-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଡରାଉଛି ଡାଇରିଆ....ସ୍ଥିତି ପରଖିଲେ ଜିଲ୍ଲା ମୁଖ୍ୟ ସ୍ବାସ୍ଥ୍ୟ ଅଧିକାରୀ

11-Jul-2025



ଅତାବିରା(ଆକାଶ ମିଶ୍ର): ବରଗଡ଼ ଜିଲ୍ଲା ଅତାବିରା ବ୍ଲକ ଅନ୍ତର୍ଗତ ହିର୍ଲି ପାଲି ଗ୍ରାମରେ ଏବେ ଡାଇରିଆ ଆତଙ୍କ।ଗ୍ରାମର ମୁଖ୍ୟତଃ ମାଙ୍ଗିଲି ପଡ଼ା, ଧୁବା ପଡ଼ା ଓ ସହରା ପଡ଼ାରେ    ଡାଇରିଆରେ ଆକ୍ରାନ୍ତ ହେଉଛନ୍ତି ଅଧିକ ଲୋକ । ଏବେ ସୁଦ୍ଧା ୬୩ ଜଣ ଆକ୍ରାନ୍ତ ହୋଇଥିବା ବେଳେ ୪୭ ଜଣ ଉପକୃତହୋଇ ସାରିଛନ୍ତି । ୫ ଜଣ ବୁର୍ଲାରେ ଜଣେ ବରଗଡ଼ ଓ ଜଣେ ଗ୍ରାମରେ  ସ୍ବାସ୍ଥ୍ୟ କର୍ମଚାରୀଙ୍କ ଦ୍ଵାରା ଚିକିତ୍ସିତ ହେଉଛନ୍ତି ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ରହିଛି।  ଡାଇରିଆ ସଂକ୍ରମଣ ହାର  ବଢୁଥିବା ଖବର ନେଇ ଅତାବିରା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ପକ୍ଷରୁ ଗତ ୫ ତାରିଖରୁ ଏକ ୧୨ ଜଣିଆ ସ୍ବାସ୍ଥ୍ୟ କର୍ମୀଙ୍କୁ ନେଇ ଏକ ଦଳ ଗଠନ କରି ହିର୍ଲୀ ପାଲି ଠାରେ ଅସ୍ଥାୟୀ ସ୍ବାସ୍ଥ୍ୟ କେନ୍ଦ୍ର ଖୋଇଛନ୍ତି । ଉକ୍ତ ସ୍ବାସ୍ଥ୍ୟକର୍ମୀ ଦଳରେ  ଡଃ ଯଯାତି ରାଉତ, ଡଃ ସୀମାରାଣୀ ନନ୍ଦ,ଡଃ ଭିଷ୍ମଦେବ ଭୋଇ ଙ୍କ ସମେତ ଏ ଏନ୍ ଏମ୍, ଆଶାକର୍ମୀ ଓ ଅଙ୍ଗନୱାଡ଼ି କର୍ମୀ ରହିଛନ୍ତି । ବରଗଡ଼ ଓ ଅତାବିରା ଆର୍ ଡବ୍ଲୁ ଏସ ଏସ  ର ଯନ୍ତ୍ରୀ ମାନେ ଆସି ଗ୍ରାମରେ  ବ୍ୟବହୃତ ପାନୀୟ ଜଳ ର ପରୀକ୍ଷା ନିରୀକ୍ଷା କରିବା ପରେ ଡାଇରିଆ ପଜିଟିଭ ବୋଲି ଜଣାପଡିଛି ।ଦୂଷିତ  ପାନୀୟ ଜଳ ଯୋଗୁଁ ଡାଇରିଆ ସଂକ୍ରମଣ ଗ୍ରାମରେ ବୃଦ୍ଧି ପାଉଥିବା ସ୍ପଷ୍ଟ ହୋଇଛି ।ଆଜି ଜିଲ୍ଲା ମୁଖ୍ୟ ସ୍ବାସ୍ଥ୍ୟ ଅଧିକାରୀ  ପହଞ୍ଚି  ଡାଇରିଆ ସ୍ଥିତି  ପରଖିଥିଲେ ।ଏହା ସହ  ପାନୀୟ ଜଳ ପରୀକ୍ଷା ପାଇଁ  ବରଗଡ଼ ପଠାଇଛନ୍ତି । ଗ୍ରାମର ସମସ୍ତ ନଳକୂଅ, କୂଅ, ମାନଙ୍କରେ ହାଲୋଜେନ୍ ବଟିକା ପକା ଯିବା ସହ ଚାରିଆଡ଼େ ବ୍ଲିଚିଂ ପାଉଡର ଓ ଫିନାଇଲ ସିଞ୍ଚନ କରାଯାଇଛି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ।ଜିଲ୍ଲା ସି ଡି ଏମ ଆଣ୍ଡ ପି ଏଚ୍ ଓ ଆଜି ପହଞ୍ଚି  ଲୋକଙ୍କ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିଥିଲେ। ଭୁବନେଶ୍ୱରରୁ ସ୍ବାସ୍ଥ୍ୟ କର୍ମୀ ଦଳ  ମଧ୍ୟ ଆଜି ଏହି ଗ୍ରାମକୁ  ପହଞ୍ଚିବାର ସୂଚନା  ରହିଛି,ତେଣୁ ଅସ୍ଥାୟୀ ସ୍ବାସ୍ଥ୍ୟ କେନ୍ଦ୍ରର ସମସ୍ତେ ଅପେକ୍ଷା ରତ । କିନ୍ତୁ ଏବେ ସୁଦ୍ଧା ଗ୍ରାମବାସୀଙ୍କ ମଧ୍ୟରେ ଡାଇରିଆ ଆତଙ୍କ ଲାଗି ରହିଛି ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like