-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||     

HOME   ଜିଲ୍ଲା

ଗଡ଼୍ରାମାଳ ଗ୍ରାମରେ ଗୁରୁପୂର୍ଣ୍ଣିମା ଉତ୍ସବ ପାଳିତ

10-Jul-2025



ସିନାପାଲି  (ଚିନ୍ତାମଣି ନେତାମ)
ପବିତ୍ର  ଗୁରୁପୂର୍ଣ୍ଣିମା  ଅବସରରେ ସମଲେଇ ମଣ୍ଡଲ ସଭାପତିଙ୍କ ନେତ୍ରୁତ୍ବରେ ନୂଆପଡା ଜିଲ୍ଲା ସିନାପାଲି ବ୍ଲକ  ନିଲଜୀ ଗ୍ରାମ ପଞ୍ଚାୟତ  ଗଡରାମାଲ ଗ୍ରାମରେ ଗୁରୁ ପୂଜନ ଉତ୍ସବ ପାଳିତ ହୋଇଯାଇଛି । ଏହି ପବିତ୍ର ଉତ୍ସବରେ  ବରିଷ୍ଠ ଶିକ୍ଷାବିତ ତଥା ସାଂସ୍କୃତିକ କଳାକାର  ଗୁରୁ  ଶ୍ରୀଯୁକ୍ତ ବିକ୍ରମାଦିତ୍ୟ ବାଗ, ବରିଷ୍ଠ ଶିକ୍ଷାବିତ    ଶ୍ରୀଯୁକ୍ତ ଚନ୍ଦ୍ରଧ୍ବଜ ଖମାରି,  ବରିଷ୍ଠ ଶିକ୍ଷାବିତ  ଶ୍ରୀଯୁକ୍ତ ମହେଶ୍ବର ସା, ସମଲେଇ ମଣ୍ଡଲର ବରିଷ୍ଠ ରାଜନୈତିକ  ଶ୍ରୀଯୁକ୍ତ ଫରସରାମ ସା ମହୋଦୟଙ୍କୁ ନାରିକେଳ, ଫୁଲ ଚନ୍ଦନ ପ୍ରଦାନ କରି  ଗୁରୁ ପୁଜନ କରା ଯାଇଥିଲା । ଏହି ଗୁରୁ ପୂଜନ କାର୍ଯ୍ୟକ୍ରମ ରେ ସମଲେଇ ମଣ୍ଡଲ ସଭାପତି ଶ୍ରୀଯୁକ୍ତ କୁମ୍ଭ ବାଗ, ନିଳଜୀ ଗ୍ରାମ ପଞ୍ଚାୟତ ସରପଞ୍ଚ  ତଥା ବିଜେପି କାର୍ଯ୍ୟକର୍ତ୍ତା ଶ୍ରୀଯୁକ୍ତ ଲକ୍ଷ୍ମଣ ପ୍ରଧାନ, ସମଲେଇ ମଣ୍ଡଲ ଜେନେରାଲ ସେକ୍ରେଟେରି ଶ୍ରୀଯୁକ୍ତ ଜଗଦିଶ ନାଗ, ବରିଷ୍ଠ ବିଜେପି କାର୍ଯ୍ୟକର୍ତ୍ତା ଶ୍ରୀଯୁକ୍ତ କମଳ ସା ,ସମଲେଇ ମଣ୍ଡଲ ଯୁବ ମୋର୍ଚ୍ଚା ସଭାପତି ଶ୍ରୀଯୁକ୍ତ ଅରବିନ୍ଦ ହୋତା ,ବିଜେପି କର୍ମୀ ଶ୍ରୀମାନ ପ୍ରବିଣ ସା ସମେତ ଅନେକ ବିଜେପି କର୍ମ କର୍ତ୍ତା  ଉପସ୍ଥିତ ରହି ଏହି କାର୍ଯ୍ୟକ୍ରମ କୁ ସଫଳ କରିଥିଲେ l ଏହା ସହିତ ପୂର୍ବତନ ସମଲେଇ ମଣ୍ଡଲ ସଭାପତି ଶ୍ରୀଯୁକ୍ତ ପ୍ରତାପ ଚନ୍ଦ୍ର ମେହେରଙ୍କ ନେତ୍ରୁତ୍ବ ରେ ବରଗାଁ ଠାରେ ମଧ୍ଯ ଗୁରୁ ପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026

You Might Also Like