-+91-9937148622 |

prerana_bgr@rediffmail.com |

  Saturday 1st August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   (31-Jul-2026)       ||      ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   (31-Jul-2026)       ||      *ଗାନ୍ଧି ଷ୍ଟାଡିୟମ୍ ପାଇଁ ୨୫ କୋଟି ୭୫ ଲକ୍ଷ ଓ ଭୀମଭୋଇ ସମାଧିପୀଠ ଖଲିଆପାଲି ପାଇଁ ୩୪କୋଟି ଅର୍ଥ ମଞ୍ଜୁରୀ - ଜିଲ୍ଲାପାଳ ଙ୍କୁ ଜିଲ୍ଲା କ୍ରୀଡା ସଂଘ ପକ୍ଷରୁ ଶୁଭେଛା ସମ୍ୱର୍ଦ୍ଧନା ଜ୍ଞାପନ*-   (31-Jul-2026)       ||      ଅଧ୍ୟକ୍ଷ ହେମନ୍ତ କୁମାର ମୁଣ୍ଡଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା,,,,,,, .୩୫ ବର୍ଷ ୨ମାସର କାର୍ଯ୍ୟଧାରା .ନମ୍ରତା ଓ ସରଳତା ଥିଲା ମୂଳମନ୍ତ୍ର   (31-Jul-2026)       ||      ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର ପାନୀୟ ଜଳ ଓ ପରିମଳ ନିର୍ଦ୍ଦେଶକଙ୍କ ତିନି ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ   (31-Jul-2026)       ||      ଲୋୟର ସୁକତେଲ ଡ୍ୟାମ୍‌ ଅଞ୍ଚଳରେ ୧୬୩ ଧାରା ଲାଗୁ: ପ୍ରବେଶ, ଗାଧୋଇବା ଓ ସେଲଫି ନେବା ଉପରେ କଟକଣା   (31-Jul-2026)       ||      *ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   (31-Jul-2026)       ||      ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   (31-Jul-2026)       ||      ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   (31-Jul-2026)       ||      ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   (31-Jul-2026)       ||      *ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   (31-Jul-2026)       ||      ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                        (31-Jul-2026)       ||      ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ    (31-Jul-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   (31-Jul-2026)       ||      ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (30-Jul-2026)       ||      କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   (30-Jul-2026)       ||      କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   (30-Jul-2026)       ||      ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   (30-Jul-2026)       ||      ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   (30-Jul-2026)       ||      ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   (30-Jul-2026)       ||     

HOME   ଜିଲ୍ଲା

କୋଶଲୀ ନାଟ୍ୟମହର୍ଷି ଶଦ୍ଦନୃତ୍ୟ ଗୁରୁ ଭଗବାନ ସାହୁଙ୍କ ୯୫ ତମ ଜୟନ୍ତୀ ପାଳନ ।

11-Jul-2025



ବରପାଲି  ,(ସୁଦାମ ଦୀପ)  ଗୁରୁ ପୂର୍ଣ୍ଣିମା ଦିନ ଶଦ୍ଦନୃତ୍ୟ ଗୁରୁ ଭଗବାନ ସାହୁ ସ୍ମୃତି କମିଟି ବରପାଲି ଓ ଶ୍ରୀ ଶ୍ରୀ ବ୍ରଜେଶ୍ୱରୀ ନୃତ୍ୟଜଳା ପରିଷଦ କୁମ୍ଭାରୀ ମିଳିତ ଉଦ୍ୟମରେ ଏକ ସ୍ମୃତି ସଭା ଗଙ୍ଗାଧର ସ୍ମୃତି ଭବନ ପରିସରରେ ଅନୁଷ୍ଠିତ ହୋଇଥିଲା । ଶଦ୍ଦନୃତ୍ୟ ଭଗବାନ ସାହୁ ଙ୍କ ଦ୍ୱାରା ନିର୍ଦ୍ଦେଶିତ ନାଟକର ବିଭିନ୍ନ ଭୂମିକାରେ ଜୀବନ୍ତ ଅଭିନୟ ଦର୍ଶକଙ୍କ ହୃଦୟକୁ ଛୁଇଁ ପାରିଥିଲା । ତାଙ୍କ ରଚନାରେ ବୀର ସୁରେନ୍ଦ୍ର ସାଏ, ସୁଭଦ୍ରା ହରଣରେ ଦୁର୍ଯ୍ୟୋଧନ, ଦାନବୀର ହରିଶ୍ଚନ୍ଦ୍ରରେ ମନ୍ତ୍ରୀ, କାରା ମନ୍ଦିରରେ ଭବଦତ୍ତ ବ୍ରାହ୍ମଣ, ସମ୍ବରାସୁର ବଧରେ ଶ୍ରୀକୃଷ୍ଣ, ଶାନ୍ତିଦୂତ ଶ୍ରୀକୃଷ୍ଣରେ ଗୋଦାବରୀ ଶର୍ମା, ଶ୍ରୀଜଗନ୍ନାଥରେ ଇନ୍ଦ୍ରଦ୍ୟୁମ୍ନ, ଭୀଷ୍ମ ଶରସଜ୍ୟାରେ ଯୁଧିଷ୍ଠିର, କବି ସମ୍ରାଟ ଉପେନ୍ଦ୍ର ଭଞ୍ଜରେ ନିକୁଞ୍ଜ, ଶ୍ରୀକୃଷ୍ଣ ଲୀଳାରେ କଂସ ଆଦି ନିର୍ଦ୍ଦେଶନା ଜୀବନ୍ତ ହୋଇ ରହିବ । ସମ୍ମାନିତ ଅତିଥି ଭାବରେ ଶ୍ରୀଯୁକ୍ତ ଦିନେଶ ଗହୀର ଅଧ୍ୟକ୍ଷ ବରପାଲି ଏନ୍ ଏ ସି, ମୁଖ୍ୟ ଅତିଥି ଭାବରେ ଶ୍ରୀଯୁକ୍ତ ରୁକ୍ମଣ ମେହେର ତହସିଲଦାର ବରପାଲି, ଶ୍ରୀଯୁକ୍ତ ଉତ୍ପନ୍ନ କୁମାର ଭୋଇ ସମ୍ବଲପୁରୀ ସାହିତ୍ୟର ଗବେଷକ, ମୁଖ୍ୟବକ୍ତା ଶ୍ରୀମତୀ ନିବେଦିତା ସାହୁ, ପ୍ରଧାନ ଶିକ୍ଷୟତ୍ରୀ , ଲେଣ୍ଡା ହାଇସ୍କୁଲ, ରୋହିତ ମହାରଣା, ବିଜୟାନନ୍ଦ ସାହୁ, ଡ. ସୁବଲ ଚନ୍ଦ୍ର ମାଝୀ (ସଭାପତି), ମହେନ୍ଦ୍ର କୁମାର ମେହେର, ସୁରେନ୍ଦ୍ରବୀର ଭୁବନ ଭୋଇ, ବୀରେନ୍ଦ୍ର ନାଥ ନାଗ । ସମ୍ମାନୀତ ପ୍ରତିଭା ପରମାନ ସ୍ୱାଇଁ, ଅମୂଲ୍ୟ କୁମାର ବେହେରା, ଉତ୍ପନ୍ନ ଭୋଇ, କୃଷ୍ଣ ଚନ୍ଦ୍ର ଭୁଏ, କଏଁରା ସାହୁ, କୁନ୍ତୀ ପଧାନ ମାନଙ୍କୁ ଉପଢୌକନ ଓ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ ସମ୍ବଦ୍ଧନା ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   31-Jul-2026
  ଜିଲ୍ଲା  
ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   31-Jul-2026
  ଜିଲ୍ଲା  
*ଗାନ୍ଧି ଷ୍ଟାଡିୟମ୍ ପାଇଁ ୨୫ କୋଟି ୭୫ ଲକ୍ଷ ଓ ଭୀମଭୋଇ ସମାଧିପୀଠ ଖଲିଆପାଲି ପାଇଁ ୩୪କୋଟି ଅର୍ଥ ମଞ୍ଜୁରୀ - ଜିଲ୍ଲାପାଳ ଙ୍କୁ ଜିଲ୍ଲା କ୍ରୀଡା ସଂଘ ପକ୍ଷରୁ ଶୁଭେଛା ସମ୍ୱର୍ଦ୍ଧନା ଜ୍ଞାପନ*-   31-Jul-2026
  ଜିଲ୍ଲା  
ଅଧ୍ୟକ୍ଷ ହେମନ୍ତ କୁମାର ମୁଣ୍ଡଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା,,,,,,, .୩୫ ବର୍ଷ ୨ମାସର କାର୍ଯ୍ୟଧାରା .ନମ୍ରତା ଓ ସରଳତା ଥିଲା ମୂଳମନ୍ତ୍ର   31-Jul-2026
  ଜିଲ୍ଲା  
ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର ପାନୀୟ ଜଳ ଓ ପରିମଳ ନିର୍ଦ୍ଦେଶକଙ୍କ ତିନି ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ   31-Jul-2026
  ଜିଲ୍ଲା  
ଲୋୟର ସୁକତେଲ ଡ୍ୟାମ୍‌ ଅଞ୍ଚଳରେ ୧୬୩ ଧାରା ଲାଗୁ: ପ୍ରବେଶ, ଗାଧୋଇବା ଓ ସେଲଫି ନେବା ଉପରେ କଟକଣା   31-Jul-2026
  ଜିଲ୍ଲା  
*ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   31-Jul-2026
  ଜିଲ୍ଲା  
ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   31-Jul-2026
  ଜିଲ୍ଲା  
ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   31-Jul-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   31-Jul-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   31-Jul-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                       31-Jul-2026

You Might Also Like