-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

କେନ୍ଦ୍ରୀୟ ଶ୍ରମିକ ସଂଗଠନ ମିଳିତ ମଂଚ ପକ୍ଷରୁ ସାଧାରଣ ଧର୍ମଘଟ

10-Jul-2025



ବଲାଙ୍ଗୀର(ଦେବାଶିଷ ବହିଦାର): କେନ୍ଦ୍ର ବିଜେପି ସରକାରଙ୍କ ଜନବିରୋଧୀ, ଶ୍ରମିକ, କୃଷକ ବିରୋଧୀ ନୀତି ବିରୁଦ୍ଧରେ ଦେଶର ୧୦ ଟି କେନ୍ଦ୍ରିୟ ଶ୍ରମିକ ସଂଗଠନ ଓ ଫେଡେରେସନ ଆସୋସିଏସନ ଆହ୍ୱାନରେ ଦେଶ ବ୍ୟାପି ସାଧାରଣ ଧର୍ମଘଟ ଉପଲକ୍ଷେ ଆଜି ଏଆଟିୟୁସି, ଏଆଇୟୁଟିୟୁସି, ଆଇଏନ୍‌ଟିୟୁସି, ସିଟୁ ମିିଳିତ ମଂଚ ପକ୍ଷରୁ ଆଇନ ମହାବିଦ୍ୟାଳୟ ସମ୍ମୁଖରୁ ଏକ ବିରାଟ ର‌୍ୟାଲିରେ ଯାଇ ଭାଗରଥି ଛକ ମଧ୍ୟ ଦେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା । ଶ୍ରମିକ କର୍ମଚାରୀ ବିରୋଧି ୪ଟି ଶ୍ରମ କୋଡ ବାତିଲ, ଦୈନିକ କାର୍ଯ୍ୟ ଦିବସ ୮ ଘଣ୍ଟା କରିବା, ବିଦ୍ୟୁତ ସଂଶୋଧନ ବିଲ ୨୦୨୨ ପ୍ରତ୍ୟାହାର, ଏମ୍‌ଏସ୍‌ପି କୁ ଆଇନ ମାନ୍ୟତା, ସ୍କିମ ୱାର୍କର ଯଥା ଆଶା, ପାଳିକା ସହାୟିକା, ଅଙ୍ଗନୱାଡି କର୍ମୀ, ଉଦ୍ୟାନ ସାଥୀ ଓ ଗ୍ରାମ ପଂଚାୟତ ଶ୍ରମିକଙ୍କୁ ସରକାରୀ କର୍ମଚାରୀର ମାନ୍ୟତା ସର୍ବନିମ୍ନ ମଜୁରି ମାସିକ ୨୬ହଜାର ଟଙ୍କା, ପୁରୁଣା ପେନସନ ଲାଗୁ କରିବା, ରାଷ୍ଟ୍ରୀୟ ଉଦ୍ୟୋଗରେ ଘରୋଇ କରଣ ବନ୍ଦ, ଦରବୃଦ୍ଧି ବନ୍ଦ, କର୍ପୋରେଟ ଟିକସ ବୃଦ୍ଧି, ଜାତୀୟ ଶିକ୍ଷାନୀତି ୨୦୨୦ ବାତିଲ, ଭାରତୀୟ ଶ୍ରମ ସମ୍ମିଳନୀ ଅନୁଷ୍ଠିତ କରାଯାଇ ତୁରନ୍ତ ଶ୍ରମିକ ମାନଙ୍କ ସମସ୍ୟା ସମାଧାନ କରିବା ଆଦି ୧୭ ଦଫା ଦାବିରେ ବିକ୍ଷୋଭ ପ୍ରଦର୍ଶନ ସହ ଜିଲ୍ଲାପାଳଙ୍କ ଜରିଆରେ ପ୍ରଧାନମନ୍ତ୍ରୀଙ୍କୁ ପ୍ରଦାନ କରାଯାଇଥିଲା । ଆଜିର ଧର୍ମଘଟରେ ଆଇଏନ୍‌ଟିୟୁସି ଜିଲ୍ଲା ସଭାପତି କୃଷ୍ଣ ଚନ୍ଦ୍ର ସାହୁ, ଏଆଇଟିୟୁସି ଜିଲ୍ଲା ସଭାପତି ତୀର୍ଥ ପଧାନ, ଏଆଇୟୁଟିୟୁସି ଜିଲ୍ଲା ସଂଯୋଜକ ସୁନିଲ କୁମାର ଭୋଇ, ସିଟୁ ସଂଯୋଜକ ଅନିରୁଦ୍ଧ ମହାପାତ୍ର, ଆଇଏନ୍‌ଟିୟୁସି ଜିଲ୍ଲା ସଂପାଦକ ବିଦ୍ୟା ଚରଣ ସୁନା, ଏଆଇଟିୟୁସି ସହ ସଂପାଦକ ସାଏବୁ ନନ୍ଦ, ୟୁଟିୟୁବି  ସଂଯୋଜକ ବିଭୁଦତ୍ତ ମିଶ୍ର, ନିଖିଳ ଓଡିଶା ଆଶା କର୍ମୀ ଜିଲ୍ଲା ସଂପାଦିକା ଓମି ଗୁପ୍ତା, ବଲାଙ୍ଗି ବ୍ଲକ ସଭାପତି ମମତା ବାଗ, ସଂପାଦିକା ବାସନ୍ତି ସେଠ, ଲୋଇସିଂହା ବ୍ଲକ ସଭାପତି ମାଧବି ବେହେରା, ସଂପାଦିକା କଲ୍ୟାଣି ସାହୁ, ବଲାଙ୍ଗିର ସହରାଂଚଳ ସଭାପତି ଦମୟନ୍ତି ମହାନନ୍ଦ, ସଂପାଦକ ପ୍ରଭାସିନି ରାଏ, ଉପସଭାପତି ସଂଜୁ ବାଗ, ନିଖିଳ ଓଡିଶା ମଧ୍ୟାହ୍ନ ଭୋଜନ ପାଚିକା ସହାୟିକା ସଂଘ ଜିଲ୍ଲା ସଂପାଦିକା ମାଧବୀ କଲତା, ସଭାପତି ପାଣ୍ଡବ ଭୋଇ, ଓଡିଶା ନିର୍ମାଣ ଶ୍ରମିକ ସଂଘ ଜିଲ୍ଲା ସଭାପତି ଗୋପାଳ ଭୋଇ, ଅର୍ଜୁନ ଖେର୍ସେଲ, କମଲ ଲୋଚନ ଭୋଇ, ଓଡିଶା ଫରେଷ୍ଟ ଉଡ୍ ନିର୍ମାଣ ସଂଘ ଜିଲ୍ଲା ସଭାପତି ଜଗବନ୍ଧୁ ବେହେରା, ବନିତା ପଟେଲ, ପୁରୁଷୋତ୍ତମ କର୍ମୀ, ନିଖିଳ ଓଡିଶା ଗ୍ରାମ ପଂଚାୟତ ରାଜ୍ୟ ସଂପାଦକ ବିଦୂର କୁମ୍ଭାର, ଜିଲ୍ଲା ସଂପାଦକ ଶ୍ୟାମ ପୁଟେଲ, ବନିତା ସାହୁ, ପଦ୍ମାବତି ସା, ମିନାକ୍ଷି ଜେନା, ପଦ୍ମାବତୀ ଥପା, ସଂଯୁକ୍ତା ବେହେରା, ମୁକ୍ତା ଉଦୁରକୁଲିଆ, ମହେନ୍ଦ୍ରୀ ସାହୁ, ସଂଯୁକ୍ତା କାଲସାଏ, ସୀତା ହୋତା, ସୁରୁଚି ମିଶ୍ର, ବିଳାସିନି ବାରିକ, ଆଶା ଦିପ, ସୁଜାତା ବିଶ୍ୱାଲ ସହ ଶତାଧିକ କର୍ମୀ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like