-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ସ୍ବର୍ଗତ ବିଜୟ କୁମାର ମାଝିଙ୍କ ଦଶାହ କାର୍ଯ୍ୟ ଅବସରରେ ସ୍ମୃତି ସଭା

08-Jul-2025



ସିନାପାଲି- (ଚିନ୍ତାମଣି ନେତାମ)
 ନୂଆପଡା ଜିଲ୍ଲା ସିନାପାଲି ବ୍ଲକର ସିନାପାଲି ସହରରେ ଅବସ୍ଥିତ ଅଗ୍ରଣୀ ଶିକ୍ଷା ଅନୁଷ୍ଠାନ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ଆଚାର୍ଯ୍ୟ ସ୍ବର୍ଗତବିଜୟ କୁମାର ମାଝୀଙ୍କ ଦଶାହ କାର୍ଯ୍ୟ ଅବସରରେ ଏକ ସ୍ମୃତିସଭା ମହୁଲପଡା ଗ୍ରାମସ୍ଥିତ ତାଙ୍କ ପିତୃ ନିବାସରେ ଆୟୋଜିତ ହୋଇଯାଇଛି  l ଶିକ୍ଷାବିତ ତଥା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ନୀଳଜି  ପରିଚାଳନା କମିଟିର ସଭାପତି ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀରଙ୍କ  ସଂଯୋଜନାରେ ଅନୁଷ୍ଠିତ ଏହି ସଭାରେ ସିନାପାଲି  ମାଝୀ ସମାଜର ସଭାନେତ୍ରୀ ଶ୍ରୀମତୀ ରମାକାନ୍ତି ମାଝୀ,ଅବସର ପ୍ରାପ୍ତ ଶିକ୍ଷକ ଶ୍ରୀଯୁକ୍ତ ଚୈତନ୍ୟ ମାଝୀ,ଗଙ୍ଗାଧର ସାରସ୍ୱତ  ସମିତି ସିନାପାଲି ସଭାପତି ଶ୍ରୀଯୁକ୍ତ  ବୈଷ୍ଣବ ମେହେର,ଶିକ୍ଷକ ଶ୍ରୀଯୁକ୍ତ ବଂଶୀଧର ହଂସ,ସରସ୍ବତୀ ଶିଶୁବିଦ୍ୟା ମନ୍ଦିର ସିନାପାଲିର  ପୂର୍ବତନ ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ରମେଶ ହଂସ,ଆଚାର୍ଯ୍ୟ ଶ୍ରୀଯୁକ୍ତ ମୁରଲୀ ଲାଲ ହୋତା,ତଥା ମାଝୀ ସମାଜର ପ୍ରମୁଖ  ମକରଧ୍ୱଜ ମାଝୀ,ପୂର୍ଣ୍ଣ ଚନ୍ଦ୍ର ମାଝୀ,ରଜନୀ କାନ୍ତ ମାଝୀ,ନରେଶ ମାଝୀ,ହରି ମାଝୀ,ଗମ୍ଭୀର ମାଝୀ, ତ୍ରିଭୁବନ ମାଝୀ ଉପସ୍ଥିତ ରହି ସ୍ୱର୍ଗୀୟ ଆତ୍ମାର ସଦଗତି କାମନା  କରିବା ସହିତ ତାଙ୍କ ଶୈକ୍ଷିକ,ସାମାଜିକ, ସାଂସ୍କୃତିକ ଓ ଧାର୍ମିକ ଜୀବନ ମଧ୍ୟରେ ଥିବା ତ୍ୟାଗ ଓ ସହଯୋଗୀ ମନୋଭାବ, କର୍ତ୍ତବ୍ୟ ନିଷ୍ଠା,ସାଙ୍ଗଠନିକ ଦକ୍ଷତା,ଲୋକ ସମ୍ପର୍କ,ଛାତ୍ର ବତ୍ସଳତା,ଉଦାରତା, ଅତିଥି ପରାୟଣତା ଓ ସରଳ ହୃଦୟତା ଉପରେ ସ୍ମୃତି ଚାରଣ କରିଥିଲେ  l ସରସ୍ବତୀ ଶିଶୁ ମନ୍ଦିର ସିନାପାଲିରେ ଦୀର୍ଘ ୧୬ ବର୍ଷ ଶିକ୍ଷକତା ପରି ମହତ କର୍ମ ଓ ମାନବ ସମାଜର ସେବାକାର୍ଯ୍ୟ କରି ଅମର ହୋଇ ଯାଇଛନ୍ତି ବୋଲି ଅତିଥିଗଣ ଗୁଣଗାନ କରିଥିଲେ  ଏବଂ ଅକାଳରେ ସ୍ଵର୍ଗା ରୋହଣ କରିଥିବା ଯୋଗୁଁ  ତାଙ୍କ ପରିବାର ବର୍ଗଙ୍କୁ  ଧୈର୍ଯ୍ୟ ରକ୍ଷା ପୂର୍ବକ ଦୁଃଖ ସହିବା ପାଇଁ ଭଗବାନ ଶକ୍ତି ଦିଅନ୍ତୁ ବୋଲି ପ୍ରାର୍ଥନା କରିଥିଲେ  l

 ସ୍ବର୍ଗତ ମାଝୀ ଙ୍କ ଦଶାହ  ତଥା ସାମାଜିକ କର୍ମରେ ପୂର୍ବତନ ମନ୍ତ୍ରୀ ଶ୍ରୀଯୁକ୍ତ ରମେଶ ଚନ୍ଦ୍ର ମାଝୀ,ପୂର୍ବତନ ବିଧାୟକ ଶ୍ରୀଯୁକ୍ତ ପ୍ରକାଶ ମାଝୀ,ବୋଡେ଼ନ ପଂଚାୟତ ସମିତିର ପୂର୍ବତନ ଅଧକ୍ଷ ତଥା ଵି ଜେ ଡି ର ବରିଷ୍ଠ ନେତା ଶ୍ରୀଯୁକ୍ତ  ଲମ୍ବୋଦର ନିଆଲ,ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଶ୍ରୀଯୁକ୍ତ ଭାନୁପ୍ରତାପ ମାଝୀ,ଶ୍ରୀଯୁକ୍ତ ଶଶିଭୂଷଣ ମାଝୀ,ଶ୍ରୀଯୁକ୍ତ ଜଗଦୀଶ ପ୍ରସାଦ ଖମାରି,ଶ୍ରୀଯୁକ୍ତ ଶ୍ୟାମ ଲାଲ ପଣ୍ଡା,ଶ୍ରୀକାନ୍ତ ମାଝୀ,ସରପଞ୍ଚ ଶ୍ରୀମତୀ ରଙ୍ଗୀତା ପାତ୍ର,ଶ୍ରୀମତୀ ବେଳମତି ମାଝୀ,ସିନାପାଲି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପରିଚାଳନା କମିଟିର ସଭାପତି ଶ୍ରୀଯୁକ୍ତ ନରହରି ମେହେର ତଥା ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ଚରଣ ନେତାମ ଓ ଆଚାର୍ଯ୍ୟ /ଆଚାର୍ଯ୍ୟା ବୃନ୍ଦ,  ମୀନକେତନ ମାଝୀ,ଧବଳେଶ୍ୱର ପୁରୋହିତ,ନୀଳଜି ଶିଶୁ ମନ୍ଦିରର  ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ପ୍ରଶାନନ୍ଦ କୁମ୍ଭାର, ଗଗନ ବିହାରୀ ହଂସ ତଥା  ବହୁ ସଂଖ୍ୟା ରେ  ସାମାଜିକ ବନ୍ଧୁ ବାନ୍ଧବ,ଆତ୍ମୀୟ ସ୍ୱଜନ, ଶୁଭେଛୁ  ଏବଂ ଗ୍ରାମବାସୀ ଯୋଗଦେଇ ସ୍ବର୍ଗତ ମାଝିଙ୍କ ପିତା ଶ୍ରୀଯୁକ୍ତ ବସନ୍ତ ମାଝୀ, ଭାଇ, ସ୍ତ୍ରୀ ଓ ପୁଅଝିଅଙ୍କୁ ସମବେଦନା ଜଣାଇଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like