-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||     

HOME   ଜିଲ୍ଲା

ଦାରୁଦେବତା ଉନ୍ମୋଚିତ ଜଗନ୍ନାଥ ସଂସ୍କୃତି ର ପ୍ରଚାର ପ୍ରସାରର ଆବଶ୍ୟକତା ରହିଛି -ଆଇଜି ହିମାଂଶୁ ଲାଲ

08-Jul-2025



 

ସମ୍ବଲପୁର: (ସଂଜୀବ ପାଣିଗ୍ରାହୀ) :ପବିତ୍ର ରଥଯାତ୍ରା ଅବସରରେ ଶ୍ରୀ ବ୍ରଜ ଗିରିରାଜ ସେବା ସଂସ୍ଥାନ ଟ୍ରଷ୍ଟ ପକ୍ଷରୁ ପ୍ରକାଶିତ ଦାରୁଦେବତା ସୁନାବେଶ ତିଥିରେ ଶ୍ରୀ ଶ୍ରୀ ଗୋପାଳଜୀ ମଠ ପ୍ରାଙ୍ଗଣ ପଡିଆରେ ଆୟୋଜିତ ଭଜନ ସମାରୋହ ଉତ୍ସବ ରେ ଉନ୍ମୋଚିତ ହୋଇଯାଇଛି।

ଆୟୋଜିତ ସଭାରେ ମୁଖ୍ୟଅତିଥି ଭାବେ ଉତ୍ତରାଞ୍ଚଳ ଆଇଜି ହିମାଂଶୁ କୁମାର ଲାଲ ଯୋଗଦେଇ ବିଶ୍ୱ କଲ୍ୟାଣ ପାଇଁ ଜଗନ୍ନାଥ ସଂସ୍କୃତି ର ବହୁଳ ପ୍ରଚାର ଓ ଆବଶ୍ୟକତା ସମୟରେ ଦାରୁଦେବତା ପ୍ରକାଶନ ଏକ ସଫଳ ପ୍ରୟାସ ବୋଲି କହିଥିଲେ।ଟ୍ରଷ୍ଟ ସଭାପତି ସୌରଭ ରଞ୍ଜନ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ସଭାରେ ଟ୍ରଷ୍ଟର ମୁଖ୍ୟ ଉପଦେଷ୍ଟା ବିପିନ ବିହାରୀ ନନ୍ଦ ଯୋଗଦେଇ ଦାରୁଦେବତା ପ୍ରକାଶନକୁ ଭୁୟସୀ ପ୍ରଶଂସା କରି ଏଭଳି ଉଦ୍ୟମ ଜାରି ରଖିବାକୁ ପରାମର୍ଶ ଦେଇଥିଲେ।ପତ୍ରିକାର ସମ୍ପାଦକ ଡାକ୍ତର ରାଜାରାମ ଷଡ଼ଙ୍ଗୀ ସଭା କାର୍ଯ୍ୟକୁ ପରିଚାଳନା କରିଥିବା ବେଳେ ଅବସରପ୍ରାପ୍ତ ଶିକ୍ଷୟତ୍ରୀ ଶ୍ରୀମତୀ ଶେଫାଳି ରାଣୀ ଦାଶ ସ୍ୱାଗତ ଭାଷଣ ଦେବା ସହ ଅତିଥି ନିମନ୍ତ୍ରଣ କରିଥିଲେ।
ସଭାରେ ନିମନ୍ତ୍ରିତ ଅତିଥି ଭାବରେ ଶିକ୍ଷାବିତ ରାଜେନ୍ଦ୍ର କୁମାର ପଣ୍ଡା, ସମ୍ବଲପୁର ବିଚାର ମଞ୍ଚ ଆବାହକ ବେଣୁଧର ଦାଶ, ଏସଵିଆଇ ଧନୁପାଲି ଶାଖା ପରିଚାଳକ ସୁବ୍ରତ କୁମାର ବାଗ ଯୋଗ ଦେଇଥିବା ବେଳେ ଗୋପାଳଜୀ ମନ୍ଦିର ଟ୍ରଷ୍ଟ ସଭାପତି ବିଦେଶୀ ସାନବଡ଼,ଗୁଣ୍ଡିଚା ମନ୍ଦିର କମିଟି କାର୍ଯ୍ୟକାରୀ ସଭାପତି ପ୍ରଦୀପ ପାଢ଼ୀ,ସଂଯୋଜକ ଅଜୟ କୁମାର ସାହୁ,ଟ୍ରଷ୍ଟ ଉପଦେଷ୍ଟା ଶରତ ଚନ୍ଦ୍ର ପାଢ଼ୀ, ସୁରଜ କୁମାର ଗୁରୁ, ଚୈତନ୍ୟ ନାୟକ,ଦିଲୀପ ମହାପାତ୍ର ପ୍ରମୁଖ ଯୋଗ ଦେଇଥିବା ବେଳେ ମୁଖ୍ୟ ସଂଯୋଜକ ଦେବାଶିଷ ପୁରୋହିତ ଧନ୍ୟବାଦ ଅର୍ପଣ କରିଥିଲେ।
ପ୍ରାରମ୍ଭରେ ପଣ୍ଡିତ ମନମୋହନ ପାଣିଗ୍ରାହୀ ଓ ପଣ୍ଡିତ ଅସିତ କୁମାର ବେହେରା  ଙ୍କ ପୌରାହିତ୍ୟରେ ହୋଇଥିବା ଚତୁର୍ଦ୍ଦାମୂର୍ତ୍ତି ମହା ଆଳତିରେ ଆଇଜି ଶ୍ରୀ ଲାଲଙ୍କ ସହିତ ଶ୍ରୀ ନନ୍ଦ ପ୍ରମୁଖ ଯୋଗ ଦେଇଥିଲେ। ସଭା ପରେ ଜଗବନ୍ଧୁ ମୁଦୁଲିଙ୍କ ଟିମ ପକ୍ଷରୁ ଭଜନ ସନ୍ଧ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026

You Might Also Like