-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

କୁରୁଲ ହାଇସ୍କୁଲ ବୃକ୍ଷରୋପଣ କାର୍ଯ୍ୟକ୍ରମରେ ସାମିଲ ହେଲେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି

07-Jul-2025



ବଲାଙ୍ଗୀର/ପୁଇନ୍ତଲା(ଦେବାଶିଷ ବହିଦାର): ଉତ୍କଳ ପ୍ରାଦେଶିକ ମାରୱାଡ଼ି ସମ୍ବେଳନ ବଲାଙ୍ଗିର ଜିଲ୍ଲା ଆନୁକୂଲ୍ୟରେ ରାମଜୀ ହାଇସ୍କୁଲ କୁରୁଲ ଠାରେ ୭୬ ତମ ବନମହୋତ୍ସବ ପାଳନ କରାଯାଇଥିଲା । ଉତ୍ସବରେ ମାନ୍ୟବର ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ମୁଖ୍ୟ ଅତିଥି,ଉପ ଜିଲ୍ଲାପାଳ ଆଲୋକ ପଟେଲ ମୁଖ୍ୟବକ୍ତା, ପୁଇଇଁଲା ବ୍ଲକ ଶିକ୍ଷାଧିକାରୀ ରତ୍ନମୟୀ ପୁରୋହିତ, କୁଟୁମଡୋଳା ମହାବିଦ୍ୟାଳୟର ରିଡର୍ ଡକ୍ଟର ସୁରେଶ କୁମାର ଷଡ଼ଙ୍ଗୀ,

ପୂର୍ବତନ ପ୍ରଧାନ ଶିକ୍ଷକ ସୁବାସ ଚନ୍ଦ୍ର ପଣ୍ଡା   , ସରପଞ୍ଚ ଅନିତା ସେଟ, ସମିତି ସଭ୍ୟା ଯଶୋବନ୍ତି ସେଠ ସମ୍ମାନିତ ଅତିଥି ଭାବେ ଯୋଗଦେଇ  ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ । ସଭାର ସଭାପତି ବିଦ୍ୟାଳୟର ପ୍ରଧାନଶିକ୍ଷକ ଆନନ୍ଦ କୁମାର ସାହୁ ଙ୍କ ଅନୁରୋଧ କ୍ରମେ ସମ୍ବେଳନର ସଭ୍ୟ ତଥା ବରିଷ୍ଠ ରୋଟାରିଆନ୍ ବିଷ୍ଣୁ ପ୍ରସାଦ କେଡ଼ିଆ ସମ୍ମାନିତ ଅତିଥି ହୋଇ ଅତି ସୁନ୍ଦର ଭାବେ ସଭା ପରିଚାଳନା କରିଥିଲେ । ସଭାପତି ସଞ୍ଜୟ କୁମାର ଅଗ୍ରୱାଲ ଓ ସମ୍ପାଦକ ଗଜାନନ ଅଗ୍ରୱାଲ ମାରୱାଡ଼ି ସମ୍ବେଳନ ର ସମସ୍ତ ସଭ୍ୟଙ୍କ ଉପସ୍ଥିତିକୁ ସାଧୁବାଦ ଜଣାଇଥିଲେ । ସମାଜ ପାଇଁ ଅବଦାନ ଥିବା ସହଯୋଗ ଫାଉଣ୍ଡେସନ ମୁଖ୍ୟ ଅନିଲ ମୋଦୀ ଓ ପ୍ରକୃତି ବନ୍ଧୁ ଶିକ୍ଷକ ଦିଗାମ୍ବର ନାଏକ ଓ ସମାଜ ସେବା କ୍ଷେତ୍ରର ଅବଦାନ ପାଇଁ ବିବେକାନନ୍ଦ ପଟେଲ ଙ୍କୁ ଅନୁଷ୍ଠାନ ତରଫରୁ ସମ୍ବର୍ଦ୍ଧିତ କରାଯାଇଥିଲା । ପରେ ଏକ ପଦଯାତ୍ରାକୁ ସବୁଜ ପତାକା ହଲାଇ ମୁଖ୍ୟଅତିଥି ମାନ୍ୟବର ସାଂସଦ ଉଦଘାଟନ କରି ଏକ ସାମୁହିକ ବୃକ୍ଷରୋପଣ କରାଯାଇଥିଲା । ଧନ୍ୟବାଦ ଅର୍ପଣ ପର୍ବ ନିର୍ବାହ କରିଥିଲେ ସମ୍ବେଳନର ବରିଷ୍ଠ ସଭ୍ୟ ମୋହନ ଅଗ୍ରୱାଲ । ଶିକ୍ଷକ ଶିକ୍ଷୟିତ୍ରୀ , ପରିଚାଳନା କମିଟି ଓ

ଛାତ୍ରଛାତ୍ରୀ ଙ୍କ ସହଯୋଗ କ୍ରମେ କାର୍ଯକ୍ରମ ବେଶ ପ୍ରଶଂସନୀୟ ଥିଲା । ବିବେକା ନନ୍ଦ ପଟେଲ,ମାନସିଂ ସେଟ, ଅଶ୍ୱିନୀ କୁମାର ନାଏକ, ସୁରେନ୍ଦ୍ର ନାଏକ, ପ୍ରକୃତିବନ୍ଧୁ ଭକ୍ତ ଚରଣ ନାଏକ, ଅମରଦୀପ ପାଣିଗ୍ରାହୀ, ରାମକୁମାର ରାଉତ, ଶିକ୍ଷୟିତ୍ରୀ ବାସନ୍ତୀ ସାହୁ, ରଞ୍ଜୁ ଲତା ପଟେଲ, ସଞ୍ଜୁ ନାଗ, ଶିକ୍ଷକ ଦଧି ବାମନ ବାଗ, ସୌଭାଗ୍ୟ ପୁଝାରୀ, ଶୁକଦେବ ପଟେଲ, ନକୁଳ ନାଏକ, ରଘୁନାଥ ପଟେଲ, ଗଣ୍ଡାରାମ ବଗର୍ତ୍ତି, ହାଡୁ ଭୋଇ କାର୍ଯ୍ୟକ୍ରମକୁ ସଫଳ କରିବାରେ ଆଗେଇ ଆସିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like