-+91-9937148622 |

prerana_bgr@rediffmail.com |

  Sunday 10th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଆମ ଢେଙ୍କାନାଳ- ଆମ ଗୌରବ   (10-May-2026)       ||      ସନ୍ଧ୍ୟା ହେଲେ ଚଉଳିଆଗଞ୍ଜ ଖେଳ ପଡିଆ ♦️ ଜମୁଛି ଅସାମାଜିକ ଯୁବକଙ୍କ ଆଡ୍ଡା   (10-May-2026)       ||      ପୋଲିସ ଭବନରେ ଗୁରୁତତ୍ୱପୂର୍ଣ୍ଣ ବୈଠକ   (10-May-2026)       ||      ବରଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଛତା ବଣ୍ଟନ    (10-May-2026)       ||      ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ l   (10-May-2026)       ||      ମୁଖ୍ୟମନ୍ତ୍ରୀ ହେବା ପରେ ଆକ୍ସନ୍ ମୋଡରେ ବିଜୟ,   (10-May-2026)       ||      *ମୌଦଲପୁର ଠାରେ ନାମ ଯଜ୍ଞ" ଅନୁଷ୍ଠିତ*   (10-May-2026)       ||      ପରିବାର ଭିତରୁ ଯୁବ ପିଢିଙ୍କ ଭିତରେ ସଂସ୍କାର ଆଣିଲେ ସେମାନେ ସଂସ୍କୃତି ର ଅବକ୍ଷୟକୁ ରୋକି ପାରିବେ    (10-May-2026)       ||      ସଡ଼କ ଦୁର୍ଘଟଣାରେ ଦୁଇଜଣ ଆହତ , ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରି ମେଡିକାଲ କୁ ପଠାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||      ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ    (10-May-2026)       ||      ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ    (10-May-2026)       ||      *ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   (10-May-2026)       ||      *ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   (10-May-2026)       ||      *ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   (10-May-2026)       ||      *ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   (10-May-2026)       ||      ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   (09-May-2026)       ||      ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   (09-May-2026)       ||      ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   (09-May-2026)       ||     

HOME   ଜିଲ୍ଲା

କୋଶଲି ପତ୍ରିକା ମୁହୁରୀ ଉନ୍ମୋଚିତ: କବି ଅମୃତଲାଲ ପାଇଲେ ପ୍ରଥମ “ମହାତ୍ମା ପ୍ରୟାଗଦତ୍ତ” ସମ୍ମାନ

07-Jul-2025



ବଲାଙ୍ଗିର(ଦେବାଶିଷ ବହିଦାର) କୋଶଲୀ ପତ୍ରିକା 'ମୁହୁରି' ର ଉନ୍ମୋଚନ ଉତ୍ସବ ବଲାଙ୍ଗିର ସାମ୍ବାଦିକ ଭବନରେ ଅନୁଷ୍ଠିତ ହୋଇଯାଇଛି। ପ୍ରଥମ ଅଧିବେଶନରେ କୋଶଲୀ ସାହିତ୍ୟ ସଂସ୍କୃତି ବିକାଶ ପରିଷଦର ମୁଖ୍ୟ ପଦ୍ମଶ୍ରୀ ନରସିଂହ ପ୍ରସାଦ ଗୁରୁ ସଭାପତିତ୍ୱ କରିଥିଲେ। ଅତିଥି ଓ ବକ୍ତା ଭାବରେ ସାହିତ୍ୟ ସଂଗଠକ ବଳଦେବ ଦିକ୍ଷିତ, ଅମୃତଲାଲ ସାହୁ, ଲୋହିତାକ୍ଷ ଯୋଷୀ, ସୁଶାନ୍ତ କୁମାର ମିଶ୍ର, ଡ. ସୁବାଷ ମେହେର, ଡ. ସନ୍ତୋଷ କୁମାର ରଥ, ଶରତ ଚନ୍ଦ୍ର ହୋତା ଓ ମଧୁସୁଦନ ଦାସ ମଂଚାସୀନ ଥିଲେ। କବି ସୁଶାନ୍ତ ବାଗ ଅତିଥି ପରିଚୟ ପ୍ରଦାନ କରିଥିଲେ ଓ ବିରେନ୍ଦ୍ର କୁମାର ବନଛୋର ମଂଚ ପରିଚାଳନା କରିଥିଲେ l

ଟ୍ରଷ୍ଟର ମୁଖପତ୍ର “ମୁହୁରି” ର କୁଲୁଆଁଫୁଟା ସଂଖ୍ୟା ଉନ୍ମୋଚନ ହେବ ବ୍ୟତିତ ମଧୁସୁଦନ ଦାସଙ୍କ ଦ୍ୱାରା ଅନୁବାଦିତ ହୋଇ ଥିବା ଦୁଇଟି ପୁସ୍ତକ “ଛଏଁରା କାଜେ ସକାଲ ଟେ ଓ ଛାଁଟଲା କଥାନି ଏବଂ ଲୋହିତାକ୍ଷ ଯୋଷୀଙ୍କ ରଚିତ ଇଂରାଜୀ ଅନୁବାଦିତ ପୁସ୍ତକକୁ ଅତିଥିମାନେ ଉନ୍ମୋଚନ କରିଥିଲେ। ସୁନାମଧନ୍ୟ କବି ଅମୃତଲାଲ ସାହୁ ତାଙ୍କ ଜୀବନବ୍ୟାପି ସାଧନା ପାଇଁ ମହାତ୍ମା ପ୍ରୟାଗଦତ୍ତ ସମ୍ମାନ ପ୍ରଦାନ କରାଯାଇ ଥିଲା। ଦ୍ୱିତୀୟ ଅଧିବେଶନରେ କବି ଭିକାରୀ ମିଶ୍ର ପରିଚାଳନା 

କରିଥିଲେ। ଟ୍ରଷ୍ଟର ମୁଖପତ୍ର “ମୁହୁରି” ର କୁଲୁଆଁଫୁଟା ସଂଖ୍ୟା ଉନ୍ମୋଚନ ହେବ ବ୍ୟତିତ ମଧୁସୁଦନ ଦାସଙ୍କ ଦ୍ୱାରା ଅନୁବାଦିତ ହୋଇଥିବା ଦୁଇଟି ପୁସ୍ତକ “ଛଏଁରା କାଜେ ସକାଲ ଟେ ଓ ଛାଁଟଲା କଥାନି ଏବଂ ଲୋହିତାକ୍ଷ ଯୋଷୀଙ୍କ ରଚିତ ଇଂରାଜି ଅନୁବାଦିତ ପୁସ୍ତକକୁ ଅତିଥିମାନେ ଉନ୍ମୋଚନ କରିଥିଲେ। ସୁନାମଧନ୍ୟ କବି ଅମୃତଲାଲ ସାହୁ ତାଙ୍କ ଜିବନ ବ୍ୟାପି ସାଧନା ପାଇଁ ମହାତ୍ମା ପ୍ରୟାଗଦତ୍ତ ସମ୍ମାନ ପ୍ରଦାନ କରାଯାଇ ଥିଲା। ଦ୍ୱିତୀୟ ଅଧିବେଶନରେ କବି ଭିକାରୀ ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ପୁନର୍ବାର ଭାଷା ଆଲୋଚନା ହେବା ପରେ ଏକ ବର୍ଣ୍ଣାଢ୍ୟ କବିତା ଆସର ଅନୁଷ୍ଠିତ ହୋଇଥିଲା । କବିତା ଆସରରେ ବିଶିଷ୍ଟ କବି ସୁଶାନ୍ତ ବାଗ, ଆନନ୍ଦ ଚନ୍ଦ୍ର ସାହୁ, ପୁସ୍ତମ ଜୁଆଡିଙ୍କ ସମେତ ୫୦ ଜଣ କବି କବିତା ପାଠ କରିଥିଲେ। ଉକ୍ତ ସଭାରେ ଗୋରେଖନାଥ ସାହୁ, ତହଁକ କୁଟୁମ୍ ର ମୁଖିଆ ରାଜେଶ ଦଣ୍ଡସେନା, ଆଶୁତୋଷ ମିଶ୍ର, କବି ନିର୍ମାଲ୍ୟ ସ୍ୱାଇଁ, ଶ୍ରୀପାଳ ପଣ୍ଡା, ବ୍ରଜ ମୋହନ ମେହେର, ମାନସ କୁମାର ଷଡଙ୍ଗୀ, ଲାଲଚନ ବଗର୍ତ୍ତି ମଂଚାସୀନ ଥିଲେ ଓ କବି ଅର୍ଜୁନ କୁମାର ସାହୁ ମଂଚ ପରିଚାଳନା କରିଥିଲେ। ଶେଷରେ କବି ଦିଲ୍ଲିପ ପଶାୟତ ଧନ୍ୟବାଦ ଅର୍ପଣ କରିଥିଲେ। ଅଭିଜିତ ଆନନ୍ଦ ଫରିକାର ଓ ଅନ୍ୟ ସଦସ୍ୟମାନେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଆମ ଢେଙ୍କାନାଳ- ଆମ ଗୌରବ   10-May-2026
  ଜିଲ୍ଲା  
ସନ୍ଧ୍ୟା ହେଲେ ଚଉଳିଆଗଞ୍ଜ ଖେଳ ପଡିଆ ♦️ ଜମୁଛି ଅସାମାଜିକ ଯୁବକଙ୍କ ଆଡ୍ଡା   10-May-2026
  ଜିଲ୍ଲା  
ପୋଲିସ ଭବନରେ ଗୁରୁତତ୍ୱପୂର୍ଣ୍ଣ ବୈଠକ   10-May-2026
  ଜିଲ୍ଲା  
ବରଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଛତା ବଣ୍ଟନ   10-May-2026
  ଜିଲ୍ଲା  
ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ l   10-May-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ହେବା ପରେ ଆକ୍ସନ୍ ମୋଡରେ ବିଜୟ,   10-May-2026
  ଜିଲ୍ଲା  
*ମୌଦଲପୁର ଠାରେ ନାମ ଯଜ୍ଞ" ଅନୁଷ୍ଠିତ*   10-May-2026
  ରାଜ୍ୟ  
ପରିବାର ଭିତରୁ ଯୁବ ପିଢିଙ୍କ ଭିତରେ ସଂସ୍କାର ଆଣିଲେ ସେମାନେ ସଂସ୍କୃତି ର ଅବକ୍ଷୟକୁ ରୋକି ପାରିବେ   10-May-2026
  ଜିଲ୍ଲା  
ସଡ଼କ ଦୁର୍ଘଟଣାରେ ଦୁଇଜଣ ଆହତ , ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରି ମେଡିକାଲ କୁ ପଠାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   10-May-2026
  ଜିଲ୍ଲା  
 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର   10-May-2026
  ଜିଲ୍ଲା  
 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର   10-May-2026
  ଜିଲ୍ଲା  
ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ   10-May-2026

You Might Also Like