-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||     

HOME   ଜିଲ୍ଲା

ଶୁଭଦ୍ରା ସ୍ବାବଲମ୍ବୀ ମହିଳା ଶିକ୍ଷାନୁଷ୍ଠାନ ପକ୍ଷରୁ ବନମହୋତ୍ସବ ପାଳିତ 

08-Jul-2025



କଟକ(ପ୍ରେରଣା ଖବର):  ସାମ୍ପ୍ରତିକ ପରିସ୍ଥିତିରେ ରାଜ୍ୟରେ  ତଥା ଦେଶରେ ଅହେତୁକ ତାପମାତ୍ରା ବୃଦ୍ଧି ହୋଇ ପରିବେଶ ଧିରେ ଧିରେ ପ୍ରଦୂଷିତ ହୋଇ ସମସ୍ତଙ୍କ ଭିତରେ ଅହେତୁକ ଉଦବେଗ ପ୍ରକାଶ ପାଇଛି। ଏହି ତାପମାତ୍ରା ବୃଦ୍ଧି ଓ ପରିବେଶ ପ୍ରଦୂଷଣକୁ ଦୃଷ୍ଟିରେ ରଖି    ଶୁଭଦ୍ରା ସ୍ବାବଲମ୍ବୀ ମହିଳା ଶିକ୍ଷାନୁଷ୍ଠାନ ପକ୍ଷରୁ  ଅନୁଷ୍ଠାନର ସଭାନେତ୍ରୀ 

ସାହିତ୍ୟିକl  ସ୍ତମ୍ଭକାର ମୀରା ବେଉରlଙ୍କ  ନେତୃତ୍ୱରେ   ଓଡ଼ିଶାର ସର୍ବପୁରାତନ ମହିଳା ଅନୁଷ୍ଠାନ ଓଡ଼ିଶା ନାରୀ ସେବା ସଙ୍ଘର ସଦନ ପ୍ରlଙ୍ଗଣରେ ବୃକ୍ଷ ରୋପଣ କାର୍ଯକ୍ରମ  କରାଯାଇ  ବନମହୋତ୍ସବ ପାଳିତ ହୋଇଯାଇଛି। ଏହି କlର୍ୟକ୍ରମରେ ଶିକ୍ଷାବିତ୍  ଲେଖିକା  ଅନ୍ଵସୁୟl ମିଶ୍ର। ମୂଖ୍ୟ ଅତିଥି ଭାବେ ଯୋଗ ଦେଇ କେବଳ ଚାରlରୋପଣ କରି ଦେଲେ ହେବନାହିଁ, ଏହାର ଉପଯୁକ୍ତ ଯତ୍ନ ନେବାକୁ ପଡିବ। ତେବେ ଯାଇ ଏହି ବନମହୋତ୍ସବ କାର୍ଯକ୍ରମ ସଫଳ ହେବ  ବୋଲି କହିଥିଲେ।  ଶୁଭଦ୍ରା ସ୍ବାବଲମ୍ବୀ ମହିଳା

ଶିକ୍ଷାନୁଷ୍ଠାନ ସଭାନେତ୍ରୀ  ମୀରା ବେଉରା ଙ୍କ ନେତୃତ୍ୱ ରେ  ନାରୀ ସେବା ସଦନ ର ଉଦ୍ୟାନରେ ବିଭିନ୍ନ ଔଷଧୀୟ ଚlରl , ଫୁଲ ଓ ଫଳ ଗଛର ଚାର ରୋପଣ କରାଯାଇଥିଲା। ଅନୁଷ୍ଠାନ ର ସମ୍ପlଦିକl  ଗୀତାଞ୍ଜଳୀ ସାହୁ,  କବି ପୁଷ୍ପଲତା  ଦାସ୍,  ସମାଜସେବୀ କଳ୍ପନା ବେହେରା , ପ୍ରମୁଖ ବୃକ୍ଷ ରୋପଣ  କରି କାର୍ଯକ୍ରମକୁ  ସଫଳ କରିଥଲେ । ପ୍ଲାଷ୍ଟିକ ମୁକ୍ତ ପରିବେଶ ସୃଷ୍ଟି କରିବା  ପାଇଁ ସଦସ୍ୟା ମାନେ ଶପଥ ପାଠ ମଧ୍ଯ କରିଥଲେ।
     


News Comment




Photo in News

Advertisment
Lastest News
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026

You Might Also Like