-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ରାଜନୀତି

ଆସନ୍ତା ୧୧ ତାରିଖ ସମ୍ବିଧାନ ବଞ୍ଚାଅ ସମାବେଶରେ ବଲାଙ୍ଗୀରରୁ ଯୋଗଦେବେ ୨ହଜାର ଲୋକ

08-Jul-2025



ବଲାଙ୍ଗୀର(ପ୍ରେରଣା ଖବର): ଆସନ୍ତା ଜୁଲାଇ ୧୧ ତାରିଖରେ ଭୁବନେଶ୍ୱରରେ ହେବାକୁ ଥିବା ସମ୍ବିଧାନ ସୁରକ୍ଷା ସମାବେଶରେ କଂଗ୍ରେସର ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଓ ସଂସଦର ବିରୋଧିଦଳର ନେତା ରାହୁଲ ଗାନ୍ଧୀ ଯୋଗଦେବେ । 

ସେଥିପାଇଁ କଂଗ୍ରେସଦଳ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ଏହି ସମାବେଶରେ ବଲାଙ୍ଗୀର ଜିଲ୍ଲାର ୨୦୦୦ରୁ ଅଧିକ ଲୋକ ଯୋଗଦେବେ ବୋଲି ସ୍ଥାନୀୟ ସାମ୍ବାଦିକ ଭବନଠାରେ କଂଗ୍ରେସଦଳର ଷ୍ଟିୟରିଂ କମିଟି ପକ୍ଷରୁ ଆୟୋଜିତ ଏକ ସାମ୍ବାଦିକ ସମ୍ବିଳନୀରେ ସୂଚନା ଦିଆଯାଇଛି। କଂଗ୍ରେସର ବରିଷ୍ଠନେତା ପୂର୍ବତନ ବିଧାୟକ ସନ୍ତୋଷସିଂ ସାଲୁଜା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ଯେ, ମୋଦୀ ସରକାର ଦେଶରେ ଅରାଜକତା ସୃଷ୍ଟି କରୁଛି। ସମ୍ବିଧାନୀକ ସଂସ୍ଥାଗୁଡିକର କ୍ଷମତାହ୍ରାସ କରି ନିଜର ମନମୁଖୀ ଶାସନ ଚଳାଇଛନ୍ତି। ନିର୍ବାଚନ କମିଶନଙ୍କ ନିଯୁକ୍ତିରେ ସାମ୍ବାଧାନିକ ବିଧିବ୍ୟବସ୍ଥାକୁ ଉଲଂଘନ କରାଯାଉଛି। ଇଡି, ସିବିଆଇ, ଆୟକର ବିଭାଗକୁ  ଲଗାଇ ସୋନିଆଁ ଗାନ୍ଧୀ, ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀଙ୍କ ସହ ଅନେକ ପ୍ରତିପକ୍ଷ ନେତାଙ୍କୁ ହଇରାଣ ହରକତ କରାଯାଉଛି। ତଥାପି କଂଗ୍ରେସ ନେତାମାନେ ଭୟଭୀତ ନହୋଇ ସରକାରଙ୍କ ଦୋଷତୃଟିକୁ ସାମନାକୁ ଆଣୁଛନ୍ତି। ଆଜି ସମାଜର ବିଭିନ୍ନ ପଛୁଆବର୍ଗର ଲୋକ ନ୍ୟାୟପାଇବାରୁ ବଞ୍ଚିତ ହେଉଛନ୍ତି। ଲୋକଙ୍କ ଅଭିଯୋଗ ସରକାର ଶୁଣୁନାହାଁନ୍ତି। ଓବିସି ବର୍ଗ, ଦଳିତ, ଆଦିବାସୀ ତାଙ୍କ ନ୍ୟାୟସଂଗତ ଅଧିକାର ପାଉ ନାହାଁନ୍ତି । ତେଣୁ କଂଗ୍ରେସ ଦଳର ଲୋକଙ୍କୁ ନ୍ୟାୟ ଦେବା ଦାବି ତଥା ସମ୍ବିଧାନକୁ ସୁରକ୍ଷା ଦେବାକୁ ଦାବି କରି ସାରା ଭାରତରେ ଆନ୍ଦୋଳନ ଆରମ୍ଭ କରିଛି। ରାହୁଲ ଗାନ୍ଧୀ ଭାରତର ବିଭିନ୍ନ ଅଞ୍ଚଳକୁ ଗସ୍ତକରି ପଦଯାତ୍ରାରେ ସାମିଲ ହୋଇଛନ୍ତି। ଏବେ ଓଡିଶାରେ ଥିବା ବିଜେପି ସରକାର ଅମଳରେ ଦଳିତଙ୍କୁ ଆତ୍ୟାଚାର, ନାବାଳିକା ଦୁସ୍କର୍ମ, ନାରୀ ନିର୍ଯ୍ୟାତନା ମାମଲା ବଢିଚାଲିଛି। ତେଣୁ ସମ୍ବିଧାନ ସୁରକ୍ଷା ସମାବେଶ କରି ଲୋକଙ୍କ ନ୍ୟାୟସଂଗତ ଦାବି ଉପସ୍ଥାପନ କରାଯିବ ବୋଲି ଶ୍ରୀ ସାଲୁଜା କହିଛନ୍ତି । ଆଜିର ଏହି ସାମ୍ବାଦିକ ସମ୍ବିଳନୀରେ ସନ୍ତୋଷସିଂ ସାଲୁଜାଙ୍କ ସହିତ ବଲାଙ୍ଗୀର ଷ୍ଟିୟରିଂ କମିଟିର ଜିଲ୍ଲା ଆବାହକ ଅନୀଳ ମେହେର,ପିସିସି ସଂପାଦିକା ଅନୀମା ମିଞ୍ଜ,ନରେନ୍ଦ୍ର ମେହେର ଓ ଆକବର ଖାନ ମଞ୍ଚାସୀନ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like