-+91-9937148622 |

prerana_bgr@rediffmail.com |

  Tuesday 4th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ   (03-Aug-2026)       ||      ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   (03-Aug-2026)       ||      ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   (03-Aug-2026)       ||      ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   (03-Aug-2026)       ||      ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   (03-Aug-2026)       ||      *କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   (03-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   (03-Aug-2026)       ||      ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   (02-Aug-2026)       ||      କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      *ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||     

HOME   ଜିଲ୍ଲା

ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ତରଫରୁ ୭୬ତମ ବନ ମହୋତ୍ସବ,୫୦୦୦ ଚାରା ରୋପଣ

07-Jul-2025



(ଡୋଲେଶ୍ୱର ବାଗ)
ଖଡିଆଳ ବ୍ଲକ ଆର୍ତ୍ତତ୍ରାଣପୁର ଠାର ୭୬ତମ ବନ ମହୋତ୍ସବ ଉପଲକ୍ଷେ ସାମୁହିକ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ।  ଆର୍ତ୍ତତ୍ରାଣପୁର ଗ୍ରାମ ନିକଟସ୍ଥ ଚକାଡଙ୍ଗର ( ଚୌରା ଏ ପି ଆର ଏଫ୍) ଜଙ୍ଗଳ ରେ  ଖଡ଼ିଆଳ ବନପାଳ ଜୟଦେବ ମାଝୀଙ୍କ ସଭାପତିତ୍ବ କରିଥିବା ବେଳେ ସଭାରେ ମୁଖ୍ୟ ଅତିଥି ରୂପେ ଖଡ଼ିଆଳ ବ୍ଲକ ଅଧ୍ୟକ୍ଷା ପୁଷ୍ପାଞ୍ଜଳି ନନ୍ଦ ବୃକ୍ଷ ରୋପଣର ଉପକାରିତା ଉପରେ ଆଲୋକପାତ କରିଥିଲେ। ମୁଖ୍ୟବକ୍ତା ପୂର୍ବତନ ଫରେଷ୍ଟ ୱାର୍ଡନ ଫକିର ମୋହନ ଜଗତ ବିଭିନ୍ନ ବୃକ୍ଷରୁ ମିଳୁଥିବା ଔଷଧୀୟ ଗୁଣ ଉପରେ ଆଲୋଚନା କରି ଭାରତୀୟ ସଂସ୍କୃତିରେ ବୃକ୍ଷ ଦେବତାଙ୍କ ଅବଦାନ ଉପରେ ଆଲୋକପାତ କରିଥିଲେ। ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ ନାବନିତା ଦାଶ, ଖଡ଼ିଆଳ ବନଖଣ୍ଡ ଅଧିକାରୀ ଅଜିଜ ଖାନ, ଏ ସି ଏଫ୍ ପ୍ରସନ୍ନଜିତ୍ ନାଏକ, ଖାସବାହାଲ ସରପଞ୍ଚ କୁନୁ ଚରଣ ବେହେରା ପ୍ରମୁଖ ଯୋଗଦେଇ ଜଙ୍ଗଲ ସୁରକ୍ଷା ହିଁ ମଣିଷ ଓ ପ୍ରାଣୀ ଜଗତକୁ ବଞ୍ଚାଇ ପାରିବ ବୋଲି କହିଥିଲେ।ଏ ଅବସରରେ ସ୍ଥାନୀୟ ଜଙ୍ଗଲରେ ବିଭିନ୍ନ ପ୍ରକାରର ପ୍ରାୟ ପାଞ୍ଚ ହଜାର ବୃକ୍ଷ ରୋପଣ କରା ଯାଇଥିଲା।ବନ ସଂରକ୍ଷଣ କମିଟି ଆର୍ତ୍ତତ୍ରାଣ ପୁରର ସଭାପତି ହେମନ୍ତ କାଣ୍ଡ, ଉପ ସଭାପତି ମନୋଜ କୁମାର ବନ୍ଦିଛୋର୍ ଓ ସଭ୍ୟ ସଭ୍ୟା ସ୍ଥାନୀୟ ଫରେଷ୍ଟର ରାଜେଶ ହରିଜନ,ଯୋଗ ଦେଇଥିଲେ। ୫ ହଜାର ଚାରା ରୋପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ   03-Aug-2026
  ଜିଲ୍ଲା  
ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   03-Aug-2026
  ଜିଲ୍ଲା  
ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   03-Aug-2026
  ଜିଲ୍ଲା  
ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   03-Aug-2026
  ଜିଲ୍ଲା  
ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   03-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   03-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   03-Aug-2026
  ଜିଲ୍ଲା  
ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   02-Aug-2026
  ଜିଲ୍ଲା  
କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
*ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   02-Aug-2026

You Might Also Like