-+91-9937148622 |

prerana_bgr@rediffmail.com |

  Monday 3rd August 2026 |

| | | |

R.N.I. Regd No. ODIODI/2010/46693

Breaking News

ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   (03-Aug-2026)       ||      ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   (02-Aug-2026)       ||      କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      *ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||      ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   (01-Aug-2026)       ||      ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   (01-Aug-2026)       ||      ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ    (01-Aug-2026)       ||      ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   (01-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   (01-Aug-2026)       ||      ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   (01-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲାରେ ଖଣି ପାଣି ଓ ପ୍ରକୃତିର ସୁରକ୍ଷା ପାଇଁ ଚିନ୍ତନ ବୈଠକ

08-Jul-2025



ବଲାଙ୍ଗିର(ଦେବାଶିଷ ବହିଦାର): ଜିଲ୍ଲା ଯାଦବ ଭବନ ବଲାଙ୍ଗିର ଠାରେ ଏନ୍‌ଏପିଏମ୍ ଓଡିଶା ଓ ଏସ୍‌ଏସ୍‌ଏ ଓଡିଶା ଗନ୍ଧମାର୍ଦ୍ଧନ ସୁରକ୍ଷା ପରିସର ବଲାଙ୍ଗିର, ଜିଲ୍ଲାବାଦ ସଂଗଠନ ବଲାଙ୍ଗିର, ଜନମ ମାଏଟ ବଂଚାଓ ଆନ୍ଦୋଳନ ବଲାଙ୍ଗିର, ସହିଦ ଧରମସିଂ ମାନ୍ଧତା ସ୍ମୃତି କମିଟି, ସୁଲିଆବୁଢା କମିଟିର ମିଳିତ ଆନୁକୁଲ୍ୟରେ ସତ୍ୟ ବନଛୋରଙ୍କ ସଭାପତିତ୍ୱରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବରେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ଯୋଗଦାନ କରିଥିଲେ । ମୁଖ୍ୟବକ୍ତା ଭାବରେ ଏନ୍‌ଏପିଏମ୍ ଅଧ୍ୟକ୍ଷ ଲିଙ୍ଗରାଜ ପ୍ରଧାନ, ନିୟମଗିରି ସୁରକ୍ଷା ପରିଷଦର ଲିଙ୍ଗରାଜ ଆଜାଦ, ଓଡିଶା କୃଷକ ଆନ୍ଦୋଳନ ର ପ୍ରବକ୍ତା ତଥା ଜଣାସୁଣା ଲେଖକ ସରୋଜ ମହାନ୍ତି ପ୍ରମୁଖ ମଂଚାସିନ ଥିଲେ । ଖଣି, ପାଣି ଓ ପ୍ରକୃତିର ସୁରକ୍ଷା ସହିତ ବିଭିନ୍ନ ପ୍ରକାର ତର୍ଜମା କରାଯାଇ ବଲାଙ୍ଗିର ଜିଲ୍ଲାରେ କମ୍ପାନୀ କିପରି ପାଣି, ଖଣି ଓ ଜଙ୍ଗଲକୁ ଧ୍ୱଂସ କରିବେ ତାର ଉପରେ ଆଲୋଚନା ହୋଇଥିଲା । ଆଲୋଚନାରେ ଜିନ୍ଦାବାଦ କମିଟିର ତ୍ରିଲୋଚନ ପୁଞ୍ଜି, ଜନମ ମାଟି ବଂଚାଓ ଆନ୍ଦୋଳନର ନେତା ପ୍ରକାଶ ସାହୁ, ଗନ୍ଧମାର୍ଦ୍ଦନ ସୁରକ୍ଷା କମିଟିର ଟେକେନ୍ଦୁ ଜାଲ, ଜନସୁଚନା କର୍ମୀ ନିଳମଣି

ଯୋଷୀ, ସୁଲିଆ ଯାତ୍ରା କମିଟିର ମୟ ପ୍ରଧାନୀ, ବୁଡି ଅଂଚଳ ସଂଗ୍ରାମୀ ପରିଷଦର ରାମଚନ୍ଦ୍ର ବରିହା, ମାଗୁରବେଡା ଆନ୍ଦୋଳନର ସୋମନାଥ ସିଂଦେଓ, ଶ୍ରମିକନେତା ବିଭୁଦତ୍ତ ମିଶ୍ର, ଧରମସିଂ ମାଝି ର କାଳିନ୍ଦ୍ରି ମାଝି ତଥା ବରିଷ୍ଠ ସାମ୍ବାଦିକ ବିରେନ୍ଦ୍ର ଝାଙ୍କର ଜିଲ୍ଲାର ଖଣି, ପାଣି ଓ ଜଙ୍ଗଲର ଧ୍ୱଂସକୁ ନେଇ ଉଦ୍‌ବେଗ ପ୍ରକାଶ କରିଥିଲେ । ଲୋୟର ସୁକତେଲ ଓ ବିସ୍ତାପିତଙ୍କ ସମସ୍ୟା ସରିନଥିବା ବେଳେ କଟା ଘା ରେ ଚୁନ ଦେଲା ବୋଲି ମାଗୁରବେଡା ଅଂଚଳରେ ଖଣି ଖନନ କାର୍ଯ୍ୟ ସରକାରଙ୍କ ଏହି କାର୍ଯ୍ୟକଳାପକୁ ବୁଦ୍ଧିଜିବୀ ମହଲରେ ଉଦ୍‌ବେଗ ପ୍ରକାଶ କରିଛି । ଚାଷ ନାଁ ରେ ବଡ ବଡ ଡ୍ୟାମ କରି କଂପାନୀକୁ ପାଣିଦେବା ଓ ପରିବେଶ କୁ ଧ୍ୱଂସ କରି ବିକାଶ ନାଁ ରେ ନିରୀହ ଆଦିବାସୀଙ୍କୁ ବାସଚ୍ୟୁତ କରିବାର ବକ୍ତାମାନେ ମତବ୍ୟକ୍ତ କରିଥିଲେ । ଶେଷରେ ଜନମ ମାଏଟ ସଂଘର୍ଷ ସମିତି ର ନେତା ଗିରିଧାରୀ ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   03-Aug-2026
  ଜିଲ୍ଲା  
ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   02-Aug-2026
  ଜିଲ୍ଲା  
କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
*ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   02-Aug-2026
  ଜିଲ୍ଲା  
*ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   02-Aug-2026
  ଜିଲ୍ଲା  
ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ   02-Aug-2026
  ଜିଲ୍ଲା  
ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ରାଜ୍ୟ  
‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ   01-Aug-2026

You Might Also Like