-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଡୁଙ୍ଗୁରିପାଲି ଧର୍ମଦାଣ୍ଡି ନାଳରେ ଭାସି ଯାଇ ଥିବା ସାନ ଭାଇ ମୃତ ନିରଞ୍ଜନ ଙ୍କ ଶବ ମଧ୍ୟ ଆଜି ଉଦ୍ଧାର କରିବାରେ ସଫଳ ହୋଇଛି ଅଗ୍ନିଶମ ବିଭାଗ

11-Jul-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ବନ୍ଧ ପାଲି  ପଞ୍ଚାୟତ ଅନ୍ତର୍ଗତ ମାଝିମୁଣ୍ଡା ଗ୍ରାମର ଧର୍ମ ଦାଣ୍ଡି ନାଳରେ ଗାଧୋଉଥିବା ବେଳେ ନିଖୋଜ ହୋଇ ଯାଇଥିବା ଦୁଇ ଭାଈ  ଟିକେଶ୍ୱର ବାରିକ ଓ ନିରଞ୍ଜନ ବାରିକ ଙ୍କ ଶବ ଉଦ୍ଧାର କରିଛି ସ୍ଥାନୀୟ ଅଗ୍ନିଶମ ବାହିନୀ l ଉଭୟ ଦୁଇଜଣ ବ୍ୟକ୍ତି ହେଉଛନ୍ତି ମାଝୀମୁଣ୍ଡା ଗ୍ରାମର ଦୁଇଭାଇ  ଟିକେଶ୍ୱର ବାରିକ (୩୫)  ଓ ନିରଞ୍ଜନ ବାରିକ (୩୦) l ବିଲରେ ଚାଷ କାମ ସାରି ଦୁଇ ଭାଇ ଆସି ଧର୍ମଦାଣ୍ଡି ନାଳ କୁ ଗାଧୋଇବାକୁ ଯାଇ ଥିଲେ l ବଡ଼ ଭାଇ ଗାଧୋଉଥିବା ବେଳେ ହଠାତ୍ ପାଣି ମାଡ଼ି ଆସିଥିବାରୁ ସେ ଭାସି ଯାଉଥିବା ଦେଖି ସାନ ଭାଇ ବଡ଼ ଭାଇକୁ ବଞ୍ଚାଇବାକୁ  ଯାଇ ସେ ମଧ୍ୟ  ପାଣି ର ପ୍ରଖର ସ୍ରୋତ ରେ ଭାସି ଯାଇଥିଲେ l  ସ୍ଥାନୀୟ ଲୋକେ ଦୁଇ ଭାଇ ଭାସୁଥିବା ଦେଖି ମଧ୍ୟ ପାଣିର  ଅଧିକ ସ୍ରୋତ ଥିବାରୁ  ଉଦ୍ଧାର କରିବା କୁ ସାହସ କରି ନ ଥିଲେ l ତୁରନ୍ତ ଅଗ୍ନିଶମ ବାହିନୀ କୁ ଖବର ଦେବା ପରେ ଅଗ୍ନିଶମ ବିଭାଗ ଘଟଣା ସ୍ଥଳକୁ ଆସି ଖୋଜା ଖୋଜି କରିଥିଲେ l କିନ୍ତୁ ବର୍ଷା ଓ ରାତି ଅନ୍ଧାର ରେ  ନିଖୋଜ ଭାଈ ଦ୍ୱୟ ଙ୍କୁ ପ୍ରଥମ ଦିନ ଉଦ୍ଧାର କରିବା ସମ୍ଭବ ହୋଇ ନ ଥିଲା l ଦ୍ଵୀତୀୟ ଦିନ ସକାଳେ ମୃତ ବଡ ଭାଈ ଟିକେଶ୍ୱର ବାରିକ ଙ୍କୁ ଅଗ୍ନିଶମ ବାହିନୀ ଉଦ୍ଧାର କରିବା ରେ ସଫଳ ହୋଇଥିବା ବେଳେ ମୃତ ସାନ ଭାଇ ନିରଞ୍ଜନ ବାରିକ ଙ୍କ ଶବ ଆଜି ତୃତୀୟ ଦିନ ସକାଳେ ନାଳ ର ଦୁଇ କିମି ଦୂରରେ ଉଦ୍ଧାର କରି ଥିବା ଜଣା ଯାଇଛି l ପ୍ରତିକୂଳ ପାଣି ପାଗ ଓ  ଗଭୀର  ପାଣି ର ପ୍ରଖର ସ୍ରୋତ ସତ୍ତ୍ୱେ ମଧ୍ୟ ଦୀର୍ଘ ୩ ଦିନ ର ପ୍ରାଣ ମୂର୍ଚ୍ଛା ଉଦ୍ୟମ ଧର୍ଯ୍ୟ ଓ କଠିନ ପରିଶ୍ରମ ଯୋଗୁଁ ଡୁଙ୍ଗୁରିପାଲି ଅଗ୍ନିଶମ ବାହିନୀ ର ଷ୍ଟେସନ ଅଫିସର ପାଉଲୁଶ କୁଜୁର ଙ୍କ ନେତୃତ୍ଵ ରେ  ବିଭାଗ ର କର୍ମଚାରୀ  ରଶ୍ମି ରଞ୍ଜନ ବାରିକ, ସନ୍ତୋଷ ବେହେରା, ସୁଜିତ୍ ରାଉତ୍ , ସୁଶୀଲ ମାଝୀ, ଏସ ଏନ୍ ଖୁଣ୍ଟିଆ, ଏନ୍- କେ ସାହୁ, ପି. ମେଣ୍ଟାଲିଟି, ୟୁ ଏସ ଧରୁଆ, ପି. ବର୍ଗେ, ପି. କର୍ଣ ପ୍ରମୁଖ ସମସ୍ତ  ସହଯୋଗ ରେ ମୃତ ଦୁଇ ଭାଇ ଙ୍କ ଶବ ଉଦ୍ଧାର କରିବାରେ ସଫଳ ହୋଇ ଛନ୍ତି l ଓ ଆଶା ଆଶଙ୍କା ରେ  ଖୁବ ଦୁଃଖ କଷ୍ଟ ରେ ଜୀବନ ବିତାଉ ଥିବା ଏ ଶୋକ ସନ୍ତପ୍ତ ପରିବାର କୁ ପୋଲିସ ଓ ମେଡ଼ିକାଲ ଟିମ୍ ର ସହାୟତାରେ ଦୁଇ ଭାଇ ଙ୍କ ଶବ ବ୍ୟବଚ୍ଛେଦ ପରେ ଶବ ହସ୍ତାନ୍ତର କରିଛି  l


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like