-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||     

HOME   ରାଜନୀତି

ଅରବିନ୍ଦ ଦାସ ପ୍ରଦେଶ କଂଗ୍ରେସ ମିଡିଆ ବିଭାଗର ନୂତନ ଅଧ୍ୟକ୍ଷ

08-Jul-2025



ଭୁବନେଶ୍ୱର(ପ୍ରେରଣା ଖବର): ଏଆଇସିସି ସଭାପତି ଶ୍ରୀ ମଲ୍ଲିକାର୍ଜୁନ ଖଡଗେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ଗଣମାଧ୍ୟମ, ଯୋଗାଯୋଗ ଏବଂ ପ୍ରଚାର ବିଭାଗର ନୂତନ ଅଧ୍ୟକ୍ଷ ଭାବରେ ଶ୍ରୀ ଅରବିନ୍ଦ ଦାସଙ୍କୁ ନିଯୁକ୍ତି ଦେଇଛନ୍ତି  ବୋଲି ଏଆଇସିସି ସାଧାରଣ ସମ୍ପାଦକ ( ସଂଗଠନ) କେ.ସି. ଭେଣୁଗୋପାଳ ଏକ ପ୍ରେସ ବିଜ୍ଞପ୍ତିରେ ଘୋଷଣା କରିଛନ୍ତି।
ସୂଚନାଯୋଗ୍ଯ, କଲେଜ ଜୀବନରେ ଛାତ୍ରନେତା ଥିବା ଶ୍ରୀ ଦାସ ବଲାଙ୍ଗୀର ରାଜେନ୍ଦ୍ର କଲେଜ ଛାତ୍ରସଂସଦର ସାଧାରଣ ସଂପାଦକ ନିର୍ବାଚିତ ହୋଇଥିଲେ। ୧୯୮୮ରେ ଉତ୍କଳ ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ କୃତିତ୍ବର ସହ ଏମ୍ଏ ପାସ କରିବା ପରେ ରାଜେନ୍ଦ୍ର କଲେଜରେ ଏକ ଦଶନ୍ଧିରୁ ଊର୍ଦ୍ଧ୍ବ କାଳ ଅଧ୍ୟାପନା କରିଥିଲେ। ପରବର୍ତ୍ତୀ ସମୟରେ 'ସମ୍ବାଦ'ର ବିଭିନ୍ନ ସଂସ୍କରଣର ମୁଖ୍ୟ ଭାବେ କାର୍ଯ୍ୟ କରିବା ପରେ ଉକ୍ତ ଖବରକାଗଜର ବାର୍ତ୍ତା ସମ୍ପାଦକ ଭାବେ ଦାୟିତ୍ୱ ତୁଲାଇଥିଲେ। ଗତ ମାସରେ କଂଗ୍ରେସ ଦଳରେ ଯୋଗଦେବା ପୂର୍ବରୁ ସେ କିଛିକାଳ 'ଆମ ଓଡିଶା' ସଂଗଠନର ସାଧାରଣ ସମ୍ପାଦକ ଓ ସୋମାକ୍ ସାମ୍ବାଦିକତା ଅନୁଷ୍ଠାନର ଅଧ୍ୟକ୍ଷ ଦାୟିତ୍ବରେ ଥିଲେ। ସେ ମଧ୍ୟ ଏକାଧାରରେ ଜଣେ ସୁବକ୍ତା, ସ୍ତମ୍ଭକାର, ଭାଷ୍ୟକାର, କ୍ରୀଡାବିତ ଓ କ୍ରୀଡା ସଂଗଠକ ଅଟନ୍ତି।
ଏହି ନିଯୁକ୍ତି ପାଇଁ ଏଆଇସିସି ସଭାପତି ଶ୍ରୀ ଖଡଗେ, ଲୋକସଭାର ବିରୋଧୀଦଳ ନେତା ଶ୍ରୀଯୁକ୍ତ ରାହୁଲ ଗାନ୍ଧୀ, ପ୍ରଦେଶ କଂଗ୍ରେସ କମିଟିର ସଭାପତି ଭକ୍ତ ଚରଣ ଦାସ, ଓଡ଼ିଶା ପ୍ରଭାରୀ ଅଜୟ କୁମାର ଲଲ୍ଲ ପ୍ରମୁଖଙ୍କୁ ଗଭୀର କୃତଜ୍ଞତା ଜ୍ଞାପନ କରିଛନ୍ତି।  ଅଖିଳ ଭାରତ କଂଗ୍ରେସ କମଟିର ସଭାପତି ଶ୍ରୀ ମଲ୍ଲିକାର୍ଜ୍ଜୁନ ଖଡ଼ଗେ ଏବଂ ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଆଦର୍ଶ ଓ ମହିଳା ମାନଙ୍କ ପ୍ରତି ଥିବା ସେମାନଙ୍କର ପ୍ରତିବଦ୍ଧତାକୁ ଅନୁସରଣ କରି ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ନେତୃତ୍ବରେ ଓଡ଼ିଶାରେ     ଗଣମାଧ୍ୟମ, ଯୋଗାଯୋଗ ଏବଂ  ପ୍ରଚାର ବିଭାଗକୁ ଅଧିକ କ୍ରିୟାଶୀଳ କରାଯିବ ବୋଲି ଶ୍ରୀ ଦାସ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି।


News Comment




Photo in News

Advertisment
Lastest News
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026

You Might Also Like