-+91-9937148622 |

prerana_bgr@rediffmail.com |

  Saturday 9th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      *ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   (09-May-2026)       ||      ଡ. ସଂଗୀତା ମିଶ୍ରଙ୍କୁ ଓଡିଶା ଗୌରବ ସମ୍ମାନ   (09-May-2026)       ||      ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ    (09-May-2026)       ||      *ନବରଙ୍ଗପୁର ଜିଲ୍ଲାରେ କେନ୍ଦୁପତ୍ର ଦେଉଛି ଆଦିବାସୀ ଲୋକଙ୍କୁ ରୋଜଗାର*   (09-May-2026)       ||      ଲୋକ ମାଳ ମାଳ ମଦ ପ୍ରବଳ , ଜଗତସିଂହପୁର ଥାନା କବଜାରେ ପୁଣି ବଡ଼ ମଦ ବେପାରୀ    (09-May-2026)       ||      Mm   (09-May-2026)       ||      ପଞ୍ଚାୟତ ସମିତି ବୈଠକରେ ତରଭାକୁ ଉପଖଣ୍ଡ ମାନ୍ୟତା ଦାବୀ ଉଠିଲା    (09-May-2026)       ||      ରାଜ୍ୟ ସରକାର ନିୟମକୁ ଫୁ କରି ଯନ୍ତ୍ରୀ,ଠିକାଦାର ଶ୍ରମିକଙ୍କୁ ଦ୍ୱିପ୍ରହରରେ କାମ କରାଉଛନ୍ତି ♦️ଏବେ ଶ୍ରମିକ ଛାତରୁ ପଡ଼ି ମୃତ୍ୟୁ ହେବା ପଛରେ ଦାୟୀ କିଏ ?   (09-May-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ବିଶ୍ୱ ରେଡକ୍ରସ ଦିବସ ପାଳିତ   (08-May-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ରେଡ୍ କ୍ରସ ଦିବସ ପାଳିତ   (08-May-2026)       ||      ମା ଛେଲିଆପାଟ ସେବା ସଂଗଠନ ପକ୍ଷରୁ ନିଆରା ପ୍ରୟାସ, ପଶୁପକ୍ଷୀ ଙ୍କ ପାଇଁ ଜଲଛତ୍ର ର ସୁ ବ୍ୟବସ୍ଥା    (08-May-2026)       ||      ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ   (08-May-2026)       ||      ଧାନ ମଣ୍ଡିକୁ ଆସିଲା ମାତ୍ରେ କିଣାଯାଉ   (08-May-2026)       ||      ସ୍ୱାସ୍ଥ୍ୟ ସେବା ସମ୍ପର୍କିତ ସମୀକ୍ଷା ବୈଠକରେ ଯୋଗ ଦେଲେ ସ୍ୱାସ୍ଥ୍ୟ ମନ୍ତ୍ରୀ♦️ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ଯୋଜନାର ସଫଳ ରୂପାୟନ ଓ କାର୍ଯ୍ୟକାରିତା ବିଷୟରେ ଆଲୋଚନା   (08-May-2026)       ||      ବିଜେପି ଆଇଟି ସେଲ ସଂଯୋଜକ ନିଳାଞ୍ଚଳ ଦରୁଆନଙ୍କୁ ରାତି ଅଧରେ ଘରୁ ଉଠାଇ ନେଇ ମରଣାନ୍ତକ ଆକ୍ରମଣ: ପୁଣି ବିରୋଧ ରେ ଲେଖିଲେ ମାରି ଦେବାର ଧମକ    (08-May-2026)       ||      ହିଆଁଲ କ୍ଳଷ୍ଟର ସ୍ତରୀୟ ବିଶ୍ବ ରେଡକ୍ରସ ଦିବସ ପାଳିତ   (08-May-2026)       ||     

HOME   ଜିଲ୍ଲା

ବୁର୍ଡ଼l ରେ ପଣ୍ଡିତ ବ୍ୟାସଦେବ ଙ୍କ ଜନ୍ମତିଥି ଅବସରରେ ଗୁରୁ ପୂଜନ କାର୍ଯ୍ୟକ୍ରମ

10-Jul-2025



ଲୋଇସିଂହା, (ବିନୋଦ ଦୀପ) ଆଷାଢ଼ ପୁର୍ଣିମା ତିଥିରେ ପଣ୍ଡିତ ବ୍ୟାସଦେବ ଙ୍କ ଜନ୍ମତିଥି ଅବସରରେ ଗୁରୁ ପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବୁର୍ଡା ଠାରେ ବିଜେପି ତରଫରୁ ପବିତ୍ର ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳନ କରାଗଲା l ଏହି ଅବସରରେ ସ୍ଥାନୀୟ ଗୁରୁତୁଲ୍ୟ ବରିଷ୍ଠ ବ୍ୟକ୍ତିବିଶେଷଙ୍କୁ କାର୍ଯ୍ୟକର୍ତ୍ତାଙ୍କ ଦ୍ଵାରା ସମ୍ମାନିତ କରାଗଲା l ସମସ୍ତ ଜ୍ଞାନଦାତା ଗୁରୁଙ୍କୁ ଶତ କୋଟି ପ୍ରଣାମ ଜଣାଇବା ସହ ମହାପ୍ରଭୁଙ୍କ ନିକଟରେ ସେମାନଙ୍କ ଦୀର୍ଘ, ସୁସ୍ଥ ଏବଂ ମଙ୍ଗଳମୟ ଜୀବନ କାମନା କରାଗଲା l  ଗୁରୁ ମଧ୍ୟରେ ଉପସ୍ଥିତ ଥିଲେ ଅବସରପ୍ରାପ୍ତ ଶିକ୍ଷକ ବେଣୁଧର ଭୋଇ, ସମାରୁ ପଧାନ, ରାମଚନ୍ଦ୍ର ପଟେଲ, ବୁଦ୍ଧଦେବ ସାହୁ, ବିଶ୍ଵାମିତ୍ର ବାରିକ, ନାରାୟଣ ସାହୁ, ଉପେନ୍ଦ୍ର ସାହୁ, ଲଳିତ ବିଶ୍ଵାଳ, ସୁବାଷ ପଟେଲ ପ୍ରମୁଖ l ସେହିପରି ଗୌରାଙ୍ଗ ନାଏକ, ସରୋଜ ସାହୁ, ପ୍ରଶାନ୍ତ ସାହୁ, ସୁନୀଲ ଦାସ, ନିରୋଜ ନାଗ, ସୁଦିପ ସା, ସରୋଜ ଦାସ, ପ୍ରଶାନ୍ତ ବେହେରା, ଗୌତମ କୁଅଁର, ବହାଦୁର ନନ୍ଦ ପ୍ରମୁଖ ବିଜେପି କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-May-2026
  ଅପରାଧ  
ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   09-May-2026
  ଜିଲ୍ଲା  
ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର   09-May-2026
  ଜିଲ୍ଲା  
ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର   09-May-2026
  ଜିଲ୍ଲା  
*ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   09-May-2026
  ଜିଲ୍ଲା  
ଡ. ସଂଗୀତା ମିଶ୍ରଙ୍କୁ ଓଡିଶା ଗୌରବ ସମ୍ମାନ   09-May-2026
  ଜିଲ୍ଲା  
ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ   09-May-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାରେ କେନ୍ଦୁପତ୍ର ଦେଉଛି ଆଦିବାସୀ ଲୋକଙ୍କୁ ରୋଜଗାର*   09-May-2026
  ଜିଲ୍ଲା  
ଲୋକ ମାଳ ମାଳ ମଦ ପ୍ରବଳ , ଜଗତସିଂହପୁର ଥାନା କବଜାରେ ପୁଣି ବଡ଼ ମଦ ବେପାରୀ    09-May-2026
  ଜିଲ୍ଲା  
Mm   09-May-2026
  ଜିଲ୍ଲା  
ପଞ୍ଚାୟତ ସମିତି ବୈଠକରେ ତରଭାକୁ ଉପଖଣ୍ଡ ମାନ୍ୟତା ଦାବୀ ଉଠିଲା   09-May-2026
  ରାଜ୍ୟ  
ରାଜ୍ୟ ସରକାର ନିୟମକୁ ଫୁ କରି ଯନ୍ତ୍ରୀ,ଠିକାଦାର ଶ୍ରମିକଙ୍କୁ ଦ୍ୱିପ୍ରହରରେ କାମ କରାଉଛନ୍ତି ♦️ଏବେ ଶ୍ରମିକ ଛାତରୁ ପଡ଼ି ମୃତ୍ୟୁ ହେବା ପଛରେ ଦାୟୀ କିଏ ?   09-May-2026

You Might Also Like

                           
  ଜିଲ୍ଲା  

Mm