-+91-9937148622 |

prerana_bgr@rediffmail.com |

  Sunday 10th May 2026 |

| | | |

R.N.I. Regd No. ODIODI/2010/46693

Breaking News

 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||      ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ    (10-May-2026)       ||      ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ    (10-May-2026)       ||      *ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   (10-May-2026)       ||      *ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   (10-May-2026)       ||      *ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   (10-May-2026)       ||      *ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   (10-May-2026)       ||      ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   (09-May-2026)       ||      ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   (09-May-2026)       ||      ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   (09-May-2026)       ||      ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (09-May-2026)       ||      ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   (09-May-2026)       ||      ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   (09-May-2026)       ||      ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      *ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   (09-May-2026)       ||     

HOME   ଜିଲ୍ଲା

*ସୋନପୁର ରେ ନୀଳାଦ୍ରି ବିଜେ କଲେ ଚତୁର୍ଦ୍ଧାମୂର୍ତ୍ତି*

08-Jul-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)

ମାଉସୀ ମନ୍ଦିରରୁ ଘରକୁ ବହୁଡ଼ିଲା ବେଳେ ମହାପ୍ରଭୁ ବଡ ଜଗନ୍ନାଥ ଙ୍କ ତିନି ରଥ ବଡଦାଣ୍ଡ ରେ ବିଭିନ୍ନ ସ୍ଥାନରେ ଅଟକି ଦର୍ଶନ ଦେବା ସହ ଆଜି ମଝିପଡା ଠାରେ ଉପନ ଭୋଗ ଲାଗି ହେବା ପରେ ରଥ ଖଳାରେ ପହଞ୍ଚିଛି ତିନି ରଥ । ଆଜି ମଝିପଡ଼ା ଠାରୁ ରଥ ଟଣା ଆରମ୍ଭ ହେବା ପୂର୍ବରୁ ତିନି ଠାକୁରଙ୍କ ଠାରେ ରାମଜୀ ମନ୍ଦିର କମିଟି ପକ୍ଷରୁ ଉପନ ଭୋଗ ଲାଗି କରାଯାଇଥିଲା l ରଥଖଳାରେ ପହଞ୍ଚିଲା ପରେ  ମହାପ୍ରଭୂ ଶ୍ରୀ ବଳଭଦ୍ର, ଶ୍ରୀ ଜଗନ୍ନାଥ ଓ ସୁଭଦ୍ରା ତିନି ଠାକୁର ଙ୍କ ଠାରେ ଆଳତୀ କରାଯାଇ ରସଗୋଲା ଭୋଗ ଅର୍ପଣ କରାଯାଇଛି l ସୋନପୁର  ବ୍ରାହ୍ମଣ ସମାଜ ଦ୍ୱାରା ମହାଆଡମ୍ବରରେ ପହଣ୍ଡି କରାଯାଇ ନାମ କିର୍ତନ୍ୟ ଓ ଆକର୍ଷଣୀୟ ଶବର ନାଚ ପରିବେଷଣ ସହ ପ୍ରଭୁ ଙ୍କୁ ଶ୍ରୀ ଜଗନ୍ନାଥ ମନ୍ଦିର ରତ୍ନବେଦୀ ରେ ବିଜେ କରାଯାଇଥିଲା l ବାଲାଜୀ ତରାସିଆ ଓ ରାମ ଶଙ୍କର ଭୋଇ ଗଜପତି ଦାୟିତ୍ବ ତୁଲାଇ ଛେରା ପହରା ନୀତି ପାଳନ କରିଥିଲେ l ଜିଲ୍ଲା ପ୍ରଶାସନ ପକ୍ଷରୁ ଦେବୋତ୍ତର ବିଭାଗ ଅଧିକାରୀ,  ଦେବୋତ୍ତର କମିଟି  ର ଶ୍ରୀବତ୍ସ ମଲ୍ଲିକ ଓ ସମସ୍ତ ସଦସ୍ୟ, ଏସ ଡି ପି ଓ ପ୍ରତାପ ଚନ୍ଦ୍ର ତ୍ରିପାଠୀ ଙ୍କ ତତ୍ଵା ବଧାନ ରେ ପୋଲିସ କର୍ମଚାରୀ ଙ୍କ ଦ୍ଵାରା ସମସ୍ତ ସୁରକ୍ଷା ଓ ଶାନ୍ତି ଶୃଙ୍ଖଳା ବ୍ୟବସ୍ଥା କରାଯାଇଥିଲା l ରାତିରେ ଜଗନ୍ନାଥ ମନ୍ଦିରରେ ପ୍ରଭୁଙ୍କ ରିତୀ ନୀତିରେ ପୂଜା ବିଧି ଓ ଅଧର ପଣା ଭୋଗ ଅର୍ପଣ ଲାଗି କରଯାଇଛି l  ବିଭିନ୍ନ ଆଧ୍ୟାତ୍ମିକ ଓ ସାଂସ୍କୃତିକ କାର୍ଯ୍ଯକ୍ରମ ସହ ପ୍ରଭୁଙ୍କ ମନ୍ଦିର ବିଜେ ବେଳେ ଦର୍ଶନ ପାଇଁ ଆଜି ଭକ୍ତଙ୍କ ପ୍ରବଳ ସମାଗମ ଦେଖିବାକୁ ମିଳିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର   10-May-2026
  ଜିଲ୍ଲା  
 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର   10-May-2026
  ଜିଲ୍ଲା  
ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ   10-May-2026
  ଜିଲ୍ଲା  
ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ   10-May-2026
  ଜିଲ୍ଲା  
*ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   10-May-2026
  ଜିଲ୍ଲା  
*ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   10-May-2026
  ଜିଲ୍ଲା  
*ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   10-May-2026
  ଜିଲ୍ଲା  
*ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   10-May-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   09-May-2026
  ଜିଲ୍ଲା  
ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   09-May-2026
  ଜିଲ୍ଲା  
ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   09-May-2026
  ଜିଲ୍ଲା  
ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   09-May-2026

You Might Also Like