-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

ରାଜ୍ୟ ଗଞ୍ଜେଇ ମାଫିଆ : ୨୮ ପ୍ୟାକେଟ ଜବତ, ୭ ପୁରୁଷ ଓ ୫ ମହିଳା ଗିରଫ

11-Jul-2025



ନୂଆପଡ଼ା  ଗତକାଲି ଜୋଙ୍କ ପୋଲିସ କୁ ବଡ଼ ସଫଳତା ମିଳିଛି। ବିଶ୍ବସ୍ତ ସୂତ୍ର ରୁ ଖବର ପାଇ ଆନ୍ତଃରାଜ୍ୟ ଗଞ୍ଜେଇ ମାଫିଆଙ୍କୁ କାବୁ କରି ତାଙ୍କଠାରୁ ଗଞ୍ଜେଇ, ବ୍ୟବହୃତ କାର ମୋବାଇଲ, ଟଙ୍କା ଜବତ୍ ସହ ସାତ ପୁରୁଷ ଓ ପାଞ୍ଚ ଜଣ ମହିଳାଙ୍କୁ ଗିରଫ କରିବାରେ ସଫଳ ହୋଇ ଥୂବା ଆଜି ଆହୁତ ସାମ୍ବାଦିକ ସମ୍ମିଳନୀରେ ନୂଆପଡ଼ା ଏସ.ପି. ଗୁଣ୍ଡାଳା ରଘବେନ୍ଦ୍ର ରେଙ୍ଗୀ ସୂଚନା ଦେଇଛନ୍ତି। ଆନ୍ତଃ ରାଜ୍ୟ ମାଫିଆ ଙ୍କ ଠାରୁ ୩୮ କେଜି ୬୭୮ଗ୍ରାମ (୨୮ ପ୍ୟାକେଟ) ରେ ଭର୍ତ୍ତି ଗଞ୍ଜେଇ ଜବତ ହୋଇଛି। କାର ଯୋଗେ ମଧ୍ୟପ୍ରଦେଶ ରାଜ୍ୟ ବିଦିଶା ଜିଲ୍ଲା କୁ ନେଉଥିଲେ। ଗୋଟିଏ ଆଇ ଟେନ୍ କାର ଓଡ଼ି- ୦୫-ଜି ୩୯୧୧, ୪ଗୋଟି ମୋବାଇଲ ଫୋନ, ୪ଟି ଆଧାରକାର୍ଡ, ୨୭,୧୦୦ ଟଙ୍କା ଜବତ କରାଯାଇଛି। ଗିରଫ ବ୍ୟକ୍ତିମାନେ ହେଲେ ଚିତ୍ତରଞ୍ଜନ ତାଣ୍ଡି (୩୬) ଡ୍ରାଇଭର, ଜିନା ତାଣ୍ଡି (୩୪) ଉଭୟ କୋମନା ବ୍ଲକ ଜେଠୁପାଲି ଗ୍ରାମ ର ଅଟନ୍ତି, ଶଙ୍କର ରେଖୱାର, ସୁରେନ୍ଦ୍ର ପରିହାର, ଗଞ୍ଜବସୋଦା, ଜିଲ୍ଲା ବିଦିଶା (ମଧ୍ୟପ୍ରେଦେଶ) ଅଶୋକ ସୋଦ(୪୦) ସୁଜାଲପୁରମଣ୍ଡି, ଜିଲ୍ଲା ଶାଜାପୁର, ରାକେଶ ବଚକର (୨୦) ଶିବନଗର, ଲଖନ ଲାଲ (୪୮) ସୁଜାଲପୂର୍‌ ମଣ୍ଡି, ଭଗତ ସିଂହ (୬୫) ତଳୟା, ଭୋପାଳ, ବବଳି (୪୦)ସୁଜାଲପୁର ମଣ୍ଡି, ନିରାଶା (୩୫) ସୁଜାଲପୁର ମଣ୍ଡି, ମାଳତୀ ଭେଶକର (୫୦) ସୁଜାଲପୁର ମଣ୍ଡି, ମମତା ସୋଦ (୩୫) ସୁଜାଲପୁର ମଣ୍ଡି, ଏ ସମସ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ଜୋଙ୍କ ପୋଲିସ୍ ଥାନା କେଶ ନମ୍ବର-୧୪୫, ୮ ଜୁଲାଇ ୨୦୨୫, ଅଣ୍ଡର ସେକ୍ସନ ୧୧୧(୪) ବିଏନଏସ ଓ ଏନଡିପିଏସ ଆକ୍ଟ ୧୯୮୫ ରୁଜୁ କରାଯାଇଛି। ଏ ଅବସର ରେ ଜୋଙ୍କ ଥାନ ଆଇଆଇସି ପ୍ରଦୀପ କୁମାର ଧରୁଆ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like