-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

*ସୋନପୁର ଠାରେ ବୀର ମିତ୍ରୌଦୟ ସିଂହଦେଵଙ୍କ ୧୫୧ ତମଜୟନ୍ତୀ ପାଳନ* -

08-Jul-2025



ସୋନପୁର ( ମନୋରଞ୍ଜନ ତ୍ରିପାଠୀ)
 ବୀରମିତ୍ରୌଦୟ ସିଂହଦେଵଙ୍କ ୧୫୧ ତମ ଜୟନ୍ତୀ ଅବସରରେ ଗଡ ଭିତର ଛକ ଠାରେ ଥିବା  ତାଙ୍କର ପ୍ରତିମୂର୍ତ୍ତିରେ ପୌର ପରିଷଦ ଓ ସହରର ବିଭିନ୍ନ ସାମାଜିକ ସଂଗଠନ ପକ୍ଷରୁ ପୁଷ୍ପ ମାଲ୍ୟ ଓ ଶ୍ରଦ୍ଧାସୁମନ ଅର୍ପଣ କରାଯାଇଥିଲା।  ରାଜା ପ୍ରତାପରୁଦ୍ର ସିଂହଦେଵ ଏବଂ ରାଣୀ ଅମୁଲ୍ୟମଣି ଦେବୀଙ୍କ ଜ୍ୟେଷ୍ଠ ସନ୍ତାନ ଭାବରେ ରାଜ ଉଆସରେ ୧୮୭୪ ମସିହା ଜୁଲାଇ ମାସ ଆଜିର ତିଥି ରେ ସେ ଜନ୍ମ ଗ୍ରହଣ କରିଥିଲେ l ସୋନପୁର ଅଞ୍ଚଳ ତଥା ରାଜ୍ୟ ର ଶିକ୍ଷା କ୍ଷେତ୍ର ରେ ଉଲ୍ଲେଖନୀୟ ଭୂମିକା ରହି ଥିବା 
ଏଭଳି ଏକ ମହାନ୍ ଅମର ଆତ୍ମାଙ୍କ  ଜୟନ୍ତୀ ଅବସରରେ ତାଙ୍କର ସେହି ଅମୃତ ଅମ୍ଲାନ ସ୍ମୃତି ପ୍ରତି ଏ ଡି ଏମ୍ ଙ୍କ ସମେତ ସମସ୍ତ ଅତିଥି ଭକ୍ତିପୂତ ଶ୍ରଦ୍ଧାସୁମନ ଜ୍ଞାପନ ପୂର୍ବକ 
ସ୍ମୃତି ଚାରଣ କରିଥିଲେ l ସୋନପୁର ର ଐତିହାସିକ ତଥା ଗବେଷକ ଡଃ ସୁଦାମ ନାଏକ ମୁଖ୍ୟ ବକ୍ତା ଭାବେ ଯୋଗ ଦେଇ ପ୍ରଜାବତ୍ସଳ ରାଜା ଶ୍ରୀ ସିଂହ ଦେଵ ଙ୍କ ଗୁଣ ଗାନ କରିଥିଲେ l ଜିଲ୍ଲା ସଚେତନ ନାଗରିକ ମଞ୍ଚ ସଭାପତି ସିତାଂଶୁ ଶେଖର ମିଶ୍ର ଙ୍କ ସଂଯୋଜନା ରେ ଅନୁଷ୍ଟିତ ଏହି କାର୍ଯ୍ୟକ୍ରମରେ ସୁବର୍ଣ୍ଣପୁର  ଜିଲ୍ଲାପ୍ରଶାସନ ପକ୍ଷରୁ ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପ୍ରଧାନ, ପୌର ପରିଷଦ ଅଧ୍ୟକ୍ଷା ତାମସୀ ତାମସ୍ମିତା ନାୟକ, ପୌର ନିର୍ବାହୀ ଅଧିକାରୀ ଋଷି ମାଝୀ, ଜିଲ୍ଲା ସୁଚନା ଓ ଲୋକ ସମ୍ପର୍କ ଅଧିକାରୀ ଅର୍ଜ୍ଜୁନ ମାଝୀ, ପୂର୍ବତନ ପୌର ଅଧ୍ୟକ୍ଷ ପ୍ରକାଶ ସାହୁ ଓ କଇଁରୁ ସ୍ୱାଇଁ, ବରିଷ୍ଠ ସାମ୍ୱାଦିକ  ମନୋରଞ୍ଜନ ତ୍ରିପାଠୀ, ଦିଲ୍ଲୀପ ପାତ୍ର, ବରିଷ୍ଠ ନାଗରିକ କୃଷ୍ଣ ଚନ୍ଦ୍ର ବାଘ, ଡ଼ଃ ଆର୍ତ୍ତତ୍ରାଣ ବାବୁ,
କାଉନସିଲର ପୀୟୂଷ ପଣ୍ଡା,ବନିତା ପଶାୟତ, ପ୍ରାକ୍ତନ କାଉନସିଲର ତ୍ରିଲୋଚନ ତରିଆ, ସଚେତନ ନାଗରିକ ଅକ୍ଷୟ କୁମାର ସେଠୀ, ଦୁଃଖିରାମ ନାୟକ, ଶ୍ରୀଧର ବାଘ,ମାଗୁଣି ସାହୁ,ପ୍ରଦୀପ ପୁରୋହିତ , ବିନୋଦ ମେହେର,ସନ୍ତୋଷ ପାଢ଼ୀ ପ୍ରମୁଖ ଅନେକ ବୁଦ୍ଧିଜୀବୀ ଉପସ୍ଥିତ ଥିଲେ।  
                            


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like