-+91-9937148622 |

prerana_bgr@rediffmail.com |

  Tuesday 4th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ   (03-Aug-2026)       ||      ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   (03-Aug-2026)       ||      ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   (03-Aug-2026)       ||      ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   (03-Aug-2026)       ||      ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   (03-Aug-2026)       ||      *କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   (03-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   (03-Aug-2026)       ||      ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   (02-Aug-2026)       ||      କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      *ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||     

HOME   ଜିଲ୍ଲା

ରାଜ୍ୟସ୍ତରୀୟ ପାଲା ଉତ୍ସବ ଉଦ୍‌ଯାପିତ

07-Jul-2025



ବଲାଙ୍ଗିର(ଦେବାଶିଷ ବହିଦାର): ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ ବାରପୁଡୁଗିଆ ଠାରେ ରଥଯାତ୍ରା ଉପଲକ୍ଷେ ୩ ଦିନିଆ ରାଜ୍ୟସ୍ତରୀୟ ପାଲା ଉତ୍ସବ ଉଦ୍‌ଯାପିତ ହୋଇଯାଇଛି । ଏହି ଉତ୍ସବର ଉଦଯାପିତ ସନ୍ଧ୍ୟାରେ କେନ୍ଦ୍ରାପଡ଼ାର ବଜ୍ର ମହାକାଳୀ ପାଲା ସଂଘ, ମା ଉତ୍କଳ ଭାରତୀ ରାଜ୍ୟ ପାଲା ଗାୟିକା ଓ କଳାକାର ପରିଷଦ  ଯୋଗ ଦେଇ ହଜାର ହଜାର ଦର୍ଶକଙ୍କୁ ତାଙ୍କ କଳାରେ ବାନ୍ଧି ରଖିଥିଲେ | ତା ସହ ବାରପୁଡୁଗିଆ, ବଞ୍ଛୋରପାଲି, କେରମେଲି ର ସାଂସ୍କୃତିକ ଦଳ ଅଂଶ ଗ୍ରହଣ କରି କଳା ପ୍ରଦର୍ଶନ କରିଥିଲେ | ଏହି ଉତ୍ସବର ସଭାପତି ତଥା କଳା ସଂଗଠକ 

ଜୟକୃଷ୍ଣ ମିଶ୍ରଙ୍କ ଉଦ୍ୟମରେ ପ୍ରଥମ କରି ଆୟୋଜିତ ହୋଇ ଥିବା ଉତ୍ସବରେ ଗ୍ରାମ୍ୟ କଳାକାର କଳା ପ୍ରଦର୍ଶନ କରିବା ପାଇଁ ଏକ ଅପୂର୍ବ ସୁଯୋଗ ସଙ୍ଗେସଙ୍ଗେ କଳା ସଂସ୍କୃତିର ସୁରକ୍ଷା ପାଇଁ ଏକ ଅଭିନବ ପ୍ରୟାସ |  ସମ୍ମାନିତ ଅତିଥି ଇ° ବିଘ୍ନରାଜ ସାଏ, ଗୌତମ ମହଲା, ଅରବିନ୍ଦ ମିଶ୍ର, ସୁନିଲ ସେଠ୍, ଲବ ନାଗ, ବିକାଶ ନାଏକ, ଗଦନ ସାହୁ, ରିଙ୍କୁ ନାଏକ, ସଞ୍ଜୟ ନାଏକ, ସମ୍ପାଦକ ସଦାନନ୍ଦ ମହଲା ଯୋଗ ଦେଇ କଳାକାର ଗାୟିକା ପାଲା ଗୌରବ ସୁଶ୍ରୀ ସବିତା ଦେହୁରୀ(ଜେନା), ଗୁରୁ ସିପ୍ରା ରାଣୀ ଦେହୁରୀ (ଉପାଧି ପ୍ରାପ୍ତ ନୃତ୍ୟ ଉର୍ବସୀ, ଦେବଦାସୀ, ଗୁରୁ ଗୌରବ, ନୃତ୍ୟ ଧନୁ: ପୁରୀ) ରାଜରାଣୀ ଦେହୁରୀ, ଭଗ୍ୟଲକ୍ଷ୍ମି  ପଣ୍ଡା, ଗୀତାଞ୍ଜଳୀ ରାଉତ, କିରଣ କୁମାର ଧଳ, ଆଦ୍ୟାଶା ଅଦିତି, ସୁନିଲ ବାରିକ, ସୌମ୍ୟରଞ୍ଜନ ତ୍ରିପାଠୀଙ୍କୁ ସମ୍ବର୍ଦ୍ଧିତ କରିଥିଲେ | ଓଡ଼ିଶା ସରକାରଙ୍କ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ  ସିଦ୍ଧାଶ୍ରମ ସେବା ପ୍ରତିଷ୍ଠାନ ଓ ସଂଯୋତ କଳା କେନ୍ଦ୍ର, ଦେବାଳୟ ସୁରକ୍ଷା କମିଟି ପ୍ରମୁଖ ଆୟୋଜନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ   03-Aug-2026
  ଜିଲ୍ଲା  
ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   03-Aug-2026
  ଜିଲ୍ଲା  
ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   03-Aug-2026
  ଜିଲ୍ଲା  
ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   03-Aug-2026
  ଜିଲ୍ଲା  
ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   03-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   03-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   03-Aug-2026
  ଜିଲ୍ଲା  
ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   02-Aug-2026
  ଜିଲ୍ଲା  
କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
*ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   02-Aug-2026

You Might Also Like