-+91-9937148622 |

prerana_bgr@rediffmail.com |

  Tuesday 10th March 2026 |

| | | |

R.N.I. Regd No. ODIODI/2010/46693

Breaking News

*କମ୍ୟୁନିଟି ସେଣ୍ଟର କୋଠା ଉଦଘାଟନ କଲେ ସାଂସଦ ଙ୍କ ପ୍ରତିନିଧି*   (10-Mar-2026)       ||      ଓଡ଼ିଶା ସନାତନୀ କ୍ରିଏଟର ମଞ୍ଚ(OSCM)ର ପ୍ରଥମ ସମ୍ମିଳନୀ ସଫଳତାର ସହିତ ସମ୍ପନ୍ନ   (10-Mar-2026)       ||      ପାର୍ଲିଆମେଣ୍ଟ ରେ ଉଠିଲା ଗ୍ରାମସଭା ର ବିନା ଅନୁମୋଦନ ରେ ଗ୍ରାଫlଇଟ ମାଙ୍ଗାନିଜ ଖଣି ବ୍ଲକ ଲିଜ ଏବଂ ନିଲାମ ପ୍ରସଙ୍ଗ   (10-Mar-2026)       ||      ହଲଦିପାଲି ରେ ନକୁଳ ସହଦେଵ ମନ୍ଦିର ପ୍ରତିଷ୍ଠା ମହୋତ୍ସବ   (10-Mar-2026)       ||      ମୁଖ୍ୟମନ୍ତ୍ରୀଙ୍କୁ ରେଳମନ୍ତ୍ରୀଙ୍କ ଚିଠି♦️ ପୋତ୍ତନୁର (କୋଏମ୍ବାଟୁର୍) ଠାରୁ ଧାନବାଦ୍‌କୁ ନୂଆ ଅମୃତ ଭାରତ ଟ୍ରେନ୍ ମଞ୍ଜୁର, ଓଡିଶାର ୯ଟି ଷ୍ଟେସନ ଦେଇ ଚାଲିବ ଏହି ଟ୍ରେନ୍    (10-Mar-2026)       ||      ଦକ୍ଷିଣ ଏସିୟା ଗୋଲ ଶଟ ବଳ ଆନ୍ତର୍ଜାତୀୟ ଚାମ୍ପିୟନସିପ ଖେଳିବା ପାଇଁ ଭାରତ ଦଳ ପାଇଁ ମନୋନୀତ   (10-Mar-2026)       ||      ଡୁମେରପିଟା ଗ୍ରାମ ପଞ୍ଚାୟତ ଅଞ୍ଚଳରେ କ୍ୱାକ୍ ଙ୍କ ପ୍ରାଦୁର୍ଭାବ   (10-Mar-2026)       ||      ଡୁମେରପିଟା ଗ୍ରାମ ପଞ୍ଚାୟତ ଅଞ୍ଚଳରେ କ୍ୱାକ୍ ଙ୍କ ପ୍ରାଦୁର୍ଭାବ   (10-Mar-2026)       ||      ଜିଲ୍ଲା ସ୍ତରୀୟ କ୍ରୀଡା ପ୍ରତିଯୋଗୀତା   (10-Mar-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (09-Mar-2026)       ||      NH-316 ମାଟିଆପଡା ROB କାର୍ଯ୍ୟ ତଦାରଖ କଲେ ନିର୍ମାଣ ବିଭାଗ ପ୍ରମୁଖ ଶାସନ ସଚିବ♦️ ରଥଯାତ୍ରା ପୂର୍ବରୁ କାର୍ଯ୍ୟ ଶେଷ ଉପରେ ଗୁରୁତ୍ୱ    (09-Mar-2026)       ||      ବରପାଲି ସରସ୍ବତୀ ମହିଳା ସଂଘ ପକ୍ଷରୁ ବିଶ୍ଵ ମହିଳା ଦିବସ ପାଳିତ   (09-Mar-2026)       ||      *ଅସ୍ତିତ୍ବ ଖୋଜୁଛି ଡାବୁଗାଁର ଅଙ୍ଗୀ ନଦୀ*   (09-Mar-2026)       ||      ଜାମପାଲି ଗ୍ରାମରେ ଶୋକାକୁଲ ପରିବେଶ,ବୋଲେରୋ ଧକ୍କାରେ ଉଜୁଡ଼ିଗଲା ଗୋଟିଏ ପରିବାରର ୪ସଦସ୍ୟଙ୍କ ଜୀବନ   (09-Mar-2026)       ||      *ତରଭା ବ୍ଲକ୍‌ରେ ଜିଲ୍ଲାପାଳ ଓ ଆରକ୍ଷି ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣିି*-   (09-Mar-2026)       ||      *ସୁବର୍ଣ୍ଣ ଭାରତୀ ପରିବାର ଓ ଭାରତ ବିକାଶ ପରିଷଦ ପକ୍ଷରୁ ବିଶ୍ଵ ମହିଳା ଦିବସ ପାଳିତ*- *ଉନ୍ମୋଚନ ହେଲା ସମ୍ମାନ ସମାରୋହ ସ୍ମରଣିକା ଦିବ୍ୟତା* -   (09-Mar-2026)       ||      ତେଜସ୍ୱିନୀ ସାହିତ୍ୟ ଅନୁଷ୍ଠାନ ବଲାଙ୍ଗିରର ଚତୁର୍ଥ ବାର୍ଷିକୋତ୍ସବ    (09-Mar-2026)       ||      ନାଗରିକ ବିକାଶ ସଂଗଠନ କଳାହାଣ୍ଡି ଜିଲ୍ଲା ତରଫରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ।   (09-Mar-2026)       ||      *ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ‘ଶକ୍ତି ପଦଯାତ୍ରା’ ଅନୁଷ୍ଠିତ*- *ସମାଜ ଓ ଦେଶ ର ବିକାଶ ରେ ନାରୀ ମାନଙ୍କ ଭୂମିକା ଉଲ୍ଲେଖନୀୟ*- *ଜିଲ୍ଲାପାଳ*-   (09-Mar-2026)       ||      ଜେଏସଏମ କଲେଜରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ    (09-Mar-2026)       ||     

HOME   ଜିଲ୍ଲା

ପତଞଳୀ ଯୋଗ ସମିତି ଆନୁକୁଲ୍ୟରେ ପବିତ୍ର ଗୁରୁ ପୁର୍ଣିମା ମହୋତ୍ସବ ପାଳିତ

10-Jul-2025



ଲୋଇସିଂହା, (ବିନୋଦ ଦୀପ) ପତଞଳୀ ଯୋଗ ସମିତି, ଲୋଇସିଂହା ସାଖା ଆନୁକୁଲ୍ୟରେ ସ୍ଥାନୀୟ ବ୍ଳକ ଛକ ବିଶ୍ବାଳ ଛାତ୍ରୀ ନିବାସ ଠାରେ ପବିତ୍ର ଗୁରୁ ପୁର୍ଣିମା ମହୋତ୍ସବ ପାଳନ କରାଯାଇଛି l ଏହି କାର୍ଯ୍ୟକ୍ରମ ରେ ପତଞଳୀ ଯୋଗ ସମିତି ବଲାଙ୍ଗିର ଜିଲ୍ଲା ପ୍ରଭାରୀ ଅଶୋକ ଅଗ୍ରୱାଲ, ଲୋଇସିଂହା ତହସିଲ ପ୍ରଭାରୀ ରାମଚନ୍ଦ୍ର ସାହୁ ଯୋଗଦେଇ  ଜୀବନରେ ଗୁରୁ କ୍ରୃପାର ମହିମା ସହିତ ଯୋଗ ପ୍ରାଣାୟମ ଆସନ ର ମହତ୍ଵ ଓ ଉପାଦେୟତା ଉପରେ  ମାର୍ଗଦର୍ଶନ କରିଥିଲେ। ବିଦ୍ୟାର୍ଥୀ ଜିବନରେ ସୁସ୍ଥ ଶରୀର, ଦୃଢ଼ ମାନସିକତା , ମାନସିକ ଅବସାଦ ରୁ ମୁକ୍ତି ଏବଂ ନିଜର ଆଚାର ବ୍ୟବହାର ଓ ବାଣି ଉପରେ ସଂଯମତା ପାଇଁ ଯୋଗର ଭୁମିକା ବିଷୟ ରେ ଅତିଥି ମାନେ ଛାତ୍ରଛାତ୍ରୀ ମାନଙ୍କୁ ଅବଗତ କରାଇଥିଲେ l ପରେ ଅନ୍ତେବାସୀ ଙ୍କୁ ପତଞଳୀ ପକ୍ଷରୁ ଜୁସ୍ ବଣ୍ଟନ କରାଯାଇଥିଲା।ଅନ୍ୟତମ ଅତିଥି ରେ ଯୋଗ ସମିତି ର ବରିଷ୍ଟ ସଭ୍ୟ ସାଧୁ ଚରଣ ବିଶ୍ବାଳ, ମକରଧ୍ବଜ ଧରୁଆ ଓ କୁଶଧ୍ବଜ ସୁନା ଯୋଗ ଦେଇଥିଲେ। ଶେଷରେ ସରୋଜ ବିଶ୍ବାଳ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*କମ୍ୟୁନିଟି ସେଣ୍ଟର କୋଠା ଉଦଘାଟନ କଲେ ସାଂସଦ ଙ୍କ ପ୍ରତିନିଧି*   10-Mar-2026
  ଜିଲ୍ଲା  
ଓଡ଼ିଶା ସନାତନୀ କ୍ରିଏଟର ମଞ୍ଚ(OSCM)ର ପ୍ରଥମ ସମ୍ମିଳନୀ ସଫଳତାର ସହିତ ସମ୍ପନ୍ନ   10-Mar-2026
  ରାଜ୍ୟ  
ପାର୍ଲିଆମେଣ୍ଟ ରେ ଉଠିଲା ଗ୍ରାମସଭା ର ବିନା ଅନୁମୋଦନ ରେ ଗ୍ରାଫlଇଟ ମାଙ୍ଗାନିଜ ଖଣି ବ୍ଲକ ଲିଜ ଏବଂ ନିଲାମ ପ୍ରସଙ୍ଗ   10-Mar-2026
  ଜିଲ୍ଲା  
ହଲଦିପାଲି ରେ ନକୁଳ ସହଦେଵ ମନ୍ଦିର ପ୍ରତିଷ୍ଠା ମହୋତ୍ସବ   10-Mar-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କୁ ରେଳମନ୍ତ୍ରୀଙ୍କ ଚିଠି♦️ ପୋତ୍ତନୁର (କୋଏମ୍ବାଟୁର୍) ଠାରୁ ଧାନବାଦ୍‌କୁ ନୂଆ ଅମୃତ ଭାରତ ଟ୍ରେନ୍ ମଞ୍ଜୁର, ଓଡିଶାର ୯ଟି ଷ୍ଟେସନ ଦେଇ ଚାଲିବ ଏହି ଟ୍ରେନ୍   10-Mar-2026
  ଜିଲ୍ଲା  
ଦକ୍ଷିଣ ଏସିୟା ଗୋଲ ଶଟ ବଳ ଆନ୍ତର୍ଜାତୀୟ ଚାମ୍ପିୟନସିପ ଖେଳିବା ପାଇଁ ଭାରତ ଦଳ ପାଇଁ ମନୋନୀତ   10-Mar-2026
  ରାଜ୍ୟ  
ଡୁମେରପିଟା ଗ୍ରାମ ପଞ୍ଚାୟତ ଅଞ୍ଚଳରେ କ୍ୱାକ୍ ଙ୍କ ପ୍ରାଦୁର୍ଭାବ   10-Mar-2026
  ରାଜ୍ୟ  
ଡୁମେରପିଟା ଗ୍ରାମ ପଞ୍ଚାୟତ ଅଞ୍ଚଳରେ କ୍ୱାକ୍ ଙ୍କ ପ୍ରାଦୁର୍ଭାବ   10-Mar-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ କ୍ରୀଡା ପ୍ରତିଯୋଗୀତା   10-Mar-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   09-Mar-2026
  ଜିଲ୍ଲା  
NH-316 ମାଟିଆପଡା ROB କାର୍ଯ୍ୟ ତଦାରଖ କଲେ ନିର୍ମାଣ ବିଭାଗ ପ୍ରମୁଖ ଶାସନ ସଚିବ♦️ ରଥଯାତ୍ରା ପୂର୍ବରୁ କାର୍ଯ୍ୟ ଶେଷ ଉପରେ ଗୁରୁତ୍ୱ   09-Mar-2026
  ଜିଲ୍ଲା  
ବରପାଲି ସରସ୍ବତୀ ମହିଳା ସଂଘ ପକ୍ଷରୁ ବିଶ୍ଵ ମହିଳା ଦିବସ ପାଳିତ   09-Mar-2026

You Might Also Like