-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||     

HOME   ଜିଲ୍ଲା

ବିନିକା ଆଦର୍ଶ ବିଦ୍ୟାଳୟର ଗୌରବ,୨ଛାତ୍ରୀ ପାଇଲେ ଆଇକୋନିକ

10-Jul-2025



ବିନିକା(ହିମାଂଶୁ ଶେଖର ପୁଟେଲ)ସୁବର୍ଣ୍ଣପୁର ଜିଲ୍ଲା ବିନିକାର ପର୍ଯ୍ୟଟନସ୍ଥଳୀ ପୁଣ୍ୟପିଠ ପାପକ୍ଷୟ ରାସ୍ତାର ଐତିହାସିକ ତାରାପୁରଗଡ ଠାରେ ଥିବା ବିନିକା ଆଦର୍ଶ ବିଦ୍ୟାଳୟରେ ଅଧ୍ୟୟନରତ ପ୍ରଥମ ବ୍ୟାଚ ମେଟ୍ରିକ୍ ଛାତ୍ରଛାତ୍ରୀ ମାନେ ଚଳିତ ବର୍ଷ ଶତ ପ୍ରତିଶତ ପାସ କରି ବିଦ୍ୟାଳୟର ନାମ ରଖିଥିବା ବେଳେ ସେଥିରୁ ଏ ଗ୍ରେଡରେ ଉତ୍ତୀର୍ଣ୍ଣ ୨ଜଣ ଛାତ୍ରୀ ଭୁବନେଶ୍ୱର ସ୍ଥିତ ଆଇକୋନିକ ପ୍ରବେଶିକା ପରୀକ୍ଷାରେ ସଫଳ ହୋଇ ପୁନର୍ବାର ବିଦ୍ୟାଳୟର ଗୌରବ ବଡେଇବାରେ ସକ୍ଷମ ହୋଇଛନ୍ତି ।ସୂଚନା ଯୋଗ୍ୟ ଯେ ସମ୍ପୂର୍ଣ୍ଣ ଭାବେ ସରକାରଙ୍କ ଦ୍ଵାରା ପରିଚାଳିତ  ସର୍ବମୋଟ ୫୦୦ସିଟ ବିଶିଷ୍ଟ  ଭୁବନେଶ୍ବର ସ୍ଥିତ ଏକମାତ୍ର ଆଇକୋନିକ୍ ବିଦ୍ୟାଳୟରେ ପଡ଼ିବା ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ ଥିବା ଆଦର୍ଶ ବିଦ୍ୟାଳୟରୁ ଚଳିତ ମେଟ୍ରିକ ପରୀକ୍ଷାରେ ୯୦ପ୍ରତିଶତରୁ ଅଧିକ ରଖିଥିବା ଛାତ୍ରଛାତ୍ରୀ ଆଇକୋନିକ ପ୍ରବେଶିକା ପରୀକ୍ଷା ଦେଇଥିଲେ।ଏଥିରେ ବିନିକା ଆଦର୍ଶ ବିଦ୍ୟାଳୟରୁ ୮ଜଣ ଛାତ୍ରଛାତ୍ରୀ ଭାଗନେଇଥିବା ବେଳେ ସେଥିରୁ  ୯୬.୮ପ୍ରତିଶତ ରଖିଥିବା ସିଲଭି ହୋତା ଆଇକୋନିକ ପରୀକ୍ଷାର ୯ନଂ ସ୍ଥାନ ଏବଂ  ୯୪.୬ ପ୍ରତିଶତ ରଖିଥିବା ସ୍ନେହା ସାହୁ ୨୩୪ନଂ ସ୍ଥାନରେ ଚୟନ ହୋଇ ପଡ଼ିବାର ସୁଯୋଗ ପାଇଛନ୍ତି ।ବିଦ୍ୟାଳୟର ଏହି ୨ଛାତ୍ରୀଙ୍କ ସଫଳତା ନେଇ ବିଦ୍ୟାଳୟର ସମସ୍ତ ଷ୍ଟାଫ,ଅଧ୍ୟୟନରତ ଛାତ୍ରଛାତ୍ରୀ ଏବଂ ଅଞ୍ଚଳର ଶିକ୍ଷାପ୍ରେମି ମହଲରେ ଖୁସିର ଲହରୀ ଖେଳିଯାଇଛି।ତେବେ ଚଳିତ ବର୍ଷ ବିନିକା ଆଦର୍ଶ ବିଦ୍ୟାଳୟରେ ପ୍ରଥମ କରି ଯୁକ୍ତ ଦୁଇ ଖୋଲିବା ନେଇ ସରକାର ସ୍ବୀକୃତି ପ୍ରଦାନ କରିଛନ୍ତି ।ଶିକ୍ଷାଦାନ ପାଇଁ ୫ଜଣ ଶିକ୍ଷକ/ଶିକ୍ଷୟତ୍ରୀ ମଧ୍ୟ ଯୋଗଦାନ କରି ସାରିଲେଣି ।ନାମ ଲେଖାଇଥିବା ଯୁକ୍ତଦୁଇ ଛାତ୍ରଛାତ୍ରୀଙ୍କ ଉଜ୍ଜଳ ଭବିଷ୍ୟତ ଓ ତାଙ୍କ ପାଇଁ ଉତ୍ତମ ଶିକ୍ଷାଦାନ ନେଇ ବିଦ୍ୟାଳୟ ତରଫରୁ  ପ୍ରୟାସ ଜାରି ରହିବ ବୋଲି ବିଦ୍ୟାଳୟର ଅଧ୍ୟକ୍ଷ ବିମଳ ବିଶ୍ଵାଳ  କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026

You Might Also Like