-+91-9937148622 |

prerana_bgr@rediffmail.com |

  Saturday 1st August 2026 |

| | | |

R.N.I. Regd No. ODIODI/2010/46693

Breaking News

*ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଓ ପୌର ପରିଷଦ ପକ୍ଷରୁ ସହରରେ ରେ ମଶା ବଂଶ ନିପାତ ପାଇଁ ବଳିଷ୍ଠ ପଦକ୍ଷେପ*   (01-Aug-2026)       ||      ଚାଷୀଙ୍କ କ୍ଷତିପୂରଣ ଦାବିକଲା ଲିବରେସନ୍ ସାମାଜିକ ଅନୁଷ୍ଠାନ   (01-Aug-2026)       ||      ଦୟାନନ୍ଦ ପବ୍ଲିକ ସ୍କୁଲର ଷ୍ଟାଫ ଡେ ଓ ନର୍ସରୀ ଟିଚର୍ସ୍ ଟ୍ରେନିଂ ଛାତ୍ରୀମାନଙ୍କ ସମାବର୍ତ୍ତନ ଉତ୍ସବ   (01-Aug-2026)       ||      ଏଡିଇଓ ରଞ୍ଜିତ ଘିବେଲାଙ୍କୁ ବିଦାୟକାଳୀନ ସମ୍ବଦ୍ଧନା    (01-Aug-2026)       ||      ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   (31-Jul-2026)       ||      ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   (31-Jul-2026)       ||      *ଗାନ୍ଧି ଷ୍ଟାଡିୟମ୍ ପାଇଁ ୨୫ କୋଟି ୭୫ ଲକ୍ଷ ଓ ଭୀମଭୋଇ ସମାଧିପୀଠ ଖଲିଆପାଲି ପାଇଁ ୩୪କୋଟି ଅର୍ଥ ମଞ୍ଜୁରୀ - ଜିଲ୍ଲାପାଳ ଙ୍କୁ ଜିଲ୍ଲା କ୍ରୀଡା ସଂଘ ପକ୍ଷରୁ ଶୁଭେଛା ସମ୍ୱର୍ଦ୍ଧନା ଜ୍ଞାପନ*-   (31-Jul-2026)       ||      ଅଧ୍ୟକ୍ଷ ହେମନ୍ତ କୁମାର ମୁଣ୍ଡଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା,,,,,,, .୩୫ ବର୍ଷ ୨ମାସର କାର୍ଯ୍ୟଧାରା .ନମ୍ରତା ଓ ସରଳତା ଥିଲା ମୂଳମନ୍ତ୍ର   (31-Jul-2026)       ||      ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର ପାନୀୟ ଜଳ ଓ ପରିମଳ ନିର୍ଦ୍ଦେଶକଙ୍କ ତିନି ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ   (31-Jul-2026)       ||      ଲୋୟର ସୁକତେଲ ଡ୍ୟାମ୍‌ ଅଞ୍ଚଳରେ ୧୬୩ ଧାରା ଲାଗୁ: ପ୍ରବେଶ, ଗାଧୋଇବା ଓ ସେଲଫି ନେବା ଉପରେ କଟକଣା   (31-Jul-2026)       ||      *ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   (31-Jul-2026)       ||      ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   (31-Jul-2026)       ||      ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   (31-Jul-2026)       ||      ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   (31-Jul-2026)       ||      *ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   (31-Jul-2026)       ||      ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                        (31-Jul-2026)       ||      ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ    (31-Jul-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   (31-Jul-2026)       ||      ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (30-Jul-2026)       ||      କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   (30-Jul-2026)       ||     

HOME   ଜିଲ୍ଲା

ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର, ପଦ୍ମପୁରରେ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ

11-Jul-2025



ପଦ୍ମପୁର (ପ୍ରେରଣା ଖବର)
 ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର, ପଦ୍ମପୁରରେ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ ହୋଇ ଯାଇଛି । ପ୍ରାତଃ ପର୍ଯ୍ୟାୟ ରେ ପର୍ଯ୍ୟାୟ ପ୍ରମୁଖ ଶ୍ରୀମତୀ ସୁଜାତା ତ୍ରିପାଠୀ ଗୁରୁ ପୂର୍ଣ୍ଣିମା ର ଉଦ୍ଦେଶ୍ୟ କଥନ କରିଥିଲେ ।ଶ୍ରୀଯୁକ୍ତ ଦୁର୍ବାଦଳ ସାହୁ ଗୁରୁଜୀ ଗୁରୁ ପୂର୍ଣ୍ଣିମା ବିଷୟରେ ବୌଦ୍ଧିକ ପ୍ରଦାନ କରିଥିଲେ। ଶିଶୁ ମନ୍ଦିର ବିଭାଗ ରେ ଶ୍ରୀଯୁକ୍ତ ରୋହିତ କୁମାର ମେହେର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦୀପ ପ୍ରଜ୍ଜ୍ୱଳନ କରି ବ୍ୟାସ ପୂର୍ଣ୍ଣିମା ବିଷୟରେ ପ୍ରାଞ୍ଜଳ ଭାବେ ବର୍ଣ୍ଣନା କରିଥିଲେ। ଶ୍ରୀଯୁକ୍ତ ମୁଦିରଥ ପଣ୍ଡା ଅତିଥି ପରିଚୟ ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମ କୁ ପିଙ୍କି ଗୁରୁମା ସଂଯୋଜନା କରିଥିଲାବେଳେ ରଞ୍ଜିତା ଗୁରୁମା ବୌଦ୍ଧିକ ପ୍ରଦାନ କରିଥିଲେ। ନରେନ୍ଦ୍ର କୁମ୍ଭାର ଗୁରୁଜୀ ଧନ୍ୟବାଦ ଅର୍ପଣ କରିଥିଲେ । ସେହିପରି ବିଦ୍ୟାମନ୍ଦିର ପରିସରରେଏହି  ମୁଖ୍ୟ ଅତିଥି ଭାବରେ ବିଦ୍ୟାଳୟର ସମ୍ପାଦକ ଶ୍ରୀଯୁକ୍ତ ଜନକ ଲାଲ ମେହେର ଦୀପ ପ୍ରଜ୍ଜ୍ୱଳନ ପୂର୍ବକ ଶିଶୁ ଭାଇ ଭଉଣୀମାନଙ୍କୁ କାହିଁକି ଗୁରୁ ପୂର୍ଣ୍ଣିମା ପାଳନ କରୁ ସେ ବିଷୟରେ ମାର୍ଗ ଦର୍ଶନ କରିଥିଲେ । ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ଚୈତନ୍ୟ ଭୋଇ ମୁଖ୍ୟ ଅତିଥିଙ୍କ ପରିଚୟ କରିବା ସହିତ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ । ଶ୍ରୀମତୀ ମମତା ଗଡ଼ତିଆ ଗୁରୁମା କାର୍ଯ୍ୟକ୍ରମକୁ ସଂଯୋଜନା କରିଥିବା ବେଳେ  ବିଦ୍ୟା ମନ୍ଦିର ପ୍ରମୁଖ ଦେବରାଜ ଡନସନା ଗୁରୁଜୀ ଧନ୍ୟବାଦ ଅର୍ପଣ କରିଥିଲେ । ସମସ୍ତଙ୍କ ସହଯୋଗରେ କାର୍ଯ୍ୟକ୍ରମ ଟି ସଫଳ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଓ ପୌର ପରିଷଦ ପକ୍ଷରୁ ସହରରେ ରେ ମଶା ବଂଶ ନିପାତ ପାଇଁ ବଳିଷ୍ଠ ପଦକ୍ଷେପ*   01-Aug-2026
  ରାଜ୍ୟ  
ଚାଷୀଙ୍କ କ୍ଷତିପୂରଣ ଦାବିକଲା ଲିବରେସନ୍ ସାମାଜିକ ଅନୁଷ୍ଠାନ   01-Aug-2026
  ଜିଲ୍ଲା  
ଦୟାନନ୍ଦ ପବ୍ଲିକ ସ୍କୁଲର ଷ୍ଟାଫ ଡେ ଓ ନର୍ସରୀ ଟିଚର୍ସ୍ ଟ୍ରେନିଂ ଛାତ୍ରୀମାନଙ୍କ ସମାବର୍ତ୍ତନ ଉତ୍ସବ   01-Aug-2026
  ଜିଲ୍ଲା  
ଏଡିଇଓ ରଞ୍ଜିତ ଘିବେଲାଙ୍କୁ ବିଦାୟକାଳୀନ ସମ୍ବଦ୍ଧନା   01-Aug-2026
  ଜିଲ୍ଲା  
ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   31-Jul-2026
  ଜିଲ୍ଲା  
ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   31-Jul-2026
  ଜିଲ୍ଲା  
*ଗାନ୍ଧି ଷ୍ଟାଡିୟମ୍ ପାଇଁ ୨୫ କୋଟି ୭୫ ଲକ୍ଷ ଓ ଭୀମଭୋଇ ସମାଧିପୀଠ ଖଲିଆପାଲି ପାଇଁ ୩୪କୋଟି ଅର୍ଥ ମଞ୍ଜୁରୀ - ଜିଲ୍ଲାପାଳ ଙ୍କୁ ଜିଲ୍ଲା କ୍ରୀଡା ସଂଘ ପକ୍ଷରୁ ଶୁଭେଛା ସମ୍ୱର୍ଦ୍ଧନା ଜ୍ଞାପନ*-   31-Jul-2026
  ଜିଲ୍ଲା  
ଅଧ୍ୟକ୍ଷ ହେମନ୍ତ କୁମାର ମୁଣ୍ଡଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା,,,,,,, .୩୫ ବର୍ଷ ୨ମାସର କାର୍ଯ୍ୟଧାରା .ନମ୍ରତା ଓ ସରଳତା ଥିଲା ମୂଳମନ୍ତ୍ର   31-Jul-2026
  ଜିଲ୍ଲା  
ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର ପାନୀୟ ଜଳ ଓ ପରିମଳ ନିର୍ଦ୍ଦେଶକଙ୍କ ତିନି ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ   31-Jul-2026
  ଜିଲ୍ଲା  
ଲୋୟର ସୁକତେଲ ଡ୍ୟାମ୍‌ ଅଞ୍ଚଳରେ ୧୬୩ ଧାରା ଲାଗୁ: ପ୍ରବେଶ, ଗାଧୋଇବା ଓ ସେଲଫି ନେବା ଉପରେ କଟକଣା   31-Jul-2026
  ଜିଲ୍ଲା  
*ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   31-Jul-2026
  ଜିଲ୍ଲା  
ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   31-Jul-2026

You Might Also Like