-+91-9937148622 |

prerana_bgr@rediffmail.com |

  Sunday 2nd August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      *ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||      ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   (01-Aug-2026)       ||      ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   (01-Aug-2026)       ||      ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ    (01-Aug-2026)       ||      ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   (01-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   (01-Aug-2026)       ||      ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   (01-Aug-2026)       ||      ବାଳିକା ଫାଇନାଲ ରେ   ପାରୁଲ ଚୌଧୁରୀ ଚମ୍ପିୟାନ  ଦୀକ୍ଷା ଏସ. ଆର. ରନର୍ସ ଅପ...ବାଳକ ରେ ନିଶ୍ଚଲ ଚାନ୍ଦ ଚାମ୍ପିୟନ, ଟି. ଜ୍ଞାନ ଦତ୍ତ୍ତ ରନର୍ସ ଅପ   (01-Aug-2026)       ||      ଜାଗୃତି ଶାଖା ପକ୍ଷରୁ ଚାରାରୋପଣ ଓ ଛାତ୍ରୀମାନଙ୍କୁ ଖାତା ପ୍ରଦାନ   (01-Aug-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଦ୍ବିତୀୟ ମାସିକ ବୈଠକ ଅନୁଷ୍ଠିତ   (01-Aug-2026)       ||     

HOME   ଜିଲ୍ଲା

ପଣ୍ଡ୍ରିଜୋର କେନ୍ଦୁପତ୍ର ଫଡ଼ି ରୁ ଲକ୍ଷାଧିକ ଟଙ୍କାର ପତ୍ର ଚୋରୀ; କଣ୍ଟାବାଞ୍ଜି ରେ ହେଲା ଠାବ

09-Jul-2025



ରିପୋର୍ଟ: ମୋହନ ସୁନା

ପୋଲିସ ଅଧିକ ଛାନଭିନ ଆରମ୍ଭ 

କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା ବେଳପଡ଼ା ଥାନା ଅନ୍ତର୍ଗତ ପଣ୍ଡ୍ରିଜୋର କେନ୍ଦୁପତ୍ର ଫଡ଼ି ରୁ ୯୦ ରୁ ଉର୍ଦ୍ଧ୍ବ ପ୍ୟାକେଟ ଗତକାଲି ଚୋରି ହୋଇଥିବା ଜାଣିବାକୁ ପାଇ ବେଲପଡା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ମଙ୍ଗଳବାର କଣ୍ଟାବାଞ୍ଜି ସ୍ଥିତ ଏଫସିଆଇ ଗୋଦାମ ସାମ୍ନା ରେ ଥିବା ମିସଚର ଫେକ୍ଟ୍ରି ରେ କେନ୍ଦୁପତ୍ର ଥିବା ଖବର ପାଇ ଚଢ଼ାଉ କରି କେନ୍ଦୁପତ୍ର ଜବତ ହୋଇଛି। ଫେକ୍ଟ୍ରି ରେ କାମ କରୁଥିବା ଦୁଇ

ଜଣ ଙ୍କୁ ଅଟକ ରଖି ତଦନ୍ତ କରୁଛି ପୋଲିସ ।ପାଟଣାଗଡ଼ କେନ୍ଦ୍ର ଲିଫ ଡିଭିଜନ ର ଏସିଏଫ ପ୍ରଭାତୀ ସେଠ ଙ୍କ ନେତୃତ୍ୱରେ କଣ୍ଟାବାଞ୍ଜି ରେଞ୍ଜର ଓ କଣ୍ଟାବାଞ୍ଜି ବେଳପଡା ପୋଲିସ ଉକ୍ତ ଫେକ୍ଟ୍ରି ରେ ଚଢ଼ାଉ କରିଥିଲେ l ୯୦ ରୁ ଉର୍ଦ୍ଧ୍ବ ପ୍ୟାକେଟ ର କେନ୍ଦୁପତ୍ର ଥିବା ପ୍ୟାକେଟ କୁ ଜବତ କରିଥିବା ବେଳେ ଦୁଇ ଜଣ ଙ୍କୁ ଅଟକ ରଖି ତଦନ୍ତ କରୁଛି କଣ୍ଟାବାଞ୍ଜି ପୋଲିସ। ଏହାର ମୂଲ୍ୟ ଲକ୍ଷାଧିକ ଟଙ୍କା ବୋଲି ଅନୁମାନ କରାଯାଉଛି। ସେପଟେ ଗତକାଲି ବେଳପଡ଼ା ଥାନା ଅଭିଯୋଗ ହୋଇଥିବା ବେଳେ କଣ୍ଟାବାଞ୍ଜି ରୁ ଦୁଇ ଜଣକୁ ନେଇ ବେଳପଡ଼ା ଥାନା କୁ ଗଲାପରେ ତଦନ୍ତ କରି ପୁରା ଘଟଣା ଜଣାପଡିବ ବୋଲି ଏନେଇ ସୂଚନା ଦେଇଛନ୍ତି ଏସିଏଫ ପ୍ରଭାତୀ ସେଠ। ସେପଟେ ପୋଲିସ ର ପ୍ରତିକ୍ରିୟା ମିଳିପାରିନାହିଁ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
*ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   02-Aug-2026
  ଜିଲ୍ଲା  
*ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   02-Aug-2026
  ଜିଲ୍ଲା  
ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ   02-Aug-2026
  ଜିଲ୍ଲା  
ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ରାଜ୍ୟ  
‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ   01-Aug-2026
  ଜିଲ୍ଲା  
ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ   01-Aug-2026
  ଜିଲ୍ଲା  
କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   01-Aug-2026
  ଜିଲ୍ଲା  
ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   01-Aug-2026

You Might Also Like