-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, କାଶୀପାଲିରେ ବନମହୋତ୍ସବ ପାଳିତ

08-Jul-2025



ଭଟଲି(ପ୍ରେରଣା ଖବର): ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, କାଶିପାଲି ଠାରେ  ଆଜି ବନମହୋତ୍ସବ ଉତ୍ସବ ପାଳିତ ହୋଇ ଯାଇଛି । ଏହି ବର୍ଷର ବିଷୟ ଥିଲ "ପ୍ରତି ମାଆ ପାଇଁ ଗଛଟିଏ" ।  ଏହି କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀ, ଶିକ୍ଷକ, ଜଙ୍ଗଲ ଓ ପରିବେଶ ବିଭାଗର ଅଧିକାରୀ, ସାମାଜିକ କର୍ମୀ, ଗ୍ରାମବାସୀ ଓ ଯୁବ ସଭ୍ୟମାନେ ଅଂଶଗ୍ରହଣ କରିଥିଲେ।ଜଙ୍ଗଲ ଓ ପରିବେଶ ବିଭାଗର ଫରେଷ୍ଟର ରାଜେନ୍ଦ୍ର କୁମାର ସିଂହ ଫରେଷ୍ଟ ଗାର୍ଡ ଓ ଗୟାଧର ଭୁଏ ଙ୍କ ଉପସ୍ଥିତିରେ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ସେମାନେ ପରିବେଶ ସୁରକ୍ଷା ଓ ବୃକ୍ଷରୋପଣର ଆବଶ୍ୟକତା ବିଷୟରେ ଅନେକ ମୂଲ୍ୟବାନ ତଥ୍ୟ 

ଉପସ୍ଥାପନ କରିଥିଲେ| ଜଙ୍ଗଲ ସୁରକ୍ଷା ଦଳର ଶୁଭମ ନାୟକ, କିଶୋର ବାଗ ଓ ଅମିତ ଭୋରାସାଗର ମଧ୍ୟ କାର୍ଯ୍ୟକ୍ରମରେ ଯୋଗ ଦେଇ ଗଛ ଲଗାଇବାରେ ସାମିଲ ହୋଇଥିଲେ l ବିଦ୍ୟାଳୟର ପ୍ରଧାନଶିକ୍ଷକ  ସୁଦାମ ସେଟ ଅତିଥି ଅଭ୍ୟାଗତ ଙ୍କୁ ସ୍ଵାଗତ କରି ଏହି କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ବୁଝାଇଥିଲେ।  ସେ ବର୍ଣ୍ଣନା କରିଥିଲେ ଯେ ବିଦ୍ୟାଳୟରେ ପଢ଼ାପାଠ ସହିତ ପରିବେଶ ସଚେତନତା ମଧ୍ୟ ଅତ୍ୟନ୍ତ ଆବଶ୍ୟକ । ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ପବିତ୍ର ମହାପାତ୍ର ଓ ସଦସ୍ୟ ରମେଶ ପଧାନ ଏହି କାର୍ଯ୍ୟକ୍ରମକୁ ସଫଳ କରିବାରେ ଅଗ୍ରଣୀ ଭୂମିକା ଗ୍ରହଣ କରିଥିଲେ l 

ଗ୍ରାମବାସୀ ମାନଙ୍କ ମଧ୍ୟରୁ ରାମକୃଷ୍ଣ ଦାଶ, ନାରାୟଣ ମହାପାତ୍ର, ସାମାଜିକ କର୍ମୀ ଲବ ସା, ସଞ୍ଜୟ ନାୟକ ଓ ନିହାର ରଞ୍ଜନ ସାହୁ ଯୋଗ ଦେଇଥିଲେ | ଏହି କାର୍ଯ୍ୟକ୍ରମରେ ଯୁବକ ଦୟାନିଧି ମହାପାତ୍ର ମଧ୍ଯ  ଅଂଶଗ୍ରହଣ କରିଥିଲେ। 

ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଏହି କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ମିଳିତ ସହଯୋଗ କରିଥିଲେ । ଏହି ବର୍ଷର ବନମହୋତ୍ସବ କାର୍ଯ୍ୟକ୍ରମ କାଶିପାଲି ଗାଁରେ ପରିବେଶ ସୁରକ୍ଷା, ସାମୂହିକ ଏକତା ଓ ମାତୃତ୍ୱ ପ୍ରତି ଆଦର କରିବାରେ ଗୁରୁତ୍ୱାରୋପ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like