-+91-9937148622 |

prerana_bgr@rediffmail.com |

  Sunday 2nd August 2026 |

| | | |

R.N.I. Regd No. ODIODI/2010/46693

Breaking News

*ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||      ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   (01-Aug-2026)       ||      ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   (01-Aug-2026)       ||      ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ    (01-Aug-2026)       ||      ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   (01-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   (01-Aug-2026)       ||      ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   (01-Aug-2026)       ||      ବାଳିକା ଫାଇନାଲ ରେ   ପାରୁଲ ଚୌଧୁରୀ ଚମ୍ପିୟାନ  ଦୀକ୍ଷା ଏସ. ଆର. ରନର୍ସ ଅପ...ବାଳକ ରେ ନିଶ୍ଚଲ ଚାନ୍ଦ ଚାମ୍ପିୟନ, ଟି. ଜ୍ଞାନ ଦତ୍ତ୍ତ ରନର୍ସ ଅପ   (01-Aug-2026)       ||      ଜାଗୃତି ଶାଖା ପକ୍ଷରୁ ଚାରାରୋପଣ ଓ ଛାତ୍ରୀମାନଙ୍କୁ ଖାତା ପ୍ରଦାନ   (01-Aug-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଦ୍ବିତୀୟ ମାସିକ ବୈଠକ ଅନୁଷ୍ଠିତ   (01-Aug-2026)       ||      ଚାଷୀଙ୍କ ସମସ୍ୟା ନେଇ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (01-Aug-2026)       ||      *ଅବସର କାଳୀନ ସମାରୋହରେ ବୃକ୍ଷରୋପଣ କରି ଅଭିନବ ପରମ୍ପରାର ଶୁଭାରମ୍ଭ କଲା ଭାରତ ବିକାଶ ପରିଷଦ ସୋନପୁର ଶାଖା*-   (01-Aug-2026)       ||      *ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଓ ପୌର ପରିଷଦ ପକ୍ଷରୁ ସହରରେ ରେ ମଶା ବଂଶ ନିପାତ ପାଇଁ ବଳିଷ୍ଠ ପଦକ୍ଷେପ*   (01-Aug-2026)       ||     

HOME   ଜିଲ୍ଲା

ଓଡ଼ିଶା ଡ୍ରାଇଭର ମହାସ°ଘ ଦ୍ଵିତୀୟ ଦିବସ ଷ୍ଟେରିଙ୍ଗ ବନ୍ଦ ପାଳନ

10-Jul-2025



ତୁରେକେଲା(କୈଳାସ ସଗ୍ରିଆ) ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଅନ୍ତର୍ଗତ ତୁରେକେଲା ବରଗଛ ଛକ୍ ପାଖରେ ଓଡିଶା ଡ୍ରାଇଭର ମହାସ°ଘ ଦ୍ଵିତୀୟ ଷ୍ଟେରିଙ୍ଗ ବନ୍ଦ ପାଳନ ଆନ୍ଦୋଳନ କରିଆସୁଛନ୍ତି।ଏଥି ପ୍ରତି ପ୍ରଶାସନ ଏକ ଦୃଷ୍ଟି ଗୋଚର ଓ କେଉଁ ବିଷୟ ନେଇ ଦାବି ପ୍ରସ୍ତାବ କରୁଛନ୍ତି ତାହା ୧-ଓଡିଶା ମୋଟର ଟ୍ରାନ୍ସପୋର୍ଟ ଡ୍ରାଇଭର ଏବଂ ୱଲ୍ ଫର୍ ବୋର୍ଡ ରେ ଆଟୋ ଡ୍ରାଇଭର୍ ଙ୍କୁ ସାମିଲ୍ କରାଯାଉ।ଦ୍ଵୀତୀୟ ଦାବି ହେଲା ଜନସାଧାରଣଙ୍କ ଆକ୍ରୋଶରେ ସ୍ବୀକାର ହେଉଥିବା ଡ୍ରାଇଭର ସମାଜର ସୁରକ୍ଷା ପାଇଁ ଏକ ସ୍ବତନ୍ତ୍ର ଆଇନ୍ ତିଆରି କରାଯାଉ। ତୃତୀୟ ଦାବି ହେଲା ବୃତ୍ତିଗତ ଡ୍ରାଇଭର ଙ୍କୁ ଷାଠିଏ ବର୍ଷ ହେଲା ପରେ ସ୍ବତନ୍ତ୍ର ଭତ୍ତା ପ୍ରଦାନ କରାଯାଉ। ଚତୁର୍ଥ ଦାବି ହେଲା ଗାଡିଗୁଡିକ ପାର୍କିଂ ଆଉ ଡ୍ରାଇଭର ମାନଙ୍କ ବିଶ୍ରାମ ନେବାପାଇଁ ଶହେ କିଲୋମିଟର ଦୂରତାରେ ବିଶ୍ରାମ ଗାର ର ବ୍ୟବସ୍ଥା କରାଯାଉ।ପଞ୍ଚମ ଦାବି ହେଲା ଓଡ଼ିଶାରେ ଥିବା ପ୍ରତ୍ୟେକ ଖଣିଖାଦାନ କାରଖାନା ଗୁଡିକରେ ଶତକଡା ୭୦% ଓଡ଼ିଶାର ଡ୍ରାଇଭର ମାନଙ୍କୁ କାମ ଯୋଗାଯାଉ।ଷଷ୍ଠ ଦାବି ହେଲା ପ୍ରତି ସେପ୍ଟେମ୍ବର ଏକ ତାରିଖକୁ ଜାତୀୟ ଡ୍ରାଇଭର ଦିବସ ପାଳନ କରାଯାଉ। ଏବଂ ଗାଡିର କାଗଜ ପତ୍ର ଯାଞ୍ଚ କରିବାର କ୍ଷମତା  ପୋଲିସ ବିଭାଗ କୁ ନ ଦିଆ ଯାଉ।ହେଲେ ଶେଷ ଦାବି ଟି ଅନୁଚିତ୍ ବୋଧହୁଏ।ଓଡିଶା ପୋଲିସ ଯାହା ସ°ନ୍ଦେହ ମୁଳକ ହୁଏ ତାହା ସେ ପଚରାଉଚରା କି ଚେକ୍ କରିବାର କ୍ଷମତା ରହିଛି ବୋଲି ବୁଦ୍ଧିଜୀବୀ ମହଲରେ ମତ ପ୍ରକାଶ କରିଛନ୍ତି।ଏବିଷୟରେ ଟିକିନିଖି ଭାବରେ ପ୍ରଶାସନ ତଦନ୍ତ କରିବାର ହକ୍ ରହିଅଛି ବୋଲି ଜନସାଧାରଣ ଙ୍କ ଦାବି କରିଛନ୍ତି।ଏଥିରେ କିଛି ସ°ନ୍ଦେହ  ନ କରିବାର ଅଥବା ଏଥି ପ୍ରତି କିଛି ଭୂଲ୍ ତଥ୍ୟ ପାଇଁ ନାହିଁ ନ ଥିବା ଜଣାପଡିଛି।ଏନେଇ ଜନସାଧାରଣ ଙ୍କ ମତ ପ୍ରକାଶ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   02-Aug-2026
  ଜିଲ୍ଲା  
ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ   02-Aug-2026
  ଜିଲ୍ଲା  
ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ରାଜ୍ୟ  
‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ   01-Aug-2026
  ଜିଲ୍ଲା  
ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ   01-Aug-2026
  ଜିଲ୍ଲା  
କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   01-Aug-2026
  ଜିଲ୍ଲା  
ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   01-Aug-2026
  ଜିଲ୍ଲା  
ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   01-Aug-2026
  ଜିଲ୍ଲା  
ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ   01-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   01-Aug-2026

You Might Also Like