-+91-9937148622 |

prerana_bgr@rediffmail.com |

  Tuesday 4th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ   (03-Aug-2026)       ||      ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   (03-Aug-2026)       ||      ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   (03-Aug-2026)       ||      ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   (03-Aug-2026)       ||      ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   (03-Aug-2026)       ||      *କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   (03-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   (03-Aug-2026)       ||      ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   (02-Aug-2026)       ||      କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      *ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||     

HOME   ଜିଲ୍ଲା

କୋଶଲି ପତ୍ରିକା ମୁହୁରୀ ଉନ୍ମୋଚିତ ଓ କବି ଅମୃତଲାଲ ପାଇଲେ ପ୍ରଥମ “ମହାତ୍ମା ପ୍ରୟାଗଦତ୍ତ” ସମ୍ମାନ

07-Jul-2025



ବଲାଙ୍ଗିର(ଦେବାଶିଷ ବହିଦାର) କୋଶଲୀ ପତ୍ରିକା ମୁହୁରି ର ଉନ୍ମୋଚନ ଉତ୍ସବ ବଲାଙ୍ଗିର ସାମ୍ବାଦିକ ଭବନରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମ ଅଧିବେଶନରେ କୋଶଲୀ ସାହିତ୍ୟ ସଂସ୍କୃତି ବିକାଶ ପରିଷଦର ମୁଖ୍ୟ ପଦ୍ମଶ୍ରୀ ନରସିଂହ ପ୍ରସାଦ ଗୁରୁ ସଭାପତିତ୍ୱ କରିଥିଲେ । ଅତିଥି ଓ ବକ୍ତା ଭାବରେ ସାହିତ୍ୟ ସଂଗଠକ ବଳଦେବ ଦିକ୍ଷିତ, ଅମୃତଲାଲ ସାହୁ, ଲୋହିତାକ୍ଷ ଯୋଷୀ, ସୁଶାନ୍ତ କୁମାର ମିଶ୍ର, ଡ. ସୁବାଷ ମେହେର, ଡ. ସନ୍ତୋଷ କୁମାର ରଥ, ଶରତ ଚନ୍ଦ୍ର ହୋତା ଓ ମଧୁସୁଦନ ଦାସ ମଂଚାସିନ ଥିଲେ । କବି ସୁଶାନ୍ତ ବାଗ ଅତିଥି ପରିଚୟ ପ୍ରଦାନ କରିଥିଲେ ଓ ବିରେନ୍ଦ୍ର କୁମାର ବନଛୋର ମଂଚ

ପରିଚାଳନା କରିଥିଲେ । ଟ୍ରଷ୍ଟର ମୁଖପତ୍ର “ମୁହୁରି” ର କୁଲୁଆଁଫୁଟା ସଂଖ୍ୟା ଉନ୍ମୋଚନ ହେବ ବ୍ୟତିତ ମଧୁସୁଦନ ଦାସଙ୍କ ଦ୍ୱାରା ଅନୁବାଦିତ ହୋଇଥିବା ଦୁଇଟି ପୁସ୍ତକ “ଛଏଁରା କାଜେ ସକାଲ ଟେ ଓ ଛାଁଟଲା କଥାନି ଏବଂ ଲୋହିତାକ୍ଷ ଯୋଷୀଙ୍କ ରଚିତ ଇଂରାଜି ଅନୁବାଦିତ ପୁସ୍ତକକୁ ଅତିଥିମାନେ ଉନ୍ମୋଚନ କରିଥିଲେ । ସୁନାମଧନ୍ୟ କବି ଅମୃତଲାଲ ସାହୁ ତାଙ୍କ ଜିବନ ବ୍ୟାପି ସାଧନା ପାଇଁ ମହାତ୍ମା ପ୍ରୟାଗଦତ୍ତ ସମ୍ମାନ ପ୍ରଦାନ କରାଯାଇଥିଲା । ଦ୍ୱିତୀୟ ଅଧିବେଶନରେ କବି ଭିକାରୀ ମିଶ୍ରଙ୍କ 

ପରିଚାଳନା କରିଥିଲେ । ଟ୍ରଷ୍ଟର ମୁଖପତ୍ର “ମୁହୁରି” ର କୁଲୁଆଁଫୁଟା ସଂଖ୍ୟା ଉନ୍ମୋଚନ ହେବ ବ୍ୟତିତ ମଧୁସୁଦନ ଦାସଙ୍କ ଦ୍ୱାରା ଅନୁବାଦିତ ହୋଇଥିବା ଦୁଇଟି ପୁସ୍ତକ “ଛଏଁରା କାଜେ ସକାଲ ଟେ ଓ ଛାଁଟଲା କଥାନି ଏବଂ ଲୋହିତାକ୍ଷ ଯୋଷୀଙ୍କ ରଚିତ ଇଂରାଜି ଅନୁବାଦିତ ପୁସ୍ତକକୁ ଅତିଥିମାନେ ଉନ୍ମୋଚନ କରିଥିଲେ । ସୁନାମଧନ୍ୟ କବି ଅମୃତଲାଲ ସାହୁ ତାଙ୍କ ଜିବନ ବ୍ୟାପି ସାଧନା ପାଇଁ ମହାତ୍ମା ପ୍ରୟାଗଦତ୍ତ ସମ୍ମାନ ପ୍ରଦାନ କରାଯାଇଥିଲା । ଦ୍ୱିତୀୟ ଅଧିବେଶନରେ କବି ଭିକାରୀ ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ପୁନର୍ବାର ଭାଷା ଆଲୋଚନା ହେବା ପରେ ଏକ ବର୍ଣ୍ଣାଢ୍ୟ କବିତା ଆସର ଅନୁଷ୍ଠିତ ହୋଇଥିଲା । କବିତା ଆସରରେ ବିଶିଷ୍ଟ କବି ସୁଶାନ୍ତ ବାଗ, ଆନନ୍ଦ ଚନ୍ଦ୍ର ସାହୁ, ପୁସ୍ତମ ଜୁଆଡି ଙ୍କ ସମେତ ୫୦ ସରିକି କବି କବିତା ପାଠ କରିଥିଲେ । ଉକ୍ତ ସଭାରେ ସର୍ବଶ୍ରୀ ଗୋରେଖନାଥ ସାହୁ, ତହଁକ କୁଟୁମ୍ ର ମୁଖିଆ ରାଜେଶ ଦଣ୍ଡସେନା, ଆଶୁତୋଷ ମିଶ୍ର, କବି ନିର୍ମାଲ୍ୟ ସ୍ୱାଇଁ, ଶ୍ରୀପାଳ ପଣ୍ଡା, ବ୍ରଜ ମୋହନ ମେହେର, ମାନସ କୁମାର ଷଡଙ୍ଗୀ, ଲାଲଚନ ବଗର୍ତ୍ତି ମଂଚାସିନ ଥିଲେ ଓ କବି ଅର୍ଜୁନ କୁମାର ସାହୁ ମଂଚ ପରିଚାଳନା କରିଥିଲେ । ଶେଷରେ କବି ଦିଲ୍ଲିପ ପଶାୟତ ଧନ୍ୟବାଦ ଅର୍ପଣ କରିଥିଲେ । ଅଭିଜିତ ଆନନ୍ଦ ଫରିକାର ଓ ଅନ୍ୟ ସଦସ୍ୟମାନେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ   03-Aug-2026
  ଜିଲ୍ଲା  
ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   03-Aug-2026
  ଜିଲ୍ଲା  
ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   03-Aug-2026
  ଜିଲ୍ଲା  
ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   03-Aug-2026
  ଜିଲ୍ଲା  
ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   03-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   03-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   03-Aug-2026
  ଜିଲ୍ଲା  
ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   02-Aug-2026
  ଜିଲ୍ଲା  
କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
*ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   02-Aug-2026

You Might Also Like