-+91-9937148622 |

prerana_bgr@rediffmail.com |

  Saturday 1st August 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ    (01-Aug-2026)       ||      ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   (01-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   (01-Aug-2026)       ||      ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   (01-Aug-2026)       ||      ବାଳିକା ଫାଇନାଲ ରେ   ପାରୁଲ ଚୌଧୁରୀ ଚମ୍ପିୟାନ  ଦୀକ୍ଷା ଏସ. ଆର. ରନର୍ସ ଅପ...ବାଳକ ରେ ନିଶ୍ଚଲ ଚାନ୍ଦ ଚାମ୍ପିୟନ, ଟି. ଜ୍ଞାନ ଦତ୍ତ୍ତ ରନର୍ସ ଅପ   (01-Aug-2026)       ||      ଜାଗୃତି ଶାଖା ପକ୍ଷରୁ ଚାରାରୋପଣ ଓ ଛାତ୍ରୀମାନଙ୍କୁ ଖାତା ପ୍ରଦାନ   (01-Aug-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଦ୍ବିତୀୟ ମାସିକ ବୈଠକ ଅନୁଷ୍ଠିତ   (01-Aug-2026)       ||      ଚାଷୀଙ୍କ ସମସ୍ୟା ନେଇ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (01-Aug-2026)       ||      *ଅବସର କାଳୀନ ସମାରୋହରେ ବୃକ୍ଷରୋପଣ କରି ଅଭିନବ ପରମ୍ପରାର ଶୁଭାରମ୍ଭ କଲା ଭାରତ ବିକାଶ ପରିଷଦ ସୋନପୁର ଶାଖା*-   (01-Aug-2026)       ||      *ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଓ ପୌର ପରିଷଦ ପକ୍ଷରୁ ସହରରେ ରେ ମଶା ବଂଶ ନିପାତ ପାଇଁ ବଳିଷ୍ଠ ପଦକ୍ଷେପ*   (01-Aug-2026)       ||      ଚାଷୀଙ୍କ କ୍ଷତିପୂରଣ ଦାବିକଲା ଲିବରେସନ୍ ସାମାଜିକ ଅନୁଷ୍ଠାନ   (01-Aug-2026)       ||      ଦୟାନନ୍ଦ ପବ୍ଲିକ ସ୍କୁଲର ଷ୍ଟାଫ ଡେ ଓ ନର୍ସରୀ ଟିଚର୍ସ୍ ଟ୍ରେନିଂ ଛାତ୍ରୀମାନଙ୍କ ସମାବର୍ତ୍ତନ ଉତ୍ସବ   (01-Aug-2026)       ||      ଏଡିଇଓ ରଞ୍ଜିତ ଘିବେଲାଙ୍କୁ ବିଦାୟକାଳୀନ ସମ୍ବଦ୍ଧନା    (01-Aug-2026)       ||      ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   (31-Jul-2026)       ||      ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   (31-Jul-2026)       ||      *ଗାନ୍ଧି ଷ୍ଟାଡିୟମ୍ ପାଇଁ ୨୫ କୋଟି ୭୫ ଲକ୍ଷ ଓ ଭୀମଭୋଇ ସମାଧିପୀଠ ଖଲିଆପାଲି ପାଇଁ ୩୪କୋଟି ଅର୍ଥ ମଞ୍ଜୁରୀ - ଜିଲ୍ଲାପାଳ ଙ୍କୁ ଜିଲ୍ଲା କ୍ରୀଡା ସଂଘ ପକ୍ଷରୁ ଶୁଭେଛା ସମ୍ୱର୍ଦ୍ଧନା ଜ୍ଞାପନ*-   (31-Jul-2026)       ||      ଅଧ୍ୟକ୍ଷ ହେମନ୍ତ କୁମାର ମୁଣ୍ଡଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା,,,,,,, .୩୫ ବର୍ଷ ୨ମାସର କାର୍ଯ୍ୟଧାରା .ନମ୍ରତା ଓ ସରଳତା ଥିଲା ମୂଳମନ୍ତ୍ର   (31-Jul-2026)       ||      ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର ପାନୀୟ ଜଳ ଓ ପରିମଳ ନିର୍ଦ୍ଦେଶକଙ୍କ ତିନି ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ   (31-Jul-2026)       ||      ଲୋୟର ସୁକତେଲ ଡ୍ୟାମ୍‌ ଅଞ୍ଚଳରେ ୧୬୩ ଧାରା ଲାଗୁ: ପ୍ରବେଶ, ଗାଧୋଇବା ଓ ସେଲଫି ନେବା ଉପରେ କଟକଣା   (31-Jul-2026)       ||      *ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   (31-Jul-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଠାରେ ଜାତୀୟ ମତ୍ସ୍ୟ ଚାଷୀ ଦିବସ ପାଳିତ

10-Jul-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର ଜିଲ୍ଲା ମତ୍ସ୍ୟ ବିଭାଗ ପକ୍ଷରୁ ଆଜି ଜାତୀୟ ମତ୍ସ୍ୟ ଚାଷୀ ଦିବସ ପାଳିତ ହୋଇଯାଇଛି। ଏଥିରେ ଜିଲ୍ଲା ର ସମସ୍ତ ବ୍ଲକ୍ ରୁ ମତ୍ସ୍ୟ ଚାଷୀ ଯୋଗଦେଇଥିଲେ । ମତ୍ସ୍ୟ ଚାଷୀ ଙ୍କୁ ମାଛ ଚାଷ ଉପରେ ସରକାର ଙ୍କ ପ୍ରମୁଖ ଯୋଜନା ଉପରେ ଆଲୋକପାତ କରି ମତ୍ସ୍ୟ ଚାଷୀ କିପରି ମାଛ ଚାଷ କରି ଅଧିକ ଲାଭବାନ ଓ ଉପକୃତ ହୋଇପାରିବେ  ଜିଲ୍ଲା ମତ୍ସ୍ୟ ଅଧିକାରୀ ବିଜୟ କୁମାର ସାହୁ ସ୍ଵାଗତ କରିବା ସହ ଚାଷୀ ଙ୍କୁ ମାଛ ଚାଷ ଓ ସମସ୍ତ  ସ୍କିମ ଉପରେ ସୂଚନା ଦେଇଥିଲେ । ମୁଖ୍ୟ  ଅତିଥି ଭାବେ ଜିଲ୍ଲା ମୂଖ୍ୟ ପ୍ରାଣୀ ଅଧିକାରୀ ଡ଼ ରଞ୍ଜନ ଦାସ ଯୋଗଦେଇ ମାଛ ଚାଷ କରିବା ସଙ୍ଗେ ସଙ୍ଗେ ଗାଈ, କୁକୁଡ଼ା,ବତକ ପାଳନ କରି କିପରି ଚାଷୀ ସରକାର ଙ୍କ ପ୍ରମୁଖ ଯୋଜନା ଗୁଡ଼ିକର ରୁ  କିପରି ଉପକୃତ ହେଇପାରିବେ ଏହି ଯୋଜନା ଗୁଡ଼ିକୁ ବୁଝାଇଥିଲେ। ମାଛଚାଷ କରି ଲାଭବାନ ହୋଇଥିବା ତିନି ଜଣ ମତ୍ସ୍ୟ ଚାଷୀ ଙ୍କୁ ସମ୍ମାନିତ କରିଥିଲେ ।ଏଥିରେ ମଞ୍ଚ ପରିଚାଳନା ପୁରନ୍ଦର ପଣ୍ଡା କରିଥିଲେ,  ମସ୍କିମା ଲାକ୍ରା,ଅମିତ ଲାକ୍ରା, ସାଗର ମିତ୍ର ଅଙ୍କିତ ମିଶ୍ର,ଏ ଏଫ୍ ଓ ସଦର ପ୍ରତାପ କିଶୋର ମେହେର,ଏ ଏଫ୍ ଓ ଉଲୁଣ୍ଡା ଶ୍ରବଣ କୁମାର କଅଁର, ଚିତ୍ତରଞ୍ଜନ ରାଉତ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ   01-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   01-Aug-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   01-Aug-2026
  ଜିଲ୍ଲା  
ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   01-Aug-2026
  ରାଜ୍ୟ  
ବାଳିକା ଫାଇନାଲ ରେ   ପାରୁଲ ଚୌଧୁରୀ ଚମ୍ପିୟାନ  ଦୀକ୍ଷା ଏସ. ଆର. ରନର୍ସ ଅପ...ବାଳକ ରେ ନିଶ୍ଚଲ ଚାନ୍ଦ ଚାମ୍ପିୟନ, ଟି. ଜ୍ଞାନ ଦତ୍ତ୍ତ ରନର୍ସ ଅପ   01-Aug-2026
  ଜିଲ୍ଲା  
ଜାଗୃତି ଶାଖା ପକ୍ଷରୁ ଚାରାରୋପଣ ଓ ଛାତ୍ରୀମାନଙ୍କୁ ଖାତା ପ୍ରଦାନ   01-Aug-2026
ତୁଷୁରା କ୍ଲଷ୍ଟର ସ୍ତରୀୟ ଦ୍ବିତୀୟ ମାସିକ ବୈଠକ ଅନୁଷ୍ଠିତ   01-Aug-2026
  ଜିଲ୍ଲା  
ଚାଷୀଙ୍କ ସମସ୍ୟା ନେଇ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   01-Aug-2026
  ଜିଲ୍ଲା  
*ଅବସର କାଳୀନ ସମାରୋହରେ ବୃକ୍ଷରୋପଣ କରି ଅଭିନବ ପରମ୍ପରାର ଶୁଭାରମ୍ଭ କଲା ଭାରତ ବିକାଶ ପରିଷଦ ସୋନପୁର ଶାଖା*-   01-Aug-2026
  ଜିଲ୍ଲା  
*ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଓ ପୌର ପରିଷଦ ପକ୍ଷରୁ ସହରରେ ରେ ମଶା ବଂଶ ନିପାତ ପାଇଁ ବଳିଷ୍ଠ ପଦକ୍ଷେପ*   01-Aug-2026
  ରାଜ୍ୟ  
ଚାଷୀଙ୍କ କ୍ଷତିପୂରଣ ଦାବିକଲା ଲିବରେସନ୍ ସାମାଜିକ ଅନୁଷ୍ଠାନ   01-Aug-2026
  ଜିଲ୍ଲା  
ଦୟାନନ୍ଦ ପବ୍ଲିକ ସ୍କୁଲର ଷ୍ଟାଫ ଡେ ଓ ନର୍ସରୀ ଟିଚର୍ସ୍ ଟ୍ରେନିଂ ଛାତ୍ରୀମାନଙ୍କ ସମାବର୍ତ୍ତନ ଉତ୍ସବ   01-Aug-2026

You Might Also Like