-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||     

HOME   ଜିଲ୍ଲା

ଡୁଙ୍ଗୁରିପାଲି ଧର୍ମଦାଣ୍ଡି ନାଳରେ ଭାସି ଗଲେ ଦୁଇଭାଇ - ଜଣଙ୍କ ଶବ ଉଦ୍ଧାର ଜଣେ ନିଖୋଜ

10-Jul-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ)
ସୁବର୍ଣ୍ଣପୁର ,  ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ବନ୍ଧ ପାଲି  ପଞ୍ଚାୟତ ଅନ୍ତର୍ଗତ ମାଝିମୁଣ୍ଡା ଗ୍ରାମର ଧର୍ମ ଦାଣ୍ଡି ନାଳରେ ଗାଧୋଉଥିବା ବେଳେ ନିଖୋଜ ହୋଇ ଯାଇଥିବା ଦୁଇ ଭାଈ ଙ୍କ ମଧ୍ୟରୁ ଟିକେଶ୍ୱର ବାରିକ ଙ୍କ ଶବ ଉଦ୍ଧାର କରିଛି ଆଜି ଡୁଙ୍ଗୁରିପାଲି ଅଗ୍ନିଶମ ବାହିନୀ l ଉଭୟ ଦୁଇଜଣ ବ୍ୟକ୍ତି ହେଉଛନ୍ତି ମାଝୀମୁଣ୍ଡା ଗ୍ରାମର ଦୁଇଭାଇ  ଟିକେଶ୍ୱର ବାରିକ (୩୫)  ଓ ନିରଞ୍ଜନ ବାରିକ (୩୦) l ବିଲରେ ଚାଷ କାମ ସାରି ଦୁଇ ଭାଇ ଆସି ଧର୍ମଦାଣ୍ଡି ନାଳ କୁ ଗାଧୋଇବାକୁ ଯାଇ ଥିଲେ l ବଡ଼ ଭାଇ ଗାଧୋଉଥିବା ବେଳେ ହଠାତ୍ ପାଣି ମାଡ଼ି ଆସିଥିବାରୁ ସେ ଭାସି ଯାଉଥିବା ଦେଖି ସାନ ଭାଇ ବଡ଼ ଭାଇକୁ ବଞ୍ଚାଇବାକୁ  ଯାଇ ସେ ମଧ୍ୟ ଗଭୀର ପାଣି ସ୍ରୋତ ରେ ଭାସି ଯାଇଥିଲେ l  ସ୍ଥାନୀୟ ଲୋକେ ଦୁଇ ଭାଇ ଭାସୁଥିବା ଦେଖି ମଧ୍ୟ ପାଣିର  ଅଧିକ ସ୍ରୋତ ଥିବାରୁ  ଉଦ୍ଧାର କରିବା କୁ ସାହସ କରି ନ ଥିଲେ l ତୁରନ୍ତ ଅଗ୍ନିଶମ ବାହିନୀ କୁ ଖବର ଦେବା ପରେ ଅଗ୍ନିଶମ ବିଭାଗ ଘଟଣା ସ୍ଥଳକୁ ଆସି ଖୋଜା ଖୋଜି କରିଥିଲେ l କିନ୍ତୁ ବର୍ଷା ଓ ରାତି ଅନ୍ଧାର ରେ ଗତ କାଲି ନିଖୋଜ ଭାଈ ଦ୍ୱୟ ଙ୍କୁ ଉଦ୍ଧାର କରିବା ସମ୍ଭବ ହୋଇ ନ ଥିଲା l ଆଜି ସକାଳେ ମୃତ ବଡ ଭାଈ ଟିକେଶ୍ୱର ବାରିକ ଙ୍କୁ ଅଗ୍ନିଶମ ବାହିନୀ ଉଦ୍ଧାର କରିବା ରେ ସଫଳ ହୋଇଛି l କିନ୍ତୁ ପାଣି ପାଗ ଅନୁକୂଳ ସତ୍ତ୍ୱେ ଆଜି ଗଭୀର ନାଳ ପାଣି ର ତୀବ୍ର ଗତି ସ୍ରୋତ ପାଇଁ ଅଗ୍ନିଶମ ବାହିନୀ ର କର୍ମଚାରୀ ଦୀର୍ଘ ଦଶ ବାର ଘଣ୍ଟା ର ସର୍ଚ୍ଚ ଅପରେସନ ଓ ଆପ୍ରାଣ ଉଦ୍ୟମ ସତ୍ତ୍ୱେ ବି ନିଖୋଜ ସାନ ଭାଈ ର ସନ୍ଧାନ ପାଇ ନ ଥିଲେ l  ଏ ଧର୍ମ ଦାଣ୍ଡି ନାଳ ଆଗକୁ କର୍ଲlଝୁଲି ଅଙ୍ଗନଦୀ ଠାରେ ଯୋଡ଼ି ହୋଇ ଥିବା ରୁ ପାଣିର ସ୍ରୋତ ରେ ଦୂର କୁ ଭାସି ଯାଇ ଥିବା ଅନୁମାନ କରାଯାଉଛି l ନଦୀ ର ତଳ ମୁଣ୍ଡ ର ଅଗ୍ନିଶମ ବିଭାଗ ଓ ପୋଲିସ ସହାୟତାରେ ଅନୁସନ୍ଧାନ ଜାରି ରହିଥିବା ଜଣା ଯାଇଛି l ଓ ସାନ ଭାଇ ନିଖୋଜ ନିରଞ୍ଜନ ବାରିକ ମୃତ ନା ଜୀବିତ ଉଦ୍ଧାର ପରେ ତାହା ସ୍ପଷ୍ଟ ହେବ ଓ ଏ  ସମସ୍ତ ଘଟଣା ବିଷୟ ରେ ସୁବର୍ଣ୍ଣପୁର  ଜିଲ୍ଲା ପ୍ରଶାସନ  ଏ ଡି ଏମ୍ ଙ୍କୁ ଅବଗତ କରାଇ ଦେଇଥିବା  ଡୁଙ୍ଗୁରିପାଲି ଅଗ୍ନିଶମ ବିଭାଗ ର ଷ୍ଟେସନ ଅଫିସର ପାଉଲୁସ କୁଜୁର ଓ ସ୍ଥାନୀୟ ପୋଲିସ ଷ୍ଟେସନ ପକ୍ଷରୁ ସୁଚନା ମିଳିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026

You Might Also Like