-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

ଶିବତଲା ସେବାଶାନ୍ତି ସଂଗଠନ ପକ୍ଷରୁ ବନ ମହୋତ୍ସବ କାର୍ଯ୍ୟକ୍ରମ

08-Jul-2025



ବଲାଙ୍ଗିର(ପ୍ରେରଣା ଖବର): ଶିବତଲା ଠାରେ ଶିବତଲା ସେବାଶାନ୍ତି ସଂଗଠନ ପକ୍ଷରୁ ବନମହୋତ୍ସବ କାର୍ଯ୍ୟକ୍ରମ ମହାସମାରୋହରେ ପାଳିତ ହୋଇଯାଇଛି। ପ୍ରଥମେ ଜନସଚେତନତା ପାଇଁ ଗ୍ରାମ ପରିକ୍ରମା, ସ୍ଥାନୀୟ ନୂଆଁ ବଜାର ପରିସରରେ ବୃକ୍ଷ ରୋପଣ ତଥା ସଚେତନତା ସଭା ଅନୁଷ୍ଠିତ ହୋଇଥିଲା। ସ୍ଥାନୀୟ ନାଏବ ସରପଞ୍ଚ ଶ୍ରୀଯୁକ୍ତ ନିରଞ୍ଜନ  ମେହେର ମୁଖ୍ୟ ଅତିଥି , ପୂର୍ବତନ ବାୟୁସେନା ତଥା ପ୍ରକୃତି ପ୍ରେମୀ ଶ୍ରୀଯୁକ୍ତ ଶାନ୍ତନୁ ରଣା ସମ୍ମାନିତ ଅତିଥି, ପୂର୍ବତନ ପଂଚାୟତ ସମ୍ପାଦକ ଶ୍ରୀଯୁକ୍ତ କଳାକାନ୍ହୁ ବେହେରା ମୁଖ୍ୟ ପ୍ରବକ୍ତା,ବଜାର କମିଟିର ସଦସ୍ୟ ସୀତାରାମ ଧରୁଆ, ନବୀନ ମେହେର, ଲିଙ୍ଗ ରଣା, ଉଦୟନାଥ ବେହେରା ଏବଂ ଗ୍ରାମ୍ୟ କମିଟିର ସଦସ୍ୟ ଲୋକନାଥ ବେହେରା ପ୍ରମୁଖ ଉପସ୍ଥିତ ରହି  କାର୍ଯ୍ୟକ୍ରମର ଶୋଭା ବଢ଼ାଇଥିଲେ। ସଂଗଠନର ସଭାପତି ଶ୍ରୀଯୁକ୍ତ ଭୋଜରାଜ ବେହେରା, ପୂର୍ବତନ ସଭାପତି ତଥା ସଂଗଠନର କର୍ଣ୍ଣଧାର ଶ୍ରୀଯୁକ୍ତ ନବୀନ ସାହୁ କାର୍ଯ୍ୟକ୍ରମକୁ ରୂପରେଖ ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମରେ ସଂଗଠନର ସଦସ୍ୟ ଅଜିତ ପୁଟେଲ,ରାଘବ ରଣା, ପିଙ୍କୁ ରଣା,ଅନନ୍ତ ବନଗୁଲା,ମିହିର ପଶାୟତ, ସୁବିନ ପଶାୟତ, ରମେଶ ମେହେର, ତଥା ଗ୍ରାମର ମହିଳା ସ୍ୱୟଂ ସହାୟକ ଦଳର ସଦସ୍ୟ, ଯୁବପିଢ଼ି ଏବଂ ଗୁରୁଜନ ବହୁ ସଂଖ୍ୟାରେ ଯୋଗଦାନ କରି ସହଯୋଗ କରିଥିଲେ।ସଭାପରିଚାଳନା ଶ୍ରୀଯୁକ୍ତ ହୋଲିଶ୍ୱର ଧରୁଆ କରିଥିଲେ ଓ ସମ୍ପାଦକ ମଧୁସୂଦନ ପୁଟେଲ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like