-+91-9937148622 |

prerana_bgr@rediffmail.com |

  Monday 3rd August 2026 |

| | | |

R.N.I. Regd No. ODIODI/2010/46693

Breaking News

ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   (03-Aug-2026)       ||      ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   (03-Aug-2026)       ||      ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   (03-Aug-2026)       ||      ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   (03-Aug-2026)       ||      *କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   (03-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   (03-Aug-2026)       ||      ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   (02-Aug-2026)       ||      କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      *ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||      ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   (01-Aug-2026)       ||     

HOME   ଜିଲ୍ଲା

ଅତିବଡ଼ୀ ଜଗନ୍ନାଥ ଦାସ ଜାତୀୟ ଆଲୋଚନାଚକ୍ର ଉଦଯାପିତ

08-Jul-2025



ଭୁବନେଶ୍ୱର(ପ୍ରେରଣା ଖବର): ସ୍ଥାନୀୟ ସଂସ୍କୃତି ଭବନ ସଭାଗୃହରେ କେନ୍ଦ୍ର ସାହିତ୍ୟ ଅକାଦେମି ଏବଂ ଓଡ଼ିଶା ସାହିତ୍ୟ ଏକାଡେମୀର ମିଳିତ ଆନୁକୂଲ୍ୟରେ ଆୟୋଜିତ ଅତିବଡ଼ୀ ଜଗନ୍ନାଥ ଦାସ ଜାତୀୟ ଆଲୋଚନାଚକ୍ର ଆଜି ଉଦ୍ଯାପିତ ହୋଇଯାଇଛି। ଆଜିର ପ୍ରଥମ ଆଲୋଚନାଚକ୍ରରେ ପ୍ରଫେସର ବ୍ରଜକିଶୋର ସ୍ୱାଇଁ ସଭାପତିତ୍ୱ କରିଥିଲେ। ଏଥିରେ ଗୌହାଟୀ ବିଶ୍ୱବିଦ୍ୟାଳୟର ପ୍ରଫେସର ଜ୍ୟୋତ୍ସ୍ନା ବିଶ୍ୱାଳ ରାଉତ ଆସାମର ଶ୍ରୀମନ୍ତ ଶଙ୍କରଦେବଙ୍କ ଦ୍ୱାରା ଆରମ୍ଭ ହୋଇଥିବା ନାମଘର ଓ ଭାଗବତ ଟୁଙ୍ଗୀର ତୁଳନାତ୍ମକ ଚିତ୍ର ପ୍ରଦାନ କରିଥିଲେ। ସେହିପରି ଯୁବ ଗବେଷିକା ଶ୍ରେୟା ହାଲଦାର ତାଙ୍କ ପ୍ରବନ୍ଧରେ ବଙ୍ଗଳା ଭାଗବତ ଓ ଓଡ଼ିଆ ଭାଗବତର ତୁଳନା କରିଥିଲେ। ଅନ୍ୟତମ ଆଲୋଚକ ଡକ୍ଟର ରବୀନ୍ଦ୍ରନାଥ ମିଶ୍ର ‘ଜଗନ୍ନାଥ ଦାସ ଓ କବୀରଙ୍କ ବ୍ରହ୍ମ ଚେତନା’ ଶୀର୍ଷକ ପ୍ରବନ୍ଧ ପାଠ କରିଥିଲେ। ଏହି ଅଧିବେଶନରେ ଓଡ଼ିଶା ସାହିତ୍ୟ ଏକାଡେମୀର ସଚିବ ଡକ୍ଟର ଚନ୍ଦ୍ରଶେଖର ହୋତା ସ୍ୱାଗତ ଭାଷଣ ପ୍ରଦାନ ପୂର୍ବକ ଅତିବଡ଼ୀ ଜଗନ୍ନାଥ ଦାସଙ୍କ ଭାଗବତର ବୈଶିଷ୍ଟ୍ୟ ସମ୍ପର୍କରେ ବକ୍ତବ୍ୟ ପ୍ରଦାନ କରିଥିଲେ। 
ଆଲୋଚନାଚକ୍ରର ଅନ୍ତିମ ଅଧିବେଶନରେ ସଭାପତିତ୍ୱ କରିଥିଲେ ବିଶିଷ୍ଟ ସମାଲୋଚକ ଡକ୍ଟର ବାବାଜୀ ଚରଣ ପଟ୍ଟନାୟକ। ସେ ଓଡ଼ିଆ ଭାଗବତ ପ୍ରକାଶନ ତଥା ଏହାର ବିଭିନ୍ନ ଦିଗ ସମ୍ପର୍କରେ ଆଲୋକପାତ କରିଥିଲେ। ଡକ୍ଟର

କୈଳାସ ଚନ୍ଦ୍ର ଚିକାୟତରାୟ ନିଜ ପ୍ରବନ୍ଧ ପାଠ କରି ଜଗନ୍ନାଥ ଦାସଙ୍କ ବିଭିନ୍ନ କୃତିର ତାତ୍ତ୍ୱିକ ଆଲୋଚନା କରିଥିଲେ। ଡକ୍ଟର ସୁରେନ୍ଦ୍ର କୁମାର ମିଶ୍ର ଓଡ଼ିଆ ଭାଗବତର ଆବେଗ ସମ୍ପର୍କରେ ମାର୍ମିକ ବକ୍ତବ୍ୟ ପ୍ରଦାନ କରିଥିଲେ। ଅଧ୍ୟାପକ ଶୁଭ୍ରାଂଶୁ କୁମାର ବେହେରାଙ୍କ ଦ୍ୱାରା ଉପସ୍ଥାପିତ ପ୍ରବନ୍ଧର ଶୀର୍ଷକ ଥିଲା ‘ଭକ୍ତି, ସିଦ୍ଧି ଓ ବିଶ୍ୱାସର ସାଧକ ଅତିବଡ଼ୀ ଜଗନ୍ନାଥ ଦାସ, ସାଧନା ଭାଗବତ।’ 
ଏହି ଅବସରରେ ଡକ୍ଟର ସୁରେନ୍ଦ୍ର ମିଶ୍ରଙ୍କର ରଚିତ ତଥା ଗବେଷିକା ଶ୍ରେୟା ହାଲଦାରଙ୍କ ଦ୍ୱାରା ବଙ୍ଗଳାକୁ ଅନୂଦିତ ପୁସ୍ତକ ‘ଶ୍ରୀ ଜଗନ୍ନାଥ ଚେତନା; ସଂହତିର ସ୍ୱରଲିପି’ର ବଙ୍ଗଳା ଅନୁବାଦ ଉନ୍ମୋଚିତ ହୋଇଥିଲା। ସଭା ସଂଯୋଜନା ସହିତ ଧନ୍ୟବାଦ ଅର୍ପଣ କରିଥିଲେ ସାହିତ୍ୟ ଅକାଦେମି କୋଲକାତା କାର୍ଯ୍ୟାଳୟର ଭାରପ୍ରାପ୍ତ ଅଧିକାରୀ କ୍ଷେତ୍ରବାସୀ ନାଏକ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   03-Aug-2026
  ଜିଲ୍ଲା  
ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   03-Aug-2026
  ଜିଲ୍ଲା  
ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   03-Aug-2026
  ଜିଲ୍ଲା  
ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   03-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   03-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   03-Aug-2026
  ଜିଲ୍ଲା  
ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   02-Aug-2026
  ଜିଲ୍ଲା  
କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
*ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   02-Aug-2026
  ଜିଲ୍ଲା  
*ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   02-Aug-2026

You Might Also Like