-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

ସୁଶ୍ରୀ ମିଶନ ଶକ୍ତି ମହିଳା ବୁଣାକାର ପୂର୍ବ ଓଡ଼ିଶା ବିଭିନ୍ନ ବୁଣା କାର୍ଯ୍ୟକଳାପ ପରିଦର୍ଶନ।

11-Jul-2025



ବରପାଲି,(ସୁଦାମ ଦୀପ)  ବରପାଲି ହସ୍ତତନ୍ତ କଳାର ପ୍ରଚାର ପ୍ରସାର ନିମନ୍ତେ ଗ୍ରାମିଣ ଯୁବ କେନ୍ଦ୍ରର ଅଭିନବ ପ୍ରୟାସ। ପୁରୀ ରଥଯାତ୍ରା ଉପଲକ୍ଷେ ଆୟୋଜିତ ହେଉଥିବା ଶିଳ୍ପ ବାଣିଜ୍ୟ ପଲ୍ଲୀଶ୍ରୀ ମେଳାରେ  ଲକ୍ଷାଧିକ ଭକ୍ତଙ୍କ  ସ୍ଵତନ୍ତ୍ର  ଦୃଷ୍ଟି ଆକର୍ଷଣ କରିଥିବା ବରପାଲି ହସ୍ତତନ୍ତ ବସ୍ତ୍ର ପ୍ରଦର୍ଶନୀ ପ୍ରଥମ ସ୍ଥାନ ଅଧିକାର କରିଥିବା ଜଣା ପଡ଼ିଛି। 
ବରଗଡ ଜିଲ୍ଲା ବରପାଲି ହସ୍ତତନ୍ତ କଳା ଏବଂ ସଂସ୍କୃତିର ପୀଠ ତଥା ରାଜ୍ୟର ସ୍ୱନାମଧନ୍ୟ କବି ଗଙ୍ଗାଧର ମେହେରଙ୍କ ପବିତ୍ର ଜନ୍ମମାଟି ପୁଣ୍ୟ ବରପାଲିକୁ ଏକ ତୀର୍ଥସ୍ଥଳୀ ତଥା ପର୍ଯ୍ୟଟନ ସ୍ଥଳୀ ଭାବରେ ଜନପ୍ରିୟ କରିବା ନିମନ୍ତେ ଜିଲ୍ଲାପାଳ ଶ୍ରୀଯୁକ୍ତ ଗୋୟଲ୍ ଏବଂ ତାଙ୍କର ପରାମର୍ଶକ୍ରମେ ଜିଲ୍ଲା ପର୍ଯ୍ୟଟନ ଅଧିକାରୀ ଶ୍ରୀଯୁକ୍ତ ସିଂଙ୍କ ନିର୍ଦ୍ଦେଶନାରେ  ବରପାଲି ଗ୍ରାମର ପ୍ରସିଦ୍ଧ ବନ୍ଧକଲା ଶିଳ୍ପୀ ଶ୍ରୀ ଯୋଗୀନ୍ଦ୍ର ମେହେରଙ୍କ ପ୍ରଦର୍ଶିତ ବରପାଲି ହସ୍ତତନ୍ତ ବସ୍ତ୍ର ପ୍ରଦର୍ଶନୀ ପ୍ରଥମ ସ୍ଥାନ ଅଧିକାର କରିଥିବା ଜଣା ପଡ଼ିଛି । ଏହି ପ୍ରଦର୍ଶନୀ ଓ ବିକ୍ରୟ ମେଳାରେ  ବରପାଲି ଗ୍ରାମୀଣ ଯୁବ କେନ୍ଦ୍ର ନିର୍ଦ୍ଦେଶକ  ଶ୍ରୀ ଦିଲ୍ଲୀପ କୁମାର ସାହୁ ଅବସରପ୍ରାପ୍ତ ଅଫିସର କେନ୍ଦ୍ର ସରକାର, ତଥା କେନ୍ଦ୍ର ସରକାରଙ୍କ ତରଫରୁ ଜିଲ୍ଲା ପର୍ଯ୍ୟଟନ ଅଧିକାରୀ ଶ୍ରୀଯୁକ୍ତ ପ୍ରମୋଦ କୁମାର ସିଂଙ୍କ ତତ୍ବାବଧାନରେ ୨୬ ଜଣ ମହିଳା ବୁଣାକାର ମାନେ ବିଭିନ୍ନ ବୁଣାକାର ପରିବାରଙ୍କୁ ଭେଟିବା ସହ ତନ୍ତବୁଣା, ବାନ୍ଧବନ୍ଧା ପ୍ରକ୍ରିୟା ଆଦି ଦେଖିବା ସଙ୍ଗେ ସଙ୍ଗେ ମହିଳା ଗୋଷ୍ଠୀ ସଦସ୍ୟଙ୍କ ସହିତ ମତ ବିନିମୟ କରିଥିଲେ। ପରେ ଯୁବ ବାନ୍ଧଶିଳ୍ପୀ କ୍ଷୀରୋଦ କୁମାର ମାଟିଙ୍କ ସହିତ ବୁଣା କାର୍ଯ୍ୟ ସରଳୀକରଣ, ବାନ୍ଧ ରଙ୍ଗ, ଉତ୍ପାଦ ଏବଂ ବଜାରୀ କରଣ ଉପରେ ମତ ବିନିମୟ କରିଥିଲେ । ଏହି କର୍ମଶାଳାରେ ଗ୍ରାମୀଣ ଯୁବ ନିର୍ଦ୍ଦେଶକ ଦିଲ୍ଲୀପ ସାହୁ, ନିର୍ଦ୍ଦେଶକ ରୋହିତ ମହାରଣା, ଦିଲ୍ଲୀପ ସାହୁ, ବୈଦ୍ୟନାଥ ମେହେର, ଜିଲା ମିଶନ ଶକ୍ତି ସମ୍ପାଦିକା କୁନ୍ତୀ ପଧାନ, ସଭାପତି ପିକା ମଲ୍ଲିକ, ସ୍ଥାନୀୟ ବୁଣାକାର ବିଚିତ୍ର ଦତ୍ତ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like