-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ଓଡ଼ିଶା ସାହିତ୍ୟ ଏକାଡେମୀ ର ସ୍ଵ ନକ୍ଷତ୍ର ଦିବସ ପାଳନ ଅବସର ରେ ସୁବର୍ଣ୍ଣପୁର ଠାରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ

10-Jul-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ)
ଓଡିଶା ସାହିତ୍ୟ ଏକାଡେମୀ, ଭୁବନେଶ୍ଵର ର ସ୍ଵନକ୍ଷତ୍ର ଦିବସ ପାଳନ ଅବସରରେ ସୁବର୍ଣ୍ଣପୁର ଜିଲ୍ଲା ସ୍ତରରେ ଷଷ୍ଠ ରୁ ଦଶମ ଶ୍ରେଣୀର ଛାତ୍ର ଛାତ୍ରୀ ମାନଙ୍କ କନିଷ୍ଠ ଓ ବରିଷ୍ଠ ରେ  ସାହିତ୍ୟ ସମ୍ପର୍କୀତ ସାଧାରଣ ଜ୍ଞାନ ସହିତ ଇଂରାଜୀ ରୁ ଓଡ଼ିଆ ଅନୁବାଦ, ପ୍ରବନ୍ଧ, କବିତା ଆବୃତ୍ତି ଓ ବକ୍ତୃତା ଜିଲ୍ଲା ସଂସ୍କୃତି ଭବନ ଓ ଜିଲ୍ଲା ପାଠାଗାର, ସୋନପୁର ଠାରେ ଅଦ୍ୟ ତା ୧୦.୦୭.୨୦୨୫ ପୂର୍ବାହ୍ନ ୯.୦୦ ଘଟିକରୁ ଆରମ୍ଭ ହୋଇଥିଲା। ଏହି ପ୍ରତିଯୋଗୀତାରେ ଅତିରିକ୍ତ ଜିଲ୍ଲାପାଳ,(ରାଜସ୍ବ), ସୁବର୍ଣ୍ଣପୁର, ଶ୍ରୀ ରାଜେନ୍ଦ୍ର ମାଝୀ, ମୁଖ୍ୟ ଅତିଥି, ଅତିରିକ୍ତ ଜିଲ୍ଲାପାଳ,( ସାଧାରଣ), ସୁବର୍ଣ୍ଣପୁର,ଶ୍ରୀମତି ଅଞ୍ଜଳିନା ପ୍ରଧାନ, ସମ୍ମାନିତ ଅତିଥି, ଶ୍ରୀ ସମୀର କୁମାର ନାଏକ, ଡେପୁଟି କାର୍ଯ୍ୟ ନିର୍ବାହୀ ଅଧିକାରୀ, (ଓ. ଆର. ଏମ. ଏ .ଏସ) ORMAS, ସୁବର୍ଣ୍ଣପୁର ଓ ସୁଶ୍ରୀ ଯମୁନା ପ୍ରଧାନ, ଜିଲ୍ଲା ସଂସ୍କୃତି ଅଧିକାରୀ, ସୁବର୍ଣ୍ଣପୁର,ଅନ୍ୟତମ ସମ୍ମାନିତ ଅତିଥି ଭାବେ ଯୋଗଦାନ କରିଥିଲେ । ୧୨ (ବାର) ଜଣ ବିଭିନ୍ନ ବର୍ଗର ବିଚରକମାନେ ଉପସ୍ଥିତ ରହି ପ୍ରତ୍ୟେକ ବର୍ଗର ପ୍ରଥମ, ଦ୍ଵିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀ ମାନଙ୍କୁ  ଚୟନ କରିଥିଲେ । ପ୍ରତ୍ୟେକ ବର୍ଗର ପ୍ରଥମ, ଦ୍ଵିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀ ମାନଙ୍କୁ  ମୁଖ୍ୟ ଅତିଥି ଓ ଅନ୍ୟ ସମ୍ମାନିତ ଅତିଥି ମାନଙ୍କ ଦ୍ଵାରା ମାନପତ୍ର ସହିତ ଟ୍ରଫି ପ୍ରଦାନ କରାଯାଇଥିଲା ।ଏହି ପ୍ରତିଯୋଗିତାର ପ୍ରତ୍ୟେକ ବର୍ଗର ପ୍ରଥମ ସ୍ଥାନ ଅଧିକାର କରିଥିବା କନିଷ୍ଠ  ଓ ବରିଷ୍ଠ  କୃତି ପ୍ରତିଯୋଗୀ ମାନେ ଭୁବନେଶ୍ଵର ସ୍ଥିତ ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ଠାରେ ଯଥାକ୍ରମେ ଆଗାମୀ ନର୍ବାଚନରେ ତା୧୩.୦୭.୨୦୨୫ ଓ ୨୦.୦୭.୨୦୨୫ ରିଖ ଦିନ ହେବାକୁ ଥିବା ରାଜ୍ୟ ସ୍ତରୀୟ ପ୍ରତିଯୋଗୀତାରେ ଅଂଶଗ୍ରହଣ କରିବେ । 
ସେହି ପ୍ରତିଯୋଗୀମାନଙ୍କ ତାଲିକା ଜିଲ୍ଲା କାର୍ଯ୍ୟାଳୟ ପତ୍ର ସଂଖ୍ୟା ୩୯୭ ତା ୧୦.୦୭.୨୦୨୫ ରେ  ସଚିବ, ଓଡିଶା ସାହିତ୍ୟ ଏକାଡେମୀ, ଭୁବନେଶ୍ଵର ଙ୍କ ନିକଟକୁ ପଠାଇ ଦିଆ ଯାଇ ଥିବା ସୂଚନା ମିଳିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like