-+91-9937148622 |

prerana_bgr@rediffmail.com |

  Monday 3rd August 2026 |

| | | |

R.N.I. Regd No. ODIODI/2010/46693

Breaking News

ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   (03-Aug-2026)       ||      ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   (03-Aug-2026)       ||      *କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   (03-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   (03-Aug-2026)       ||      ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   (02-Aug-2026)       ||      କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      *ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||      ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   (01-Aug-2026)       ||      ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   (01-Aug-2026)       ||      ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ    (01-Aug-2026)       ||     

HOME   ଜିଲ୍ଲା

*ପାତ୍ରଗୁଡା ଗ୍ରାମରୁ ଏସଏଚଜି ଟଙ୍କା ହଡ଼ପ ନେଇ ଫେରାର ଅଭିଯୁକ୍ତ ଗିରଫ*

08-Jul-2025



ନବରଙ୍ଗପୁର :(-ମିହିର ଶଙ୍କର ପାତ୍ର)
ପାପଡାହାଣ୍ଡି ପୋଲିସ ପାତ୍ରଗୁଡା ଗ୍ରାମରୁ ଏସଏଚଜି ମହିଳାଙ୍କ ଟଙ୍କା ନେଇ ଫେରାର ଅଭିଯୁକ୍ତ ଗିରଫ କରି ଆଜି କୋର୍ଟ ଚାଲାଣ କରିଛି |  ମହିଳା ମାନଙ୍କୁ ନେଇ ଏସଏଚଜି ଗୃପ ମାଧ୍ୟମରେ ପ୍ରୋଲଭନ ଦେଖାଇ  ବେସରକାରୀ ବ୍ୟାଙ୍କ ମାନଙ୍କ ଠାରେ ରୁଣ କରି ଟଙ୍କା ଉଠାଣ କରିଥିଲେ. ପ୍ରାୟ 15 ଜଣ ମହିଳା ଙ୍କ ଠାରୁ 3 ଲକ୍ଷ ରୁ ଉର୍ଦ୍ଧ ଟଙ୍କା ଓ ଗ୍ରାମବାସୀ ବନ୍ଧକ ରଖିଥିବା ସୁନା ଗୋହଣା ନେଇ ଗତ ନଭେମ୍ବର ମାସ ରୁ ଅସିତ ମହାନ୍ତି ଓ ମଧୁସ୍ମିତା ମହାନ୍ତି ଫେରାର ହୋଇଯାଇଥିଲେ |  ଏନେଇ ପାତ୍ରଗୁଡା ଗ୍ରାମର ମନମତି ପୂଜାରୀ ଓ 15 ଜଣ ମହିଳା 2024 ନଭେମ୍ବର ମାସ ରେ ପାପଡାହାଣ୍ଡି ଥାନା ରେ ଲିଖିତ ଅଭିଯୋଗ କରିଥିଲେ. ଏନେଇ ପାପଡାହାଣ୍ଡି ଥାନା କେଶ  239/24 ରୁଜୁ କରି ତଦନ୍ତ ଜାରି ରହିଥିଲା. ବିଶେଷ ସୂତ୍ରରୁ ଖବର ପାଇ ଅସିତ ମହାନ୍ତି କୁ ପାପଡାହାଣ୍ଡି ପୋଲିସ ଗିରଫ କରି ଅପରାହ୍ନ 3ଘଣ୍ଟା ସମୟରେ କୋର୍ଟ ଚାଲାଣ କରିଥିବା ଥାନା ଅଧିକାରୀ ଦୀପକ କୁମାର ଜେନା ସୂଚନା ଦେଇଛନ୍ତି | ବର୍ତ୍ତମାନ  ମଧୁସ୍ମିତା ମହାନ୍ତି ଫେରାର ରହିଥିବା ସୂଚନା ମିଳିଛି |


News Comment




Photo in News

Advertisment
Lastest News
  ଜିଲ୍ଲା  
ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   03-Aug-2026
  ଜିଲ୍ଲା  
ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   03-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   03-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   03-Aug-2026
  ଜିଲ୍ଲା  
ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   02-Aug-2026
  ଜିଲ୍ଲା  
କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
*ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   02-Aug-2026
  ଜିଲ୍ଲା  
*ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   02-Aug-2026
  ଜିଲ୍ଲା  
ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ   02-Aug-2026
  ଜିଲ୍ଲା  
ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   01-Aug-2026

You Might Also Like