-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

କୁମ୍ଭାରୀ ଗୁରୁପୀଠରେ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ

10-Jul-2025



ବରପାଲି  (ସୁଦାମ ଦୀପ)
 ବରଗଡ ଜିଲ୍ଲା ବରପାଲି ବ୍ଲକ ଅନ୍ତର୍ଗତ କୁମ୍ଭାରୀ ଗୁରୁପୀଠରେ ଗୁରୁ ପୂର୍ଣ୍ଣିମା ଉତ୍ସବ ସମାରୋହରେ ପାଳିତ ହୋଇଯାଇଛି। ଯେlଗ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ପ୍ରଶିକ୍ଷଣ ପ୍ରତିଷ୍ଠାନ କଦଳୀପାଲି ଶାଖା କୁମ୍ଭାରୀ ଗ୍ରାମର ଗୁରୁପୀଠ ପରିସରରେ ଶ୍ରଦ୍ଧା ଓ ଉତ୍ସାହର ସହ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳନ ଅବସରରେ ଗୁରୁବାର ପୂର୍ବାହ୍ନ ପ୍ରଥମାର୍ଦ୍ଧ ଆଶ୍ରମ ଶିଷ୍ୟ ଓ ଶିଷ୍ୟାମାନେ ଭକ୍ତି ଭାବନେଇ ପୂଜ୍ୟ ଗୁରୁଦେବ ଓ ପୂଜନୀୟା ଗୁରୁମାଙ୍କ ପଦଧୌତ ସହ ପୂଜାର୍ଚ୍ଚନା କରିଥିଲେ।  କାର୍ଯ୍ୟକ୍ରମରେ ପୂଜ୍ୟ ଗୁରୁଦେବ ପ୍ରଭୁ ଶରଣାଗତ ଆନନ୍ଦ  'ଗୁରୁ' ବିଷୟରେ ଦିବ୍ୟ ଅଭିଭାଷଣ ଦେଇ ପରିବେଶକୁ ଆଧ୍ୟାତ୍ମିକ ଭାବମୟ ସୃଷ୍ଟି କରିଥିଲେ। ପୂଜନୀୟା ଗୁରୁମାଁ 'ଗୁରୁଭକ୍ତି' ସମ୍ବନ୍ଧରେ ଏବଂ ଆଚାର୍ଯ୍ୟ ଶେଷଦେବ ଗୁରୁ ପୂର୍ଣ୍ଣିମା ପାଳନର ଉଦ୍ଦେଶ୍ୟ ଓ ତାର ରହସ୍ୟ ସମ୍ଵନ୍ଧରେ ଦିବ୍ୟ ଅଭିଭାଷଣ ଉପସ୍ଥାପିତ କରିଥିଲେ। ଏହାପରେ ଅନ୍ୟ ସାଧକମାନେ ମଧ୍ୟ ଗୁରୁ ପୂର୍ଣ୍ଣିମା ଉପଲକ୍ଷେ ନିଜ ନିଜର ଅଭିଭାଷଣ ପ୍ରଦାନ କରିଥିଲେ। ସାଧକ ପ୍ରେମାନନ୍ଦ ବାରିକ ଉଦଯାପନ ଅଭିଭାଷଣ ପ୍ରଦାନ କରିଥିଲେ। ଗୁରୁଙ୍କ ରଚିତ ଆଧ୍ୟାତ୍ମିକ ଭାବଭକ୍ତିଭରା ସଂଗୀତ ସମସ୍ତଙ୍କ ମଧ୍ୟରେ ଐଶ୍ବରିକ ଭାବଧାରା ସଂଚାର କରିଥିଲା। କୈଳାସ, ବାସନ୍ତୀ, ମମତା, ସରୋଜ, ସଂଜୟ, ଅଶୋକ, ଦଶରଥ ତଥା ଅନ୍ୟାନ୍ୟ ସାଥୀ ବୃନ୍ଦ ସଙ୍ଗୀତରେ ସହଯୋଗ କରିଥିଲେ। ସମଗ୍ର କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ ପ୍ରକାଶ ପ୍ରଧାନ।  ପ୍ରସାଦ ସେବନ ପରେ ମାଙ୍ଗଳିକ କାର୍ଯ୍ୟକ୍ରମ ସମାପ୍ତ ହୋଇଥିଲା। ଅପୂର୍ଣ୍ଣ ଜୀବନକୁ ପୂର୍ଣ୍ଣ କରିବା ପାଇଁ ଗୁରୁ ପ୍ରଦତ୍ତ ଆଧ୍ୟାତ୍ମିକ ଶିକ୍ଷା ଓ ସାଧନା ର ଆବଶ୍ୟକତା, ଗୁରୁଙ୍କ ରହସ୍ୟମୟ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ଗୁରୁପୂର୍ଣ୍ଣିମା ପାଳନର ମୁଖ୍ୟ ଉଦ୍ଦେଶ୍ୟ ରହିଥିଲା।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like