ||      ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   (03-Aug-2026)       ||      ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   (03-Aug-2026)       ||      *କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   (03-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   (03-Aug-2026)       ||      ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   (02-Aug-2026)       ||      କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      *ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||     

HOME   ଜିଲ୍ଲା

"ବନମହୋତ୍ସବ ଅବସରରେ ବୃକ୍ଷରୋପଣ ଓ ପରିବେଶ ସଚେତନତା "

07-Jul-2025



ଉମରକୋଟ (ମିହିର ଶଙ୍କର ପାତ୍ର,)ଉମରକୋଟ ବ୍ଲକ ଅନ୍ତର୍ଗତ ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଭଣ୍ଡାରୀଗୁଡାରେ ଚଳିତ ବର୍ଷ ଜୁଲାଇ ମାସ ପ୍ରଥମ ସପ୍ତାହରେ ବନମହୋତ୍ସବ ଧୁମ ଧାମରେ ପାଳିତ ହୋଇଯାଇଛି। ଭାରପ୍ରାପ୍ତ ଅଧକ୍ଷ ଶ୍ରୀ ପ୍ରକାଶ ଦାସଙ୍କ ସଭାପତିତ୍ୱରେ ଆୟୋଜିତ ବୈଠକରେ ଧୋଡ୍ରା ବିଟର ବନ ଅଧିକାରୀ ଶ୍ରୀମତୀ ସ୍ଥିତପ୍ରଜ୍ଞା ତ୍ରିପାଠୀ ଯୋଗଦେଇଥିଲେ। ଶିକ୍ଷକ ଶିକ୍ଷୟିତ୍ରୀ ଓ ବନ ଅଧିକାରୀ ମାନେ ଛାତ୍ରଛାତ୍ରୀ ମାନଙ୍କୁ ବୃକ୍ଷର ଗୁରୁତ୍ୱ ଓ ପରିବେଶ ସଚେତନତା ଉପରେ ଉଦବୋଧନ ଦେଇଥିଲେ। ପ୍ରାଧ୍ୟାପକ ରଂଜିତ ମଜୁମଦାର ସଭା ପରିଚାଳନା କରିଥିଲେ। ସଂସ୍କୃତ ଶିକ୍ଷକ ମିହିର ରଞ୍ଜନ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ। ଶିକ୍ଷକ ଶିକ୍ଷୟତ୍ରୀ,ଜେ. ଆର. ସି ଓ ସ୍କାଉଟ ପିଲାମାନଙ୍କ ସହଯୋଗରେ ବନ କର୍ମଚାରୀମାନେ ବିଦ୍ୟାଳୟ ହତା ଓ ପାର୍ଶ୍ୱରେ ୧୦୦ ରୁ ଉର୍ଦ୍ଧ ବିଭିନ୍ନ ପ୍ରକାର ଚାରା ଗଛ ରୋପଣ କରିଥିଲେ। ତତସହ ସ୍ଥାନୀୟ ଗ୍ରାମରେ ପରିବେଶ ସଚେତନତା ଶୋଭାଯାତ୍ରା ଆୟୋଜନ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ*   04-Aug-2026
  ଜିଲ୍ଲା  
ବନ୍ୟା ରେ କ୍ଷୟକ୍ଷତି ପୂରଣ ଦାବୀ ରେ ବିଜୁ ଜନତା ଦଳ ଲୋଇସିଂହା ପକ୍ଷରୁ ତହସିଲଦାର ଙ୍କୁ ଏକ ଦାବିପତ୍ର ପ୍ରଦାନ   04-Aug-2026
  ଜିଲ୍ଲା  
ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ   03-Aug-2026
  ଜିଲ୍ଲା  
ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   03-Aug-2026
  ଜିଲ୍ଲା  
ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   03-Aug-2026
  ଜିଲ୍ଲା  
ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   03-Aug-2026
  ଜିଲ୍ଲା  
ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   03-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   03-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   03-Aug-2026
  ଜିଲ୍ଲା  
ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   02-Aug-2026
  ଜିଲ୍ଲା  
କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026

You Might Also Like