-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ମରଣଯନ୍ତା ସାଜିଛି ଶିଶୁ ମନ୍ଦିର ରାସ୍ତା,ସମାଧାନ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଟୁଇଟ

10-Jul-2025



ବିନିକା(ହିମାଂଶୁ ଶେଖର ପୁଟେଲ )ବିନିକା ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ରାସ୍ତା ସମସ୍ତଙ୍କ ପାଇଁ ବିପଦପୂର୍ଣ୍ଣ ସାଜିଛି ।ଏନେଇ ଆଜି ବିଭିନ୍ନ ଖବରକାଗଜରେ ଖବର ପ୍ରକାଶ ପାଇବା ପରେ ବହୁ ସ୍ଵେଚ୍ଛାସେବୀ ସୋସିଆଲ ମିଡିଆରେ ଭାଇରାଲ କରିଥିବା ବେଳେ ରମେଶ ମେହେର ନାମକ ଜଣେ ସାମାଜିକ କର୍ମୀ ରାସ୍ତାର ଅବସ୍ଥା ତୁରନ୍ତ ସମାଧାନ ନେଇ ମାନ୍ୟବର ମୁଖ୍ୟମନ୍ତ୍ରୀ ଓଡ଼ିଶା ସରକାର,ମୁଖ୍ୟ ଶାସନ ସଚିବ,ଏଚୟୁଡିଡି ବିଭାଗ ଓଡ଼ିଶା ଏବଂ ସ୍ଥାନୀୟ ଏନଏସି ପ୍ରଶାସନକୁ ଜଣାଇଛନ୍ତି।ଖବର ପ୍ରକାଶ ପାଇବାର ୨୪ଘଣ୍ଟା ବିତି ଯାଇଥିଲେ ମଧ୍ୟ ରାସ୍ତାର ଅବସ୍ଥା ଯଥା ପୂର୍ବମ ତଥା ପରମ ହୋଇ ରହିଛି ।ଚିରା ଚିରା ହୋଇ ସିମେଣ୍ଟ କଂକ୍ରିଟ ଫାଟି ବିଭିନ୍ନ ସ୍ଥାନରେ ଛୋଟ ବଡ଼ ଗର୍ତ୍ତ ସୃଷ୍ଟି ହୋଇ ବର୍ଷା ପାଣି ଭରି ରହିଛି ।ରାସ୍ତାରେ ଦୈନନ୍ଦିନ ହଜାର ହଜାର ଛାତ୍ରଛାତ୍ରୀ ସ୍କୁଲ,କଲେଜ କୁ ପଡ଼ିବା ପାଇଁ ଯାଉଛନ୍ତି ।ସଙ୍କୁଚିତ ଦଦରା ରାସ୍ତା ସହିତ ଉଭୟ ପାର୍ଶ୍ୱରେ ଅନାବନା ଗଛ ଲତା ଯୋଗୁଁ ବିଭିନ୍ନ ସମୟରେ ଯିବା ଆସିବା କରୁଥିବା ସ୍କୁଲ ଯାନବାହନ,ବାଇକ ଆରୋହୀଙ୍କ  ପାଇଁ ସାଇଟ୍ ଦେବା ସମସ୍ୟା ସୃଷ୍ଟି କରିଛି।ପୁଣି କେତେବେଳେ ଗାଡ଼ି ଗୁଡିକ ସାଇଟ୍ ଦେବା ବେଳେ ସାଇକଲ ଯୋଗେ ଯାଉଥିବା ଛାତ୍ରଛାତ୍ରୀ ମାନେ ପାଣି ଭର୍ତ୍ତି ଗର୍ତ୍ତରେ ପଡ଼ୁଛନ୍ତି ତ ଆଉ କେତେବେଳେ ନିଜର ସୁରକ୍ଷା ପାଇଁ ରାସ୍ତା ପାର୍ଶ୍ବ ଚାଷ ଜମିକୁ ଓହ୍ଲାଇ ବାକୁ ବାଧ୍ୟ ହୋଇଥାନ୍ତି ।ସରକାର ରାସ୍ତା ଉନ୍ନତିକରଣ ପାଇଁ କୋଟି କୋଟି ଟଙ୍କା ଅନୁଦାନ ଯୋଗାଇ ଖର୍ଚ୍ଚ କରୁଛନ୍ତି ହେଲେ ସହରକୁ ସଂଯୋଗ ଏହି ସଙ୍କୁଚିତ ୩କିମି ସିମେଣ୍ଟ କଂକ୍ରିଟ ରାସ୍ତାର ମରାମତି କିମ୍ବା ନବୀକରଣ କାର୍ଯ୍ୟ ପ୍ରତି ବିଭାଗୀୟ କର୍ତୃପକ୍ଷ ସମ୍ପୂର୍ଣ୍ଣ ଅଣଦେଖା କରି ଆସୁଛନ୍ତି । ବିଶେଷ କରି ଏହି ରାସ୍ତା ଛାତ୍ରଛାତ୍ରୀଙ୍କ ପାଇଁ।ତେଣୁ ବିପଦପୂର୍ଣ୍ଣ ସାଜିଥିବା ଏହି ରାସ୍ତାର ଅବସ୍ଥାକୁ ଯୁଦ୍ଧକାଳୀନ ଭିତ୍ତିରେ ସମାଧାନ ଦିଗରେ ପ୍ରଶାସନ ପଦକ୍ଷେପ ନେବା ଆବଶ୍ୟକ ବୋଲି ବୁଦ୍ଧିଜୀବୀ ମହଲରେ ମତ ପ୍ରକାଶ ପାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like