-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

*ଡାବୁଗାଁ ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟରତ ସମସ୍ତ ରାଜସ୍ୱ ଅମଲାଓଡ଼ିଶା ରାଜସ୍ୱ ଅମଲା ସଂଘକୁ ସମର୍ଥନ କରି କଳା ବ୍ଯାଜ ପରିଧାନ କଲେ*

08-Jul-2025



ନବରଙ୍ଗପୁର (ମିହିର ଶଙ୍କର ପାତ୍ର,)
ଓଡ଼ିଶା ରାଜସ୍ୱ ଅମଲା ସଂଘର ଏକ ଗୁରୁତ୍ବପୁର୍ଣ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ର ନିଷ୍ପତି ଅନୁସାରେ ଗତ ଜୁନ ୨୫ ତାରିଖରେ  ଓଡ଼ିଶା ରାଜସ୍ୱ ଅମଲା ସଂଘ ଜିଲ୍ଲା ଶାଖା ନବରଙ୍ଗପୁର ଜିଲ୍ଲା ସଭାପତି ଆଶୁତୋଷ ମହାନ୍ତିଙ୍କ ନେତୃତ୍ଵରେ ଦଶଦଫା ଦାବି ସମ୍ବଳିତ ଦାବି ପତ୍ର ନବରଙ୍ଗପୁର ଜିଲ୍ଲାପାଳଙ୍କ ଜରିଆରେ ରାଜ୍ୟ ସରକାରଙ୍କ ଉଦ୍ଧେଶ୍ୟରେ ପ୍ରଦାନ କରାଯାଇଥିଲା I ଯଦି ୧୫ ଦିନ ମଧ୍ୟରେ ରାଜ୍ୟ ସରକାର ଦାବି ଗୁଡିକ ପୂରଣ କରିବାରେ ଅବହେଳା ପ୍ରଦର୍ଶନ କରନ୍ତି, ତାହାହେଲେ ଜୁଲାଇ ୭ ତାରିଖ ଠାରୁ ୧୧ ତାରିଖ ପର୍ଯ୍ୟନ୍ତ କଲା ବ୍ୟାଜ୍ ପରିଧାନ କରିବ ବୋଲି ନିଷ୍ପତ୍ତି ହୋଇଥିଲା l ପୂର୍ବ ନିର୍ଦ୍ଧାରିତ ନିଷ୍ପତ୍ତି ଅନୁସାରେ  ନବରଙ୍ଗପୁର ଜିଲ୍ଲାର ସମସ୍ତ ରାଜସ୍ଵ ଅମଲା କଳା ବ୍ୟାଜ୍ ପରିଧାନ କରି ସରକାରଙ୍କ ଚରମ ଅବହେଳା କୁ ବିରୋଧ କରିଥିଲେ l ପ୍ରକାଶଥାଉ କି, ଜିଲ୍ଲା ସ୍ତରରେ କାର୍ଯ୍ୟରତ ରାଜସ୍ୱ ଅମଲା ମାନଙ୍କର ଦୀର୍ଘଦିନର  ଦାବି ପୂରଣ କରିବା ପ୍ରତି ରାଜ୍ୟ ସରକାରଙ୍କ ବୈମାତୃକ ମନୋଭାବ ପୋଷଣ କରୁଥିବା ଯୋଗୁଁ ଜିଲ୍ଲା ସ୍ତରରେ ଅମଲା ମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା | 
ଦାବି ଗୁଡିକ ମଧ୍ୟ ରେ ମୁଖ୍ୟତଃ, ଜିଲ୍ଲା ସ୍ତରୀୟ କାର୍ଯ୍ୟରତ ରାଜସ୍ୱ ଅମଲା ମାନଙ୍କ ମୂଳ ଦରମା ORSP-୨୦୧୭ ନିୟମ ଅନୁଯାଇ ଲେବେଲ- ୯ କୁ ବୃଦ୍ଧି କରାଯାଉ | ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଏବଂ ଅଭିଯୋଗ ବିଭାଗର ପତ୍ର ସଂଖ୍ୟା :- ୮୮୯୮ ତାରିଖ – ୧୫-୦୩-୨୦୨୪ ଅନୁଯାୟୀ ସମସ୍ତ ଜିଲ୍ଲାପାଳ ମାନଙ୍କ ଦ୍ଵାରା ପ୍ରଦାନ କରାଯାଇଥିବା ତଥ୍ୟ କୁ ଆଧାର କରି ନୂତନ ପଦବୀ ସୃଷ୍ଟି ଓ ପଦବୀ ପୁନର୍ଗଠନ କରାଯାଉ | ରାଜ୍ୟରେ କାର୍ଯ୍ୟରତ ସମସ୍ତ ସରକାରୀ କର୍ମଚାରୀଙ୍କୁ ବାର୍ଷିକ ୨୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ୱାସ୍ଥ୍ୟ ବୀମା ଲାଗୁ କରାଯାଉ | ୨୦୨୦ ମସିହାରେ ଲାଗୁ କରାଯାଇଥିବା ପୁନଃ ଥଇଥାନ ଯୋଜନାର ନିୟମାବଳୀକୁ ସମ୍ପୂର୍ଣ ଉଚ୍ଛେଦ କରାଯାଇ ୧୯୯୦ ମଶିହାରେ ଲାଗୁ କରାଯାଇଥିବା ନିୟମାବଳୀ ଅନୁଯାଇ ମୃତ ସରକାରୀ କର୍ମଚାରୀଙ୍କ ପରିବାରର ଯେକୌଣସି ଜଣେ ସଦସ୍ୟଙ୍କୁ ଯୋଗ୍ୟତା ଭିତ୍ତିରେ ନିଯୁକ୍ତି ପ୍ରଦାନ କରାଯାଉ | ଓଡ଼ିଶା ରାଜସ୍ଵ ସେବା ପଦ୍ଧତି ରେ ରାଜସ୍ୱ ଅମଲା ମାନଙ୍କୁ ସତ ପ୍ରତିଶତ ପଦୋନ୍ନତି ଦିଆଯାଉ | ନୂତନ ପେନସନ ଯୋଜନା କୁ ରଦ୍ଦ କରି ସମସ୍ତ ସରକାରୀ କର୍ମଚାରୀ ଙ୍କୁ ପୁରାତନ ପେନସନ ଯୋଜନା ରେ ଅନ୍ତର୍ଭୁକ୍ତ କରାଯାଉ |
ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ସହ ବିଭିନ୍ନ ସମୟରେ ଏବଂ ବିଭିନ୍ନ ମାଧ୍ୟମରେ ପତ୍ରାଳାପ କରିବା ସହିତ ବିଭିନ୍ନ ସ୍ତରରେ ଆଲୋଚନା ମଧ୍ୟ ହୋଇସାରିଛି l କିନ୍ତୁ,ଉପରୋକ୍ତ ସମସ୍ତ ଆଲୋଚନା ପର୍ଯ୍ୟାଲୋଚନା ପରେ ମଧ୍ୟ ବର୍ତ୍ତମାନ ଯାଏଁ ଫଳ ଶୂନ୍ୟ ହୋଇଅଛି l ଏହି ପରିପ୍ରେକ୍ଷୀରେ, ତଥାପି ରାଜ୍ୟ ସରକାର ଆଗାମୀ ୧୩ ତାରିଖ ସୁଦ୍ଧା  ଉପୋରକ୍ତ ଦାବି ଗୁଡିକ ପୂରଣ ନ କରନ୍ତି ତାହେଲେ,  ରାଜ୍ୟ ସଂଘ ର କାର୍ଯ୍ୟକାରିଣୀ ବୈଠକରେ ଗୃହୀତ ହୋଇଥିବା ନିଷ୍ପତି ଅନୁସାରେ ଜୁଲାଇ ୧୪ ତାରିଖ ଠାରୁ ସଂପୂର୍ଣ୍ଣ କାର୍ଯ୍ୟ ବନ୍ଦ ଆନ୍ଦୋଳନ କରାଯିବ ବୋଲି ନବରଙ୍ଗପୁର ଜିଲ୍ଲା ସଭାପତି ଆଶୁତୋଷ ମହାନ୍ତି, ଉପ ସଭାପତି ଧନୁର୍ଯୟ ମାଝୀ, ଦାକ୍ଷିଣାଞ୍ଚଳ ଖଣ୍ଡିୟ ସଭାପତି କୈଳାଶ ଚନ୍ଦ୍ର ଦାସ, ପ୍ରକାଶ କରିଥିଲେ  | ଆଜି ନବରଙ୍ଗପୁର ଜିଲ୍ଲା ର  ଡାବୁଗାଁ ତହସିଲ,  କାର୍ଯ୍ୟାଳୟରେ କାର୍ଯ୍ୟରତ ସମସ୍ତ ରାଜସ୍ୱ ଅମଲା ମାନେ କଳା ବ୍ୟାଜ୍ ପରିଧାନ କରିବା ଦେଖିବାକୁ ମିଳିଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like