-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||     

HOME   ଜିଲ୍ଲା

ରଥଚକ ତଳେ ଚାପି ହୋଇ ତରଭା ଏନ୍ଏସି ଉପାଧ୍ୟକ୍ଷ ଗୁରୁତର*

09-Jul-2025



ସୁବର୍ଣ୍ଣପୁର, (ମନୋରଞ୍ଜନ ତ୍ରିପାଠୀ)
ସୁବର୍ଣ୍ଣପୁର ଜିଲ୍ଲା  ତରଭା  ସଦର ମହକୁମା ର ଶ୍ରୀ ଦଧୂବାବନଙ୍କ ବାହୁଡ଼ା ଯାତ୍ରାରେ ଘଟିଛି ଅଘଟଣ । ଗତକାଲି ଶ୍ରୀ ଦଧିବାମନ ଙ୍କ ନିଳାଦ୍ରୀ ବିଜେ ଅର୍ଥାତ ରଥଟଣାର ଅନ୍ତିମ ଦିନ ସୋନପୁର ଜିଲ୍ଲା ତରଭା ଠାରେ ଏନଏଏସି ର ଉପାଧ୍ୟକ୍ଷ ଗଗନ ଅଗ୍ରୱାଲ ରଥଚକ ତଳେ ପଡ଼ି ଗୁରୁତର ଆହତ ହୋଇଛନ୍ତି। ପୂର୍ବଦିନ ରଥ ସୁନାରୀପଡ଼ାରେ ଥିବା ବେଳେ ଗତକାଲି ସନ୍ଧ୍ୟାରେ ରଥପଡ଼ାସ୍ଥିତ ରଥ ଖଳା ରେ ପହଞ୍ଚିବା ପାଖାପାଖି ଏହି ଘଟଣା ଘଟିଥିଲା। ଉପାଧ୍ୟକ୍ଷ ଶ୍ରୀ ଅଗ୍ରୱାଲ ଅନ୍ୟ ସ୍ଵେଚ୍ଛାସେବୀଙ୍କ ସହ ସହ ରଥ ସମ୍ମୁଖରେ ରହି ଶୃଙ୍ଖଳାର ସହ ରଥଟଣା ବ୍ୟବସ୍ଥା ବୁଝୁଥିଲେ । ରଥର ବ୍ରେକ୍ ପକାଯାଉଥିବା ବେଳେ କୌଣସି କାରଣ ବଶତଃ ଗଗନଙ୍କ ଡାହାଣ ଗୋଡ଼ ବ୍ରେକ୍ ଓ ରଥଚକ ମଧ୍ୟରେ ଚାପି ହୋଇଯାଇଥିଲା। ଏଥିରେ ତାଙ୍କର ନଳିଗୋଡ଼ ଭାଙ୍ଗିଯାଇଥିବା ଜଣାପଡ଼ିଛି। ଶ୍ରୀ ଅଗ୍ରୱାଲ ରଥଚକ ତଳେ ପଡ଼ିଯିବା ଦେଖି ନିକଟରେ ଥିବା ସେଚ୍ଛାସେବୀ ରାମ ନାଏକ ଏବଂ କିଛି ସ୍ବେଛାସେବୀ ତାଙ୍କୁ ଟାଣି ଆଣିବାରୁ ଏକ ବଡ଼ ଦୁର୍ଘଟଣା ଟଳି ଯାଇଥିବା ବେଳେ ଗଗନ ଗୁରୁତର ଆହତ ହେଇଥିଲେ । ସଙ୍ଗେ ସଙ୍ଗେ ତାଙ୍କୁ ବଲାଙ୍ଗୀର ଭୀମଭୋଇ ମେଡିକାଲ ପରେ ସ୍ବାସ୍ଥ୍ୟବସ୍ଥା ଅଧିକ ଗୁରୁତର ହେବାରୁ ପରେ ବରଗଡ଼ର ବିକାଶ ଘରୋଇ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରୁ ଉଚ୍ଚତର ଚିକିତ୍ସା ପାଇଁ ଆମ୍ରି ହସ୍ପିଟାଲ ଭୁବନେଶ୍ୱର ସ୍ଥାନାନ୍ତର କରଯାଇଥିବା ଜଣାପଡ଼ିଛି। ଏହି ଅଘଟଣକୁ ନେଇ ଅଞ୍ଚଳରେ ଅସନ୍ତୋଷ ଦେଖାଦେଇଛି। ପ୍ରଶାସନିକ ଅବହେଳା କାରଣରୁ ଗତ ଦୁଇଦିନ ତଳେ ବିନିକାରେ ରଥଟଣା ସମୟରେ ଜଣେ ନାବାଳକ ପ୍ରାଣ ହରାଇଥିବା , ସୋନପୁର ରେ ଗୁଣ୍ଡିଚା ରଥ ଯାତ୍ରା ରେ ଜଣେ ଭକ୍ତ ଙ୍କ ମୁଣ୍ତ ଫାଟିଥିବା ବେଳେ ଆଜି ତରଭାରେ ଜଣେ ଗୁରୁତର ହେବା ଘଟଣାକୁ ବୁଦ୍ଧିଜୀବି ତଥା ସାଧାରଣରେ ପୋଲିସ ଓ ପ୍ରଶାସନକୁ ଦୃଢ଼ ନିନ୍ଦା କରାଯାଇଛି । ଓ ଏ ସମସ୍ତ ଘଟଣା ର ତଦନ୍ତ କରି ପ୍ରଶାସନିକ ଅଧିକାରୀ, ପୋଲିସ ଅଧିକାରୀ ଙ୍କ ଉପରେ କଡ଼ା କାର୍ଯାନୁଷ୍ଠାନ ଗ୍ରହଣ କରିବାକୁ ବୁଦ୍ଧିଜୀବୀଙ୍କ ଦାବୀ ହେଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026

You Might Also Like