-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||     

HOME   ଜିଲ୍ଲା

ପ୍ରକୃତି ବନ୍ଧୁ ପୁରସ୍କାର ପାଇଲେ କବି କେଶବ ଚନ୍ଦ୍ର ନାୟକ

07-Jul-2025



ମାଲକାନଗିରି: ଆଜି ମାଲକାନଗିରି ବନଖଣ୍ଡ ଆନୁକୂଲ୍ୟରେ ଚାଲାଣ ଗୁଡା ଠାରେ ଜିଲ୍ଲା ସ୍ତରୀୟ ବନ ମହୋତ୍ସବ ପାଳିତ ହୋଇଯାଇଛି।ଏହି ପରିପ୍ରେକ୍ଷୀରେ ମୁଖ୍ୟ ଅତିଥି ଭାବରେ ମାଲକାନଗିରି ବିଧାୟକ ନରସିଂହ ମାଡକାମୀ, ସମ୍ମାନିତ ଅତିଥି ଭାବେ ପିଡିଓ ତଥା ଗୋ ନରେଶ ଚନ୍ଦ୍ର ଶବର, ବନଖଣ୍ଡ ଅଧିକାରୀ ସାଇ କିରଣ ଡି.ଏନ,ଏସିଏଫ ମନସୁନ ଖେମୁଣ୍ଡୁ ଓ ଚାଲାଣ ଗୁଡା ସରପଞ୍ଚ ଅରକ୍ଷିତ ନାୟକ ମଞ୍ଚାସୀନ ଥିଲେ। 
ଏହି ଅବକାଶରେ କବି, ଲେଖା, ଗୀତିକାର ତଥା ବରିଷ୍ଠ ସାମ୍ବାଦିକ କେଶବ ଚନ୍ଦ୍ର ନାୟକଙ୍କୁ ପ୍ରକୃତି ବନ୍ଧୁ ପୁରସ୍କାରେ
ସମ୍ମାନିତ କରା ଯାଇଛି। ଶ୍ରୀ ନାୟକ ୨୦୧୧/୧୨ ମସିହାରେ ପ୍ରକୃତି ବନ୍ଧୁ ପୁରସ୍କାର ଓଡ଼ିଶା ସରକାର, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପ୍ରଦାନ କରିଥିଲେ। ପ୍ରକୃତି ବନ୍ଧୁ ପୁରସ୍କାର-୨୦୨୫ ରେ ମଧ୍ୟ ଦ୍ବିତୀୟ ଥର ସେ ଓଡ଼ିଶା ସରକାରଙ୍କ ଜଙ୍ଗଲ ବିଭାଗ ତରଫରୁ ପ୍ରାପ୍ତ କରିଛନ୍ତି। ଶ୍ରୀ ନାୟକ ମାଲକାନଗିରି ଜିଲ୍ଲାରେ ଆଜକୁ ୩୫ ବର୍ଷ ହେଲା ବୃକ୍ଷ
ରୋପଣ, ଜଙ୍ଗଲ ସୁରକ୍ଷା ନିମନ୍ତେ ଜନ ସଚେତନତା ଆଦି କାର୍ଯ୍ୟ ରେ ନିଜକୁ ସଂଶ୍ଳିଷ୍ଟ କରିଛନ୍ତି। ଏହା ବ୍ୟତିତ ଛାତ୍ର ଛାତ୍ରୀମାନଙ୍କୁ ମଧ୍ୟ ଜଙ୍ଗଲ ସୁରକ୍ଷା ଉପରେ ସଚେତନତା କରିବାରେ ପ୍ରମୁଖ ଭୂମିକା ରହିଛି। ଜଙ୍ଗଲରେ ନିଆଁ ନ ଲଗାଇବା, ବେଣ୍ଟ ଶିକାର ନକରିବା ଆଦି ଜନ ସଚେତନତା କରି ବେଶ ପ୍ରଶଂସନୀୟ କାର୍ଯ୍ୟ କରି ଆସିଛନ୍ତି। ଏହା ବ୍ୟତିତ ସେ ବୃକ୍ଷ,ବର୍ଷା,ବାୟୁ, ମୃତ୍ତିକା,ଜଳ ସଂପର୍କରେ ବହୁ କବିତା ରଚନା କରି ବିଭିନ୍ନ ପତ୍ରପତ୍ରିକାରେ ପ୍ରକାଶିତ କରି ପାଠକୀୟ ମହଲରେ ସୁପରିଚିତ। ସେ ସାମାଜିକ କାର୍ଯ୍ୟ, ସାହିତ୍ୟକ ଏବଂ  ଉଚ୍ଚକୋଟୀର ସାମ୍ବାଦିକ ଭାବେ ଆଜକୁ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନମାନଙ୍କରୁ ତିନି ଶହରୁ ଊର୍ଦ୍ଧ୍ବ ମାନପତ୍ର ତଥା ପୁରସ୍କାରରେ ସମ୍ମାନିତ ହୋଇ ସୁନାମ ଅର୍ଜନ କରିଥିବା ଏସିଏଫ ମନସୁନ ଖେମୁଣ୍ଡୁ ମଞ୍ଚରେ ଉଦଘୋଷଣା କରି ଶ୍ରୀ ନାୟକ ଭବିଷ୍ୟତ ଉଜ୍ଜ୍ୱଳ କାମନା କରି ଥିଲେ। ତାଙ୍କୁ ୧୦ ହଜାର ନଗଦ ଅର୍ଥ ରାଶି ସହିତ ମାନପତ୍ର ପ୍ରଦାନ କରା ଯାଇଛି। ପ୍ରଥମେ ମାଲକାନଗିରି ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ ବୃକ୍ଷ ରୋପଣ କରି ବନମହୋତ୍ସବକୁ ଅନୁଷ୍ଠିକ ଭାବେ ଉଦଘାଟନ କରିଥିଲେ। ପରେ ଅନ୍ୟାନ୍ୟ ଅତିଥିମାନେ ମଧ୍ୟ ବୃକ୍ଷ ରୋପଣ କରିଥିଲେ। କାଲିମେଳା ବନପାଳ ମୃତ୍ୟୁଞ୍ଜୟ ସେଠୀ ମଞ୍ଚ ପରିଚାଳନା କରିଥିଲେ। ଏହି କାର୍ଯ୍ୟକ୍ରମରେ ମାଲକାନଗିରି ବନାଞ୍ଚଳ ଅଧିକାରୀ ରମେଶ ଚନ୍ଦ୍ର ରାଉତ, ଚିତ୍ରକୋଣ୍ଡା ବନାଞ୍ଚଳ ଅଧିକାରୀ ବଳରାମ ନାୟକ,ମୋଟୁ ବନାଞ୍ଚଳ ରଶ୍ମି ରଞ୍ଜନ ସ୍ବାଇଁ ଏବଂ ଅନ୍ୟାନ୍ୟ ବନକର୍ମଚାରୀ ମାନେ ଉପସ୍ଥିତ ଥିଲେ। ଚାଲାଣ ଗୁଡା କସ୍ତୁରବା ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ଅଂଶଗ୍ରହଣ କରି ସଭାକାର୍ଯ୍ୟକୁ ସଫଳ ରୂପାୟନ କରିଥିଲେ।
 


News Comment




Photo in News

Advertisment
Lastest News
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026

You Might Also Like