-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

ଜ଼ିଲ୍ଲା ପ୍ରେସ କ୍ଲବର ନୂତନ କାର୍ଯ୍ୟକର୍ତ୍ତା ମନୋନୀତ

11-Jul-2025



ବୌଦ୍ଧ: ସ୍ଥାନୀୟ ସାମ୍ବାଦିକ ଫରୋମ କାର୍ଯ୍ୟାଳୟ ପରିସରରେ ଆଜି ଜ଼ିଲ୍ଲା ପ୍ରେସ କ୍ଲବର ସାଧରଣ ବୈଠକ ଅନୁଷ୍ଠିତ ହୋଇ ଯାଇଛି l ସଭାପତି ବରଜ କୁମାର ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ବୈଠକରେ ସାଧାରଣ ସମ୍ପାଦକ ରଘୁନାଥ ଷଡ଼ଙ୍ଗୀ ପୂର୍ବ କାର୍ଯ୍ୟକ୍ରମର ଆୟ ବ୍ୟୟ ହିସାବ ଉପସ୍ଥାପନା କରିଥିଲେ l ଏହାପରେ ଚଳିତବର୍ଷ କ୍ଲବର ପ୍ରତିଷ୍ଠା ଦିବସ ପାଳନ ସମ୍ପର୍କରେ ଆଲୋଚନା କରିବା ସହ ସାମ୍ବାଦିକଙ୍କ ନିମନ୍ତେ କଲ୍ୟlଣପାଣ୍ଠି ଗଠନ ଓ ବିଭିନ୍ନ ସମାଜ କଲ୍ୟlଣ କାର୍ଯ୍ୟ କରିବାପାଇଁ ବୈଠକରେ ନିଷ୍ପତ୍ତି ନିଆଯାଇଛି l ଏହାପରେ ନୂତନ କାର୍ଯ୍ୟକର୍ତ୍ତା ନିର୍ବାଚନ କରାଯାଇଥିଲା l ସଭାପତି ଭାବେ ପ୍ରଦୋଷ କୁମାର ମିଶ୍ର, ଉପସଭାପତି ଭାବେ ସମରେଶ ମିଶ୍ର, ସୁକାନ୍ତ ପଟନାୟକ, ସତ୍ୟନାରାୟଣ ପାଣି l ସାଧାରଣ ସମ୍ପାଦକ ଭାବେ ରଘୁନାଥ ଷଡ଼ଙ୍ଗୀ, ସହ ସମ୍ପାଦକ ଭାବେ ଦୁର୍ଯ୍ୟଧନ ବିଶି, ପ୍ରଭାତ ସାହୁ, ସଂଜୀବ ମହାକୁଳ, କୋଷାଧ୍ୟକ ଭାବେ ନରେନ୍ଦ୍ର ସାହୁ, ଉପଦେଷ୍ଠା ଭାବେ ବରଜ ବେହେରା, ଯୁଗଳ ସାମଲ, ଦିବ୍ୟଶଙ୍କର ରାଉତଙ୍କୁ ମନୋନୀତ କରାଯାଇଥିଲା l ସେହିପରି କାର୍ଯ୍ୟକାରୀ ସଦସ୍ୟ ଭାବେ ବାସୁଦେବ ସାହୁ, ଚିତ୍ତରଞ୍ଜନ ସିଂ, ଶମ୍ଭୁପ୍ରସାଦ ମିଶ୍ର, ରଞ୍ଜନ ପାତ୍ର, ବଂଶୀଧର ମାଝୀ, ଦେବାନନ୍ଦ ସାହୁ, ସୁଧାଂଶୁ ମିଶ୍ର, ଜୟକୁମାର ମହାରଣା, ପୂର୍ଣ୍ଣଚନ୍ଦ୍ର ସାହୁଙ୍କୁ ମନୋନୀତ କରା ଯାଇଥିଲା l ଶେଷରେ ସଦସ୍ୟ ସତ୍ୟନାରାୟଣ ପାଣି ଧନ୍ୟବାଦ ଅର୍ପଣ କରିଥିଲେ l ଏହି ବୈଠକରେ ଜ଼ିଲ୍ଲା ପ୍ରେସ କ୍ଲବର ସଦସ୍ୟ ମାନେ ଯୋଗଦେଇଥିଲେ l

■  ବୌଦ୍ଧରୁ ଦୁର୍ଯ୍ଯୋଧନ ବିଶି  ଓ କଣ୍ଟାମାଳରୁ  ଜୟ କୁମାର ମହାରଣାଙ୍କ ରିପୋର୍ଟ 


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like